ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କଲେ ଜଙ୍ଗଲ ମନ୍ତ୍ରୀ

ଭଞ୍ଜନଗର,୧ା୫(ଡି.ଏନ୍‌.ଏ.): ଜଙ୍ଗଲ ଓ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ରବିବାର ଭଞ୍ଜନଗର ବ୍ଲକ ଲେମ୍ଭେଇ ପଞ୍ଚାୟତର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ମନ୍ତ୍ରୀ ପ୍ରଥମେ ମାଙ୍କଡ଼କମ୍ପା ଅଙ୍ଗନଓ୍ବାଡି କେନ୍ଦ୍ର, ଲେମ୍ଭେଇ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଉଦ୍‌ଘାଟନ କରିଥିଲେ। ଏହା ପରେ ସେଠାରେ ୩୫ ଲକ୍ଷ ଟଙ୍କାରେ ହେବାକୁ ଥିବା କଲ୍ୟାଣମଣ୍ଡପର ଶିଳାନ୍ୟାସ କରିଥିଲେ। ମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ବିଡିଓ ଅନିଲ କୁମାର ସେଠୀ, ବ୍ଲକ ଅଧ୍ୟକ୍ଷ ନରୀସଭା ପ୍ରଧାନ, ଉପାଧ୍ୟକ୍ଷା ରାଜଲକ୍ଷ୍ମୀ ପ୍ରଧାନ, ବ୍ଲକ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ପ୍ରଧାନ, ଏମ୍‌ପି ପ୍ରତିନିଧି ଦିବାକର ନାୟକ, ସରପଞ୍ଚ ପ୍ରଭାସିନି ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଶୂଳପାଣି ଶତପଥୀ ସଭାର ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈତରଣୀ ନଦୀରୁ ନାବାଳକଙ୍କ ଗଳିତ ମୃତଦେହ ଜବତ, ପରିଚୟ ଖୋଜୁଛି ତୁରୁମୁଙ୍ଗା ପୋଲିସ

ପାଟଣା, ୧୩।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଜୁମେଇଁ ଗ୍ରାମ ନିକଟ ବୈତରଣୀ ନଦୀର ସିନ୍ଦୁରିଗୌରୀ ଘାଟରୁ ମଙ୍ଗଳବାର ଦିନ ଜଣେ…

ଦାରିଙ୍ଗବାଡିରେ ପୋଲିସ ପାଟ୍ରୋଲିଂ ବେଳେ ଧରାପଡ଼ିଲେ ଗଞ୍ଜେଇ ବେପାରୀ; ୨୩ କେଜିରୁ ଅଧିକ ଗଞ୍ଜେଇ ଜବତ

ଦାରିଙ୍ଗବାଡି, ୧୩।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଏକ ବଡ଼ଧରଣର ଗଞ୍ଜେଇ ଜବତ କରାଯାଇଛି। ପାଟ୍ରୋଲିଂ ବେଳେ ପୋଲିସ ୨୩…

କୋଲ୍‌କାତାରେ ହେବ ବାର୍ସେଲୋନା, ରିୟଲ ମାଡ୍ରିଡ୍‌ ଲିଜେଣ୍ଡ୍ସ ମ୍ୟାଚ୍‌

କୋଲ୍‌କାତା,୧୩ା୧୦: ବିଶ୍ୱ ଫୁଟ୍‌ବଲର ଅନ୍ୟତମ ସଫଳ କ୍ଲବ ବାର୍ସେଲୋନା ଓ ରିୟଲ ମାଡ୍ରିଡ୍‌ର ଲିଜେଣ୍ଡ୍ସ ଦଳ ଆସନ୍ତା ନଭେମ୍ବର ୨୫ରେ କୋଲ୍‌କାତାରେ ଏକ ପ୍ରଦର୍ଶନୀ ମ୍ୟାଚ୍‌ ଖେଳିବେ।…

ଗଞ୍ଜେଇ ସହ ବାଇକ ଜବତ: ଅଭିଯୁକ୍ତ ଗଲେ ଜେଲ             

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ପଥପାର୍ଶ୍ଵ ସୁବିଧାକେନ୍ଦ୍ର ନିକଟରୁ ମଙ୍ଗଳବାର ପୂର୍ବାହ୍ନ ସାଢେ ୬…

ତେଜିଲା ଆନ୍ଦୋଳନ, ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ବୈଶିଙ୍ଗା,୧୩।୧୦(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ବଣଦାମଦରପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କ ବଦଳି ନିର୍ଦ୍ଦେଶକୁ ଗ୍ରାମବାସୀ ବିରୋଧ କରିଛନ୍ତି।…

ଆସନ୍ତାକାଲି ଅସ୍ତ ହେବେ ଶୁକ୍ର! ୪ ରାଶିଙ୍କ ଉପରେ ଘୋର ଆର୍ଥିକ ସଙ୍କଟ! ଅଯଥାରେ ବଢିଯିବ ଖର୍ଚ୍ଚ…

ଧନ, ସମୃଦ୍ଧି ଏବଂ ଖୁସିର ଗ୍ରହ ଶୁକ୍ର ଆସନ୍ତା ୧୪ ଅକ୍ଟୋବରରେ ତୁଳା ରାଶିରେ ଅସ୍ତ ହେଉଛନ୍ତି । ନବରାତ୍ରିର ପବିତ୍ର ଦିନଗୁଡ଼ିକରେ ଶୁକ୍ରଙ୍କ ଅସ୍ତଗମନ କିଛି…

ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌, ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଲେ….

ନୂଆଦିଲ୍ଲୀ,୧୩।୧୦: ଭାଜପାର ବରିଷ୍ଠ ନେତା ତଥା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗନ୍‌ ମଙ୍ଗଳବାର ମୋଦି କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ଏପରିକି ଏଲ୍‌. ମୁରୁଗନ୍‌…

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?