୧୫ରୁ ଖୋଲିବ ଏମ୍‌କେସିଜି ଓପିଡି

ବ୍ରହ୍ମପୁର ଅଫିସ ,୧୨ା୮- ଜନସାଧାରଣଙ୍କ ସୁବିଧା ପାଇଁ ଆସନ୍ତା ୧୫ରୁ ବ୍ରହ୍ମପୁର ବଡ ମେଡିକାଲ ସାଧାରଣ ଓପିଡି ସେବା ଆରମ୍ଭ ହେବ। ଏ ନେଇ ଗଞ୍ଜାମ ଜିଲାପାଳ ଟୁଇଟ୍‌ କରି ବୁଧବାର ସନ୍ଧ୍ୟାରେ ସୂଚନା ଦେଇଛନ୍ତି। ଡାକ୍ତରଖାନାକୁ ଆସିବା ସମୟରେ ରୋଗୀମାନେ ସାମାଜିକ ଦୂରତା ରକ୍ଷା କରିବା ସହିତ ମାସ୍କ ପିନ୍ଧିବାକୁ ଜିଲାପାଳ କହିଛନ୍ତି। ଏହି ନିଷ୍ପତ୍ତି କ୍ରମେ ସାଧାରଣ ରୋଗୀ ବିଶେଷଭାବେ ଉପକୃତ ହେବ ବୋଲି ଆଶା କରାଯାଉଛି।
ଜୁନ୍‌ରେ ବଡ ମେଡିକାଲର ଡାକ୍ତର, ନର୍ସ ଓ ସ୍ବାସ୍ଥ୍ୟକର୍ମୀ ବାରମ୍ବାର ପଜିଟିଭ ଚିହ୍ନଟ ହେବା ପରେ ଓପିଡି ବନ୍ଦ କରିବାକୁ ନିଷ୍ପତ୍ତି ହୋଇଥିଲା। ଜିଲା ପ୍ରଶାସନର ଅଧିକାରୀ ଓ ମେଡିକାଲ କର୍ତ୍ତୃପକ୍ଷଙ୍କ ମଧ୍ୟରେ ଆଲୋଚନା ପରେ ଜୁଲାଇ ୮ରୁ ଓପିଡି ବନ୍ଦ କରାଯାଇଥିଲା। ଏହାପରେ ସାଧାରଣ ରୋଗୀ ବହୁ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଓପିଡି ଖୋଲିବାକୁ ବିଭିନ୍ନ ମହଲରେ ଦାବି ପରେ କିଛିଦିନ ତଳେ ୨ଟି ଜନସ୍ବାର୍ଥ ମାମଲା ମଧ୍ୟ ହାଇକୋର୍ଟରେ ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri