ଛାତ୍ରୀଙ୍କୁ ବସଉଠ କରାଇବା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ବଲାଙ୍ଗୀର ପାଟଣାଗଡ଼ ବାପୁଜୀ ବାଳିକା ହାଇସ୍କୁଲରେ କିଛି ଛାତ୍ରୀଙ୍କୁ ଶିକ୍ଷକ ବସଉଠ କରାଇବା ଘଟଣାରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୋମବାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାନୁସାରେ, ପ୍ରାର୍ଥନା କ୍ଲାସରେ ବିଳମ୍ବ ହେବାରୁ ବିଦ୍ୟାଳୟର ଶିକ୍ଷକ କିଛି ଛାତ୍ରୀଙ୍କୁ ବସଉଠ କରାଇଥିଲେ। ପରେ ସେମାନେ ଅସୁସ୍ଥ ହୋଇପଡିଥିଲେ। ତାଙ୍କୁ ପାଟଣାଗଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ଛାତ୍ରୀମାନଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡିଛି। ତେବେ ଘଟଣାର ତଦନ୍ତ ପାଇଁ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶଙ୍କର ପ୍ରସାଦ ମାଝୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଭୀତ ନ ହେବାକୁ ପରାମର୍ଶ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ):କିଛି ମାସ ବିରାମ ପରେ ପୁଣି କୋଭିଡ୍‌-୧୯ ସଂକ୍ରମଣ ଭୟ ଘାରିଲାଣି। ଓମିକ୍ରନର ସବ୍‌ଭାରିଆଣ୍ଟ ବିଏଫ୍‌.୭ ଯୋଗୁ ଚାଇନାରେ ଭୟାବହ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ...

ଫସିିଛନ୍ତି ପଶ୍ଚିମ ଓଡ଼ିଶାର ୩୦ ଡାକ୍ତରୀ ଛାତ୍ରୀଛାତ୍ର

ସମ୍ବଲପୁର(ବ୍ୟୁରୋ)/ରାଉରକେଲା ଅଫିସ/ ଝାରସୁଗୁଡ଼ା ଅଫିସ/ଟିଟିଲାଗଡ଼, ୨୪ା୨(ଡି.ଏନ.ଏ.): ରୁଷିଆ ଓ ୟୁକ୍ରେନ ଭିତରେ ଆରମ୍ଭ ହୋଇଯାଇଛି ଯୁଦ୍ଧ। ୟୁକ୍ରେନରେ ଫସିରହିଥିବା ଭାରତୀୟଙ୍କ ପାଇଁ ବଢିଛି ଚିନ୍ତା। ଏହିକ୍ରମରେ...

ଖଣି ମାଫିଆ ମହମ୍ମଦ ତାବ୍ରେଜଙ୍କୁ ମାରାଥନ ଜେରା : ମିଳିଲା ଟିଟୋ ଲିଙ୍କ୍‌, ଦୁବାଇରେ ଲେଡି ଡନ୍‌

ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଖୋର୍ଦ୍ଧା ବେଆଇନ ପଥରଖଣି କାରବାର ଅନ୍ୟତମ ମାଷ୍ଟରମାଇଣ୍ଡ୍‌ ମହମ୍ମଦ ତାବ୍ରେଜଙ୍କୁ ଏସ୍‌ଟିଏଫ୍‌ କଲିକତାରୁ ଗିରଫ କରିବା ପରେ ୨ଦିନିଆ ରିମାଣ୍ଡରେ ଆଣି ପଚରାଉଚରା...

କନ୍‌ଷ୍ଟେବଳଙ୍କୁ ଜିଅନ୍ତା ଜାଳିଦେଲେ

ବୌଦ୍ଧ/ବାଉଁଶୁଣୀ,୧।୩: ବୌଦ୍ଧ ଜିଲା ବାଉଁଶୁଣୀ ଥାନା ଅଧୀନ ମଲିକପଡା ଗ୍ରାମରେ ଗତ ରବିବାର ରାତିରେ ଜଣେ ପୋଲିସ କନ୍‌ଷ୍ଟେବଳଙ୍କୁ ତାଙ୍କ ଅନ୍ୟ ଦୁଇଭାଇ ଜିଅନ୍ତା ପୋଡି...

୫୦ବର୍ଷରେ ଶାନ୍ତିସ୍ତୂପ ଧଉଳି

ଭୁବନେଶ୍ୱର,୨୪।୧୦(ବ୍ୟୁରୋ):ଦେଶର ଅନ୍ୟତମ ବୌଦ୍ଧ ଐତିହ୍ୟ ଶାନ୍ତିସ୍ତୂପ ଧଉଳିକୁ ଆସନ୍ତା ୨୮ ତାରିଖରେ ୫୦ବର୍ଷ ପୂରୁଛି। ତେଣୁ ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ପାଳନ ପାଇଁ ରାଜ୍ୟ ସରକାରଙ୍କ...

ଏସ୍‌ପି, ଡିଆଇଜିଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର,୧୨।୬(ବ୍ୟୁରୋ): କରୋନା ମୁକାବିଲାରେ ଆଗ ଧାଡ଼ିର ଯୋଦ୍ଧା ଭାବେ କାମ କରୁଛନ୍ତି ପୋଲିସ କର୍ମଚାରୀ। ଲକ୍‌ଡାଉନ୍‌ର ପଞ୍ଚମ ପର୍ଯ୍ୟାୟରେ କିଛି ପୋଲିସ ସଂକ୍ରମିତ ହେଉଥିବା ନଜରକୁ...

ରାଜ୍ୟରେ ସ୍ବୟଂଚାଳିତ ହେବ ଡ୍ରାଇଭିଂ ଟେଷ୍ଟ୍‌

ଭୁବନେଶ୍ୱର, ୨।୩(ବ୍ୟୁରୋ): ରାଜ୍ୟରେ ସ୍ବୟଂଚାଳିତ ହେବ ଡ୍ରାଇଭିଂ ଟେଷ୍ଟ୍‌। ଯାନଚାଳନା ବା ଡ୍ରାଇଭିଂ ଲାଇସେନ୍ସ ପ୍ରଦାନ କ୍ଷେତ୍ରରେ ସ୍ବଚ୍ଛତା ଏବଂ ଦକ୍ଷତାକୁ ଦୃଷ୍ଟିରେ ରଖି ବାଣିଜ୍ୟ...

ଅନିଶ୍ଚିତତାରେ ଓଡ଼ିଶାର ପ୍ରସ୍ତାବିତ ବନ୍ଦର: ଅଣ-ବୃହତ୍‌ ବନ୍ଦର ଉପରେ କେନ୍ଦ୍ରର ଆଖି

ଭୁବନେଶ୍ୱର,୨୭।୯(ବ୍ୟୁରୋ): କେନ୍ଦ୍ର ସରକାର ନୂତନ ବନ୍ଦର ଆଇନ-୨୦୨୦ ପ୍ରଣୟନ କରି ଅଣ ବୃହତ୍‌ ବନ୍ଦରଗୁଡ଼ିକ ଉପରୁ ରାଜ୍ୟର ଅଧିକାର ଛଡ଼ାଇ ନେବାକୁ ଯୋଜନା ଆରମ୍ଭ କରିଛନ୍ତି।...

Advertisement
Archives

Model This Week