Posted inଜାତୀୟ

ସେନାବାହିନୀର ମହିଳା କର୍ମଚାରୀମାନଙ୍କ ଲାଗି ମାତୃତ୍ୱକାଳୀନ ଛୁଟି ଅବଧିକୁ ବୃଦ୍ଧି କଲା ପ୍ରତିରକ୍ଷା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୫।୧୧: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି, ସେନାବାହିନୀର ମହିଳା ସୈନିକ, ନାବିକ ଏବଂ ସଶସ୍ତ୍ରବାହିନୀର ମହିଳା ଯୋଦ୍ଧାମାନଙ୍କ ପାଇଁ ମାତୃତ୍ୱ, ଶିଶୁଯତ୍ନ ଏବଂ ପୋଷ୍ୟ ଶିଶୁ ଲାଳନପାଳନ ପାଇଁ କେନ୍ଦ୍ର ସରକାର ପ୍ରଣୟନ କରିଥିବା ନୂଆ ନିୟମ ଏହି ବର୍ଗର ମହିଳାମାନଙ୍କ କ୍ଷେତ୍ରରେ ଲାଗୁ କରାଯିବ। ମାତୃତ୍ୱ ଓ ଶିଶୁଯତ୍ନ ନିୟମ ବୃଦ୍ଧି ପ୍ରସ୍ତାବକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ମଞ୍ଜୁରୀ ଦେଇଛି ବୋଲି ପ୍ରତିରକ୍ଷା ମନ୍ତ୍ରୀ କହିଛନ୍ତି।

ଏହା ସେନାବାହିନୀର ସମସ୍ତ ସ୍ତରର ମହିଳା ଅଧିକାରୀ କର୍ମଚାରୀଙ୍କ କ୍ଷେତ୍ରରେ ଲାଗୁ ହେବ। ସିଂ କହିଛନ୍ତି, ସରକାରଙ୍କ ଏହି ପଦକ୍ଷେପ ଚାକିରି କରୁଥିବା ମହିଳାଙ୍କର ମାତୃତ୍ୱକାଳୀନ ଛୁଟି ଅବଧି ବୃଦ୍ଧି ସେମାନଙ୍କର ବୃତ୍ତିଗତ ତଥା ପାରିବାରିକ ଜୀବନରେ ସନ୍ତୁଳନ ଆଣିବ। ଦେଶର ୩ବାହିନୀରେ ମହିଳାମାନଙ୍କୁ ଅନ୍ତର୍ଭୁକ୍ତ କରି ଭାରତୀୟ ସେନା ଏକ ବ୍ୟାପକ ପରିବର୍ତ୍ତନ ଆଣିପାରିଛି। ୨୦୧୯ ମସିହାଠାରୁ ଭାରତୀୟ ସେନାରେ ମହିଳା ସୈନିକ, ନାବିକ ଏବଂ ସଶସ୍ତ୍ରବାହିନୀରେ ମହିଳାଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ପ୍ରତିରକ୍ଷା ମନ୍ତ୍ରୀ ସିଂହ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ମେଟ୍ରୋ, ବସ୍‌ରେ ଅଫିସ ଯିବାଆସିବା କରୁଥିବା କର୍ମଚାରୀଙ୍କୁ ମିଳିବ ଅଧିକ ଦରମା

ନୂଆଦିଲ୍ଲୀ,୧୦।୬: ଦିଲ୍ଲୀ ସରକାର ନିଜ କର୍ମଚାରୀଙ୍କ ହିତ ପାଇଁ ଏବଂ ବଢୁଥିବା ଇନ୍ଧନ (ଫ୍ୟୁଏଲ) ସଙ୍କଟର ମୁକାବିଲା କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର…

ମୀନାକ୍ଷୀ ନଟରାଜନଙ୍କ ନାମାଙ୍କନପତ୍ର ଖାରଜ, ଆଜି ହୋଇପାରେ ଆଲୋଚନା

ଭୋପାଳ,୧୦ା୬: ମଧ୍ୟପ୍ରଦେଶରୁ ରାଜ୍ୟ ସଭାରେ ଖାଲି ପଡ଼ିବାକୁ ଥିବା ୩ଟି ଆସନ ଲାଗି ନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପାର ଏକ ଅଭିଯୋଗ ଆଧାରରେ କଂଗ୍ରେସ ପ୍ରାର୍ଥୀ ମୀନାକ୍ଷୀ…

ନେହେରୁଙ୍କୁ ଟପିଲେ ମୋଦି: ଦେଶର ରାଜନୀତିରେ ନୂତନ ଅଧ୍ୟାୟ

ନୂଆଦିଲ୍ଲୀ,୧୦।୬: ଜୁନ ୧୦ ଅର୍ଥାତ୍‌ ଆଜି ଦେଶର ରାଜନୀତିରେ ଏକ ନୂତନ ଅଧ୍ୟାୟ ଲେଖାହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ…

ପ୍ରଥମ ୪ଟି ସିଲିଣ୍ଡର ଉପରେ ମିଳିବ ଏତିକି ଟଙ୍କା ସବସିଡି; ଜାଣନ୍ତୁ କ’ଣ ରହିଛି ନୂଆ ନିୟମ , କେଉଁ ସବୁ ଡକ୍ୟୁମେଣ୍ଟ ଜରୁରୀ?

ନୂଆଦିଲ୍ଲୀ, ୧୦।୬: କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ସୂଚିତ କରିଛି ଯେ ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା (PMUY) ଅଧୀନରେ ଉପଲବ୍ଧ ସବସିଡିଯୁକ୍ତ LPG ସିଲିଣ୍ଡର…

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ , ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଖୁସି

ଭୁବନେଶ୍ୱର/କୋଲକାତା, ୯/୬: ଦୀଘା ଜଗନ୍ନାଥ ମନ୍ଦିରର ନାମକରଣକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦ ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଏକ ବଡ଼ ଘୋଷଣା କରିଛନ୍ତି।…

ସକ୍ରିୟ ହେଲା ଘୂର୍ଣ୍ଣିବଳୟ; ୧୧ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା, ୧୫ଜିଲାକୁ ଆଲର୍ଟ କଲା IMD

ଲକ୍ଷ୍ନୌ,୯।୬: ଉତ୍ତର ପ୍ରଦେଶ (UP) ରେ ପାଣିପାଗ ଏବେଠାରୁ ରୂପ ବଦଳାଇବା ଆରମ୍ଭ କଲାଣି। ବାରାଣସୀ, ପ୍ରୟାଗରାଜ, ବାନ୍ଦା ଏବଂ ଆଗ୍ରା ଭଳି ସହରଗୁଡ଼ିକରେ ପାରଦ ୪୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri