ସଂଗ୍ରାମୀଙ୍କୁ ମନେ ପକାଇଲେ ମନ୍ତ୍ରୀ

ନବରଙ୍ଗପୁର,୨୬ା୧: ନବରଙ୍ଗପୁର ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମଠାରେ ପାଳିତ ହୋଇଛି। ଜଳ ସମ୍ପଦ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ମନ୍ତ୍ରୀ ସ୍ବାଧୀନତା ସଂଗ୍ରାମରେ ନବରଙ୍ଗପୁର ଜିଲାର ଅବଦାନ ବିଷୟରେ ମନେପକାଇ ବଳିଦାନ ଦେଇଥିବା ସଂଗ୍ରାମୀଙ୍କୁ ସମ୍ମାନ ଜଣାଇଥିଲେ। ସେହିପରି ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବ୍ୟକ୍ତିବିଶେଷଙ୍କୁ ମନ୍ତ୍ରୀ ପୁରସ୍କୃତ କରିଥିଲେ। କରୋନା କଟକଣା ଯୋଗୁ ପୂର୍ବ ନିଷ୍ପତ୍ତି ଅନୁଯାୟୀ ଛାତ୍ରୀଛାତ୍ରଙ୍କ ପରେଡ ଏବଂ ଅନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମକୁ ବାଦ୍‌ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜିପୁର ଗ୍ରାମକୁ ଯିବା ବେଳେ ଯୁବକଙ୍କୁ ଧକ୍କାଦେଇ ୧୫ ଫୁଟ ତଳକୁ ଖସିପଡ଼ିଲା ଟ୍ରାକ୍ଟର: ଆଖିବୁଜିଦେଲେ…

ମୋହନା,୧୬ା୫(ମନ୍ମଥ ମିଶ୍ର): ମୋହନା ଥାନା ଅଞ୍ଚଳରେ ଶୁକ୍ରବାର ଏକ ଟ୍ରାକ୍ଟର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୋହନା ଥାନା ଅନ୍ତର୍ଗତ କିର୍ତିଂ ଗ୍ରାମର…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର, ୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୭ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri