ଟ୍ରାକ୍ଟରରୁ ଖସିପଡି ନାବାଳିକା ମୃତ

ଭଦ୍ରକ ଅଫିସ,୧୧।୪: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଚରମ୍ପା ଝାଟିଆ ଅଞ୍ଚଳ କେନାଲ ବନ୍ଧଠାରେ ମଙ୍ଗଳବାର ଟ୍ରାକ୍ଟରରୁ ଖସିପଡି ୪ବର୍ଷୀୟ ନାବାଳିକାଙ୍କ ମୃତ୍ୟୁ ଘଟିଛି। ନାବାଳିକା ଝିଅଟି ଟ୍ରାକ୍ଟରରେ ବସି ଯାଉଥିବା ବେଳେ ଖସି ପଡିଥିଲା l ପଡିଯିବା ପରେ ଟ୍ରାକ୍ଟରଟି ଚଢି ଯାଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳକୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ତେବେ ମୃତ ନାବାଲିକାଙ୍କ ପରିବାରରେ କେହି ଆସି ନ ଥିବା ଜଣାପଡିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri