ଜିଲାସ୍ତରୀୟ ସ୍ବାଧୀନତା ଦିବସରେ ଶହୀଦଙ୍କୁ ମନେ ପକାଇଲେ ମନ୍ତ୍ରୀ

କେନ୍ଦୁଝର,୧୫।୮(ବ୍ୟୁରୋ): କେନ୍ଦୁଝର ଜିଲା ମୁଖ୍ୟାଳୟସ୍ଥିତ ଷ୍ଟାଡିୟମରେ ଜିଲାସ୍ତରୀୟ
୭୬ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୋଲିସ ପରେଡ୍‌ରେ ଅଭିବାଦନ ଗ୍ରହଣ କରିବା ସହ ସ୍ବାଧୀନତା ପାଇଁ ବଳିଦାନ ଦେଇଥିବା ସଂଗ୍ରାମୀ ଶହୀଦଙ୍କୁ ମନେ ପକାଇ ଥିଲେ। ଏହା ସହ ଜିଲା ଓ ରାଜ୍ୟରେ ଉନ୍ନୟନମୂଳକ ଯୋଜନାର ସଫଳତା ବିଷୟରେ ଉଦ୍‌ବୋଧନ ଦେଇଥିଲେ। ଏଥିରେ ଜିଲାପାଳ ଆଶିଷ ଠାକ୍‌ରେ, ଏସ୍‌ପି ମିତ୍ରଭାନୁ ମହାପାତ୍ରଙ୍କ ସମେତ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ। ହେଲେ ପୂର୍ବ ବର୍ଷ ଭଳି କଟକଣା ଯୋଗୁ ସାମୂହିକ ପରେଡ୍‌ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମମିତା ମୃତ୍ୟୁ ମାମଲା: ଗଜପତିରେ କଂଗ୍ରେସର ହରତାଳ

ପାରଳାଖେମୁଣ୍ଡି,୧୨ା୧୧(ଡି.ଏନ୍‌.ଏ.): ମମିତା ମେହେର ମୃତ୍ୟୁ ମାମଲାରେ କଂଗ୍ରେସର ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ତେବେ ଗଜପତି ଜିଲାରେ କଂଗ୍ରେସର ଏହି ହରତାଳ ପ୍ରଭାବ ଶୂନ୍ୟ...

ବିଷାକ୍ତ ଫଳ ଖାଇ ଯୁବକଙ୍କ ଆତ୍ମହତ୍ୟା

ଧର୍ମଶାଳା/ଜେନାପୁର,୨୮।୮(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ଜେନାପୁର ପଞ୍ଚାୟତ ଅରିମୂଳ ଗ୍ରାମର ଜଣେ ଯୁବକ ବିଷାକ୍ତ ଫଳ ଖାଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ଯୁବକ...

ଦାବି ପୂରଣ ନ ହେଲେ ଗଣଧାରଣା ଜାରି ରହିବ

ବେଗୁନିଆପଡ଼ା,୫ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ରାଜ୍ୟ ଆଶାକର୍ମୀ ସଂଘ ପକ୍ଷରୁ ସୋମବାର ବିକ୍ଷୋଭ ଓ ଗଣଧାରଣା ଦିଆଯାଇଛି। ଭାରତୀୟ ମଜଦୂର ସଂଘ ଡାକରାରେ ୭...

୨ମାସର ଗହମ ପାଇନାହାନ୍ତି ରାଶନକାର୍ଡଧାରୀ

ରସୁଲପୁର,୨୦ା୬(ଡି.ଏନ୍‌.ଏ.): ରସୁଲପୁର ବ୍ଲକରେ ରାଶନକାର୍ଡଧାରୀଙ୍କୁ ଗହମ ମିଳୁନି। ଗତ ଏପ୍ରିଲ ଓ ମେ’ରେ ବ୍ଲକର ଅଧିକାଂଶ କାର୍ଡଧାରୀ ଗହମ ପାଇବାରୁ ବଞ୍ଚତ୍ତ ହୋଇଥିବା ଅଭିଯୋଗ ହୋଇଛି।...

ରକ୍ତ ପୃଥକୀକରଣ ୟୁନିଟ କାର୍ଯ୍ୟକ୍ଷମ ଦାବି, ଜିଲାପାଳ ଅଫିସ ଆଗରେ ଧାରଣା

ବରଗଡ଼ ଅଫିସ,୧୫।୩: ବରଗଡ଼ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରର ରକ୍ତ ଭଣ୍ଡାର ପରିସରରେ ରହିଥିବା ରକ୍ତ ପୃଥକୀକରଣ ୟୁନିଟ କାର୍ଯ୍ୟକ୍ଷମ ଦାବିରେ ସୋମବାର ବରଗଡ଼ ଜିଲାପାଳ ଅଫିସ ଆଗରେ...

ଶିକାର ପାଇଁ ବିଛାଯାଇଥିଲା ବିଦ୍ୟୁତ୍‌ ତାର: ସଂସ୍ପର୍ଶରେ ଆସି ବାପା, ବଡ଼ ପୁଅ ମୃତ, ସାନ ଗୁରୁତର

ଅମରପାଲି, ୧୮।୧୦(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଥାନା ପିତାମହୁଲ ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଯନ୍ତୁ ଶିକାର...

ମନ ଜିଣିଲା ସଖୀନାଚ, ମୋହିନୀୟତ୍ୟମ୍‌ ନୃତ୍ୟ

ବ୍ରହ୍ମପୁର ଅଫିସ,୧୭ା୬-ପ୍ରସନ୍ନାକ୍ଷୀ ନୃତ୍ୟ ଅନୁଷ୍ଠାନ ପକ୍ଷରୁ ‘ପଞ୍ଚମବେଦ’ ଜାତୀୟ ଓଡିଶୀ ନୃତ୍ୟ ମହୋତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି। ନିର୍ଦ୍ଦେଶକ ନୁର ରାଜାଙ୍କ ପୌରୋହିତ୍ୟରେ ହିଲ୍‌ପାଟଣାସ୍ଥିତ ବିଜୁ...

ଲକ୍‌ଡାଉନ୍‌କୁ ନେଇ କଳାବଜାରି ସକ୍ରିୟ: ଭଦ୍ରକ ସହର ବନ୍ଦ ଘରୁ ଦୁଇ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ମୂଲ୍ୟର ମଦ ଜବତ

ଭଦ୍ରକ ଅଫିସ,୨୫।୩: ଭଦ୍ରକ ସହରର ଏକ ବନ୍ଦ ଘର ଭିତରୁ ବୁଧବାର ଦୁଇ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ମୂଲ୍ୟର ମଦ ଜବତ କରାଯାଇଛି। ଖବର ପାଇ...

Advertisement
Archives

Model This Week