ମନ୍ତ୍ରୀଙ୍କ ଏସ୍‌କର୍ଟ ଗାଡି ଦୁର୍ଘଟଣାଗ୍ରସ୍ତ

ପାରଳାଖେମୁଣ୍ଡି,୧୭।୧୦(ଡି.ଏନ୍‌.ଏ.): ଗଜପତି ଜିଲା ଅଡ଼ବା ଥାନା ଉଲିଆପଦା ଗାଁ ନିକଟରେ ମନ୍ତ୍ରୀଙ୍କୁ ଏସ୍‌କର୍ଟ କରି ନେଉଥିବା ଗାଡ଼ିଟି ରବିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଆଦିବାସୀ ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ରାୟଗଡ଼ାରୁ ଭୁବନେଶ୍ୱର ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୫ ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କୁ ବିରିକୋଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ତେବେ ଉଲିଆପଦା ନିକଟରେ ଭାରସାମ୍ୟ ହରାଇ ଗାଡ଼ିଟି ରାସ୍ତା ତଳକୁ ଓଲଟି ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri