ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କଲେ ଜଙ୍ଗଲ ମନ୍ତ୍ରୀ

ଭଞ୍ଜନଗର,୧ା୫(ଡି.ଏନ୍‌.ଏ.): ଜଙ୍ଗଲ ଓ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ରବିବାର ଭଞ୍ଜନଗର ବ୍ଲକ ଲେମ୍ଭେଇ ପଞ୍ଚାୟତର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ମନ୍ତ୍ରୀ ପ୍ରଥମେ ମାଙ୍କଡ଼କମ୍ପା ଅଙ୍ଗନଓ୍ବାଡି କେନ୍ଦ୍ର, ଲେମ୍ଭେଇ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଉଦ୍‌ଘାଟନ କରିଥିଲେ। ଏହା ପରେ ସେଠାରେ ୩୫ ଲକ୍ଷ ଟଙ୍କାରେ ହେବାକୁ ଥିବା କଲ୍ୟାଣମଣ୍ଡପର ଶିଳାନ୍ୟାସ କରିଥିଲେ। ମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ବିଡିଓ ଅନିଲ କୁମାର ସେଠୀ, ବ୍ଲକ ଅଧ୍ୟକ୍ଷ ନରୀସଭା ପ୍ରଧାନ, ଉପାଧ୍ୟକ୍ଷା ରାଜଲକ୍ଷ୍ମୀ ପ୍ରଧାନ, ବ୍ଲକ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ପ୍ରଧାନ, ଏମ୍‌ପି ପ୍ରତିନିଧି ଦିବାକର ନାୟକ, ସରପଞ୍ଚ ପ୍ରଭାସିନି ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଶୂଳପାଣି ଶତପଥୀ ସଭାର ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଅଧିକ ପଢିଛନ୍ତି ରାହୁଲ ନା ପ୍ରିୟଙ୍କା: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୧୨: ଗାନ୍ଧୀ ପରିବାର ଭାରତୀୟ ରାଜନୀତିରେ ସବୁଠାରୁ ଚର୍ଚ୍ଚିତ ପରିବାର ମଧ୍ୟରୁ ଗୋଟିଏ। ବର୍ତ୍ତମାନ ଏହି ପରିବାରର ଦୁଇ ପ୍ରମୁଖ ବ୍ୟକ୍ତି, ରାହୁଲ ଗାନ୍ଧୀ ଏବଂ...

ଟିମ ଇଣ୍ଡିଆ ଖେଳାଳିଙ୍କ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ଜାଡେଜାଙ୍କ ସ୍ତ୍ରୀ: କହିଦେଲେ ଏମିତି, କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜାଙ୍କ ପତ୍ନୀ ଏବଂ ଗୁଜରାଟ ସରକାରଙ୍କ ମନ୍ତ୍ରୀ ରିଭାବା ଜାଡେଜା ପୁଣିଥରେ ତାଙ୍କ ମନ୍ତବ୍ୟ ପାଇଁ...

୨୦୦୦, ୩୦୦୦ ଓ ୫୦୦୦ ନିବେଶ କଲେ କେତେ ମିଳିବ ରିଟର୍ଣ୍ଣ? ଜାଣନ୍ତୁ ଏହି ଖାସ୍ ଯୋଜନାର ଲାଭ…

ପୋଷ୍ଟ ଅଫିସ୍ ଆରଡି ଯୋଜନା ଏକ ସୁରକ୍ଷିତ ଏବଂ ଆକର୍ଷଣୀୟ ନିବେଶ ବିକଳ୍ପ ଯେଉଁଥିରେ ଆପଣ ୬.୭% ସୁଧ ହାରରେ ଅଳ୍ପ ପରିମାଣରେ ନିବେଶ କରି...

ସଂସଦରେ କିଏ ପିଇଲା ସିଗାରେଟ? ଅନୁରାଗ ଠାକୁରଙ୍କ ବୟାନକୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୧୧|୧୨: ଇ-ସିଗାରେଟକୁ ଭାରତ ସରକାର ବ୍ୟାନ କରିଛନ୍ତି । କିନ୍ତୁ ଆଜି ପୁଣିଥରେ ସଂସଦରେ ଏହି ପ୍ରସଙ୍ଗ ଉଠିଛି । ସଦନରେ ଇ-ସିଗାରେଟ ପିଇବା ନେଇ...

ରାଜ୍ୟରେ ହାଡଭଙ୍ଗା ଶୀତ: ୧୦ ଡିଗ୍ରୀ ତଳେ ୧୬ ସହର, ସେମିଳିଗୁଡ଼ାରେ ସର୍ବନିମ୍ନ…

ଭୁବନେଶ୍ୱର,୧୧।୧୨: ଶୀତର ପ୍ରକୋପ ସମଗ୍ର ଓଡ଼ିଶାରେ କାୟା ବିସ୍ତାର କରିଥିବା ବେଳେ ରାଜ୍ୟର ବହୁ ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳେ ରହିଛି। ବିଗତ ଦୁଇ...

ଅସହ୍ୟ ଶୀତ: ପଡୁଛି ବରଫ..

ଫୁଲବାଣୀ,୧୧।୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଏବେ ଶୀତର ଲହରୀ ଜାରି ରହିଛି। ପର୍ଯ୍ୟଟକଙ୍କ ଆଗମନ ଧୀରେଧୀରେ ବଢୁଛି। ଗୁରୁବାର ଭୋର ସମୟରେ ଫୁଲବାଣୀରେ ବରଫର...

ଆଦିବାସୀ ମହିଳା ଶ୍ରମିକଙ୍କୁ ବଳାତ୍କାର କଲେ ଗାଁ ସାଥୀ, କାହା ଆଗରେ କହିଲେ ଜୀବନରୁ ମାରିଦେବି,ଏମିତି ଅଭିଯୋଗ ଆଣି ପୀଡ଼ିତା…

ଲାଞ୍ଜିଗଡ଼,୧୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳା (୩୭)ଙ୍କୁ ବଳାତ୍କାର ଅଭିଯୋଗ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ...

ଖେଳିଗଲା ଆତଙ୍କ: ଏହି ଜିଲାରେ ୭୦୦୦ରୁ ଅଧିକ HIV ରୋଗୀ ଚିହ୍ନଟ: ୪୦୦ ଶିଶୁ ପଜିଟିଭ୍‌

ପାଟନା,୧୧।୧୨: ବିହାରର ସୀତାମାଢ଼ି ଜିଲାରୁ ଏକ ଚିନ୍ତାଜନକ ଖବର ଆସିଛି। ଏଚଆଇଭି ପଜିଟିଭ ରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏହା ସ୍ବାସ୍ଥ୍ୟ ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri