ଘରେ ଶୋଇଥିବା ବେଳେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ଜଟଣୀ,୧୮ା୧୦(ଡି.ଏନ.ଏ): ଜଟଣୀ ଥାନା ଅଧୀନ ତରାବୋଇ ଗ୍ରାମ ନୂଆସାହିର ବଙ୍କିନା ତାଡ଼ ଦୁଇ ପିଲାଙ୍କୁ ଧରି ଶୋଇଥିବା ବେଳେ ରବିବାର ରାତିରେ କେହି ଦୁର୍ବୃତ୍ତ ତାଙ୍କୁ ବାହାରୁ କବାଟ ଦେଇ ନିଆଁ  ଲଗାଇଥିଲେ। ଏଥିରେ କବାଟର କିଛି ଅଁଶ ପୋଡ଼ିଯାଇଛି। ନିଆଁ ଲଗାଇ ତାଙ୍କ ପରିବାର ଲୋକଙ୍କୁ ମାରିଦେବାକୁ ଉଦ୍ୟମ କରାଯାଇଛି ବୋଲି ବଙ୍କିନା ସୋମବାର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ସୂଚନା ଅନୁଯାୟୀ, ବଙ୍କିନାଙ୍କ ସ୍ବାମୀ କୌଣସି କାର୍ଯ୍ୟରେ ବାହାରକୁ ଯାଇଥିବାବେଳେ ସେ ଛୋଟ ଦୁଇ ପିଲାଙ୍କୁ ଧରି ଘରେ ରହିଥିଲେ। ରାତି ପ୍ରାୟ ସାଢେ ୧ଟାରେ କେହି ଦୁର୍ବୃତ୍ତ ତାଙ୍କ ଘର କବାଟରେ ନିଆଁ ଲଗାଇଦେଇଥିଲେ। କବାଟ ଜଳୁଥିବା ଦେଖି ସ୍ଥାନୀୟ ଲୋକେ ଦେଖି ପାଣି ପକାଇ ଏହାକୁ ଲିଭାଇବା ସହ ଘରେ ଶୋଇଥିବା ବଙ୍କିନା ଓ ତାଙ୍କ ପିଲାଙ୍କୁ ବାହାରକୁ ଆଣିଥିଲେ। ପୂର୍ବ ବିବାଦକୁ ନେଇ କେହି ନିଆଁ ଲଗାଇଛି ପ୍ରାତମିକ ଅନୁସନ୍ଧାନରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ପାଇଁ ୩୦୦ କୋଟିର ପ୍ୟାକେଜ

ଭୁବନେଶ୍ୱର,୧୨। ୯(ବ୍ୟୁରୋ): ଚଳିତ ବନ୍ୟା ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଚାଷୀଙ୍କ ପାଇଁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦୦ କୋଟି ଟଙ୍କର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା...

କଂସ ବଧ ସହ ସରିଲା ବରଗଡ଼ ଧନୁଯାତ୍ରା

ମଥୁରାନଗରୀ,୧୧ା୧: ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଛି। ଉଦଯାପନୀ ଦିବସରେ କଂସବଧ ଦୃଶ୍ୟାଭିନୟ ମୁଖ୍ୟ ଆକର୍ଷଣ ଥିଲା। ଅନୁକୁଳ ପାଗ ଓ କଳାକାରଙ୍କ ନିଖୁଣ...

୨୯ ଯାଏ ଲକ୍‌ଡାଉନ୍‌: ସରକାରୀ କର୍ମଚାରୀଙ୍କ ପାଇଁ ପୁନଃ ଗାଇଡ୍‌ଲାଇନ୍‌; ଜାଣନ୍ତୁ କିଏ ଆସିବେ, କିଏ ଆସିବେନି ଅଫିସ

ଭୁବନେଶ୍ୱର,୨୨।୩(ବ୍ୟୁରୋ): ଦେଶରେ ଘାତକ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଓଡ଼ିଶାରେ ୨ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏପରିସ୍ଥଳେ ରାଜ୍ୟ ସରକାରଙ୍କ...

ମହାପ୍ରଭୁଙ୍କ ନିର୍ଦ୍ଦେଶ କ୍ରମେ ଦକ୍ଷିଣ ମୋଡ଼ ହେଲା ତିନିରଥ

ରଣପୁର,୧୦ା୭ (ସ୍ବ.ପ୍ର.): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରାର ମଙ୍ଗଳବାର ଷଷ୍ଠ ଦିବସରେ ରଣପୁର ବି.ସି. ହାଇସ୍କୁଲ ଛାତ୍ରମାନେ ରଥଖଳାରେ ଥିବା ତିନିରଥକୁ ଦକ୍ଷିଣ ମୋଡ଼ କରିଛନ୍ତି। ସକାଳ...

୨୫,୨୬ରେ ଝଡ଼ତୋଫାନ ସମ୍ଭାବନା

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ଥିବାରୁ ବର୍ଷା ଲାଗି ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହେଉଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ...

ବାବୁସାନ ଶ୍ରେଷ୍ଠ ଅଭିନେତା, ଭୂମିକା ଶ୍ରେଷ୍ଠ ଅଭିନେତ୍ରୀ

ପୁରୀ ଅଫିସ, ୯ା୨: ୱିନିଂ ଏବଂ ସ୍ପୋର୍ଟିଂ କ୍ଲବ ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଗୋଲ୍ଡେନ ବିିଚ୍‌ରେ ଦୁଇଦିନିଆ ୧୫ତମ ଓଡ଼ିଆ ଫିଲ୍ମ ଓ ଟିଭି ଆୱାର୍ଡ...

ସରପଞ୍ଚ, ସମିତିସଭ୍ୟ, ଜିଲା ପରିଷଦ ସଭ୍ୟଙ୍କ ପାରିତୋଷିକ ବୃଦ୍ଧି

ଭୁବନେଶ୍ୱର, ୧୧।୬(ବ୍ୟୁରୋ): କରୋନା ମହାମାରୀ ମଧ୍ୟରେ ରାଜ୍ୟ ସରକାର ସରପଞ୍ଚ, ସମିତି ସଭ୍ୟ ଓ ଜିଲା ପରିଷଦ ସଭ୍ୟଙ୍କ ମାସିକ ପାରିତୋଷିକ ବୃଦ୍ଧି କରିଛନ୍ତି। ଏହା...

ସାତ ଭଉଣୀଙ୍କ ବାସସ୍ଥାନ ସାତକୁଟୁଣିଆ

ଚମ୍ପୁଆ, ୮।୨(ଡି.ଏନ.ଏ)-ଐତିହାସିକ ଓ ଭୌଗୋଳିକ ଦୃଷ୍ଟି କୋଣରୁ ଗୁରୁତ୍ୱପୁର୍ଣ୍ଣ ହୋଇପାରିଛି ଧଳା ପଥରଖଣ୍ଡ ଟିକି ପାହାଡ ସାତକୁଟୁଣିଆ। ନିର୍ଦ୍ଦିଷ୍ଟ ଏକ ଚଟାଣରେ ସାତଟି କୁଟୁଣି ଏହି...

Advertisement
Archives

Model This Week