ଦୋଳିରୁ ଖସି ନାବାଳକ ଗୁରୁତର

କେନ୍ଦୁଝର,୧୫।୬:(ସ୍ବ.ପ୍ର.): କେନ୍ଦୁଝର ପୌରପାଳିକା ୨୧ନଂ ତଥା ବ୍ରାହ୍ମଣୀଗାଁରେ ଦୋଳିରୁ ପଡ଼ି ଜଣେ ନାବାଳକ ଆହତ ହୋଇଛନ୍ତି। ସେ ହେଲେ ସିବୁ ନାଏକ(୧୨)। ଗତକାଲି ସାରେ ଦୋଳିରେ ଖେଳୁଥିବା ସମୟରେ ଦୋଳିରୁ ଖସିପଡ଼ି ଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri