ପରିବାରର ୪ ଜଣଙ୍କୁ ହରାଇ ଭାଙ୍ଗିପଡ଼ିଲେ ନାବାଳକ, ପରେ ହାରିଦେଲେ ଜୀବନ

ବଲାଙ୍ଗୀର,୧୭।୨: ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକର କନୁଟ ଉପରପଡ଼ାରେ ଗତ ୧୦ ତାରିଖ ଦିନ ଗ୍ୟାସ ସିଲିଣ୍ଡର ଫାଟି ଅଗ୍ନିକାଣ୍ଡ ଘଟିଥିଲା। ଏହି ଘଟଣାରେ ୬ ଜଣ ଗୁରୁତର ହେଇଥିଲେ। ଅଦାବରିଆ ପରିବାରର ପାଞ୍ଚଜଣ ସଦସ୍ୟ ଆହତ ହେଇଥିଲା ବେଳେ ପଡୋଶୀ ମାଳତୀ ମହାଖୁଡ ନିଆଁରେ ପୋଡ଼ି ଯାଇଥିଲେ। ଏକ ଘରୋଇ ଚିକିତ୍ସାଳୟରେ ତାଙ୍କୁ ଚିକିତ୍ସା କରା ଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ମାଳତୀ ମହାଖୁଡ, ଭାନୁମତୀ ଅଦାବରିଆ, ମହେଶ୍ୱର ଅଦାବରିଆ, ଭୈରବୀ ଅଦାବରିଆଙ୍କ ମୃତ୍ୟୁ ଘଟିଥିଲା।
ଏହି ଘଟଣା ମାଳତୀ ମହାଖୁଡଙ୍କ ପୁଅ ଦ୍ରୋଣ ମହାଖୁଡ (୧୬) ଙ୍କୁ ଗଭୀର ମାନସିକ ଆଘାତ ଦେଇଥିଲା। ସେ ଶୁକ୍ରବାର ରାତିରେ ଘରେ ଶାଢ଼ି ଲଗେଇ ଆତ୍ମହତ୍ୟା କରିଛନ୍ତି। ଘଟଣାସ୍ଥଳରେ ବେଲପଡ଼ା ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବେଲପଡ଼ା ହସ୍ପିଟାଲକୁ ପଠେଇଛି। ଏଣେ ଘଟଣାସ୍ଥଳରେ ବେଲପଡ଼ା ତହସିଲଦାର ବନବିହାରୀ ହରପାଲ ଓ ବିଡିଓ ରାଜେଶ କୁମାର ମେହେର ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ପରେ ଟ୍ରମ୍ପଙ୍କ ଟାର୍ଗେଟରେ ଏବେ ଏହି ଦେଶ: ନିଜେ କଲେ ଖୁଲାସା, ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ପରେ ତାଙ୍କର ପରବର୍ତ୍ତୀ ଟାର୍ଗେଟ ବିଷୟରେ ପ୍ରକାଶ କରିଛନ୍ତି। ସେ ଖୋଲାଖୋଲି ଭାବରେ ଇଙ୍ଗିତ କରିଛନ୍ତି ଯେ ତାଙ୍କର…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

ଯୁଦ୍ଧରେ ଏବେ ପର୍ଯ୍ୟନ୍ତ କେତେ ସେନାଙ୍କୁ ହରାଇଲାଣି ଆମେରିକା? ନିଜେ ଦେଲା ବଡ଼ ଅପଡେଟ

ଓ୍ବାଶିଂଟନ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ପ୍ରାୟ ତିନି ସପ୍ତାହ ଧରି ଚାଲିଛି। ଏହି ସମୟ ମଧ୍ୟରେ, ଇରାନ ସହିତ ସଂଘର୍ଷରେ ଆହତ ହୋଇଥିବା ଆମେରିକୀୟ ସୈନ୍ୟଙ୍କ…

ଖଣି ବିରୋଧରେ ଗର୍ଜିଲେ ଜନତା

ବଲାଙ୍ଗୀର/ଲୋଇସିଂହା, ୧୭ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ): କିଛିଦିନ ପୂର୍ବରୁ ବଲାଙ୍ଗୀର ଜିଲାର ଲୋଇସିଂହା ବ୍ଲକ ଅନ୍ତର୍ଗତ ବିଅରପାଲି, ବବ୍‌ଜା, ପାଟଣାଗଡ ବ୍ଳକର ସାଲେପାଲି, ଭରତବାହାଲ, ଲରମ୍ଭା ଏବଂ…

ରନ୍ଧନ ଗ୍ୟାସ ସଂକଟ: ଆହାର କେନ୍ଦ୍ରରେ ଛାତ୍ରୀଛାତ୍ରଙ୍କୁ ମିଳୁ ଅତିରିକ୍ତ ଖାଦ୍ୟ

ବରଗଡ଼,୧୭ା୩(ପ୍ରେମାନନ୍ଦ ଖମାରୀ): ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ରନ୍ଧନ ଗ୍ୟାସ ସଂକଟ ଦେଖାଦେଇଛି। ଏହା ସାଧାରଣ ଜୀବନ ଜୀବିକାକୁ ମଧ୍ୟ ପ୍ରଭାବିତ କରିଛି। ଏଥିରୁ ସ୍କୁଲ, କଲେଜ ଛାତ୍ରୀଛାତ୍ର…

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ: ପରୀକ୍ଷା ଦେଲେ ୨୫ହଜାର ୫୨୮ ଶିକ୍ଷାର୍ଥୀ

ବରଗଡ଼,୧୭।୩(ପ୍ରେମାନନ୍ଦ ଖମାରୀ): ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ (ଉଲ୍ଲାସ) ଅନ୍ତର୍ଗତ ମୌଳିକ ସାକ୍ଷରତା ଏବଂ ସଂଖ୍ୟା ଜ୍ଞାନ ଦ୍ୱିତୀୟ ମୂଲ୍ୟାଙ୍କନ ପରୀକ୍ଷା (ଏଫଏଲଏନଏଟି-୨) ରବିବାର ବରଗଡ଼ ଜିଲାର ବିଭିନ୍ନ…

ଯୁଦ୍ଧ ମଧ୍ୟରେ ପରମାଣୁ ଅସ୍ତ୍ରକୁ ନେଇ ବଡ଼ ଚେତାବନୀ ଦେଲେଣି ଟ୍ରମ୍ପ, କହିଲେ ଯଦି ଇରାନକୁ ପରମାଣୁ ଅସ୍ତ୍ର ମିଳେ ତେବେ….

ଓ୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦେଶ ବିରୁଦ୍ଧରେ ନିଆଯାଇଥିବା ସାମ୍ପ୍ରତିକ ସାମରିକ କାର୍ଯ୍ୟାନୁଷ୍ଠାନକୁ ରକ୍ଷା କରିଛନ୍ତି। ସେ ଚେତାବନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri