ମନ୍ଦିର ହୁଣ୍ଡି ଭାଙ୍ଗି ଲୁଟିନେଲେ

ବାଲେଶ୍ୱର ଅଫିସ,୨।୧- ବାଲେଶ୍ବର ବଳରାମ ଗଡ଼ି ସ୍ଥିତ ଗଙ୍ଗାମାତା ମନ୍ଦିର ହୁଣ୍ଡି ଭାଙ୍ଗି ଦୁର୍ବୃତ୍ତ ଟଙ୍କା ଲୁଟି ନେଇଛନ୍ତି। ଦାନବାକ୍ସରେ ପାଖାପାଖି ୨ ଲକ୍ଷ ଟଙ୍କା ଥିବା ସୂଚନା ମିଳିଛି। ଏନେଇ ଶନିବାର ମନ୍ଦିର ପୂଜକ ଥାନାରେ ଅଭିଯୋଗ କରିଛନ୍ତି। ଏହାପରେ ପୋଲିସ ତଦନ୍ତ ଆରମ୍ଭ କରିଛି । ଖବର ଲେଖାଯିବା ସୁଦ୍ଧା କୈାଣସି ଦୁବୃର୍ତ୍ତଙ୍କୁ ଠାବ କରାଯାଇ ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନୟାଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସୁଦାମ ମାରାଣ୍ଡି

ନୟାଗଡ଼ ଅଫିସ,୧୫ା୮: ନୟାଗଡସ୍ଥିତ ପୋଲିସ ଟ୍ରେନିଂ ସ୍କୁଲ(ପିଟିଏସ୍‌)ଠାରେ ୭୪ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ଶନିବାର ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ରାଜସ୍ବ ଓ ବିପର୍ଯ୍ୟୟ...

୨୧ରେ ବିଜେପୁର ଉପନିର୍ବାଚନ: ପୋଲିସ ବ୍ୟବସ୍ଥା ନେଇ ଡିଜିପିଙ୍କ ସମୀକ୍ଷା

ବରଗଡ଼ ଅଫିସ,୯।୧୦- ଆସନ୍ତା ୨୧ ତାରିଖରେ ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ। ଉପନିର୍ବାଚନକୁ ଶୃଙ୍ଖଳିତ, ଅବାଧ ଓ ନିରପେକ୍ଷଭାବେ ସମାପନ କରିବା ପାଇଁ ପୋଲିସ ପ୍ରଶାସନ...

ପରେଡ୍‌ରେ ଅଣଛାତ୍ର ଟ୍ରଫି ହାତେଇବା ଘଟଣା: ତଦନ୍ତ ଆଦେଶ ଦେଲେ ଜିଲାପାଳ

ବାଲେଶ୍ୱର ଅଫିସ,୩୦।୧- ବାଲେଶ୍ୱରରେ ଜିଲାସ୍ତରୀୟ ୭୧ତମ ସାଧାରଣତନ୍ତ୍ର ଦିବସ ଧୁମ୍‌ଧାମ୍‌ରେ ପାଳିତ ହୋଇଥିବାବେଳେ ପରେଡ଼ରେ କେତେକ ଅଣଛାତ୍ର ଟ୍ରଫି ନେବା ଘଟଣା ସମ୍ପର୍କରେ ଗଣମାଧ୍ୟମରେ ପ୍ରକାଶ...

ରଣପୁର ବାଳିକା ଉଚ୍ଚ ବିଦ୍ୟାଳୟ: ଭୁଶୁଡିଲା ୬୦ ଫୁଟ୍‌ର ତାଜା ଓ ଲିନ୍‌ଟେଲ; ପ୍ରାର୍ଥନା କ୍ଲାସ ଯୋଗୁ ବର୍ତ୍ତିଲେ ଛାତ୍ରୀ

ରଣପୁର,୮ା୯(ସ୍ବ.ପ୍ର.): ଶନିବାର ଭୋର ସମୟରେ ପ୍ରାର୍ଥନା ହେଉଥିବାବେଳେ ନୟାଗଡ଼ ଜିଲା ରଣପୁର ବାଳିକା ଉଚ୍ଚ ବିଦ୍ୟାଳୟ ଉପର ମହଲାରେ ନିର୍ମାଣାଧୀନ ଗୃହର ୬୦ ଫୁଟ୍‌ର ତାଜା...

ବେଆଇନ ଖଣି ଖନନ: ଜିଲାପାଳଙ୍କ କୋର୍ଟରେ ଶୁଣାଣି, ୩ ଖଣି ମାଲିକଙ୍କ ସମ୍ପତ୍ତି ବାଜ୍ୟାପ୍ତି ଲାଗି ନିର୍ଦ୍ଦେଶ

କେନ୍ଦୁଝର, ୧୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲାପାଳଙ୍କ କୋର୍ଟରେ ଶନିବାର ବେଆଇନ ଖଣି ଖନନ ନେଇ ଜରିମାନା ଦେଇ ନ ଥିବା ୩ ଖଣି ମାଲିକଙ୍କ ମାମଲାର ଚୂଡାନ୍ତ...

ଶ୍ରୀସେତୁ ପାଇଁ ଚାଲିଛି ଏସ୍‌ଆଇଏ ସର୍ଭେ

ପୁରୀ ଅଫିସ,୧୨।୧୨: ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟସ୍ଥଳୀ କରିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଶ୍ରୀକ୍ଷେତ୍ରକୁ ଦେଶର ଶ୍ରେଷ୍ଠ ପର୍ଯ୍ୟଟନସ୍ଥଳୀ ଭାବେ ଠିଆ କରିବାକୁ ଦୀର୍ଘମିଆଦୀ ରୋଡ୍‌...

ସାଇକେଲ ଚାଳକଙ୍କୁ ଧକ୍କା ଦେଇ ଗାଡ଼ି ଫେରାର

ଝାରସୁଗୁଡା ଅଫିସ୍‌,୨୩।୬: ଝାରସୁଗୁଡା ସଦର ଥାନା ଅଧୀନ ୪୯ ନମ୍ବର ଜାତୀୟ ରାଜପଥ ଏଚ୍‌ କଂଟାପାଲି ଛକରେ ଏକ ଗାଡି ଧକ୍କାରେ ଜଣେ ସାଇକେଲ ଚାଳକଙ୍କ...

କୋଭିଡ୍‌ ହସ୍ପିଟାଲରେ କଲେଜ ଅଧ୍ୟକ୍ଷଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚା

ଭଣ୍ଡାରିପୋଖରୀ,୨୨ା୭(ଡି.ଏନ.ଏ)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବାରିକପୁର ଜୁନିଅର କଲେଜ ଅଧ୍ୟକ୍ଷ ବିପିନ ବିହାରୀ ମହାପାତ୍ରଙ୍କର କୋଭିଡ୍‌ ହସ୍ପିଟାଲରେ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା...

Advertisement
Archives

Model This Week