ପୋଖରୀ ସଫେଇ କଲେ ବିଧାୟକ

ଛତ୍ରପୁର,୧୮ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି ୧୧ ନମ୍ବର ଓ୍ବାର୍ଡରେ ଥିବା ଲାଇନ ବନ୍ଧ (ପୋଖରୀ) ସଫେଇ ହୋଇଛି। ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ପୋଖରୀ ସଫେଇ କରୁଥିବା ଦେଖିବାକୁ ମିଳିଛି। ଏଥିରେ ଛତ୍ରପୁର ଏନ୍‌ଏସି ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, କାଉନସିଲର ସନ୍ତୋଷୀ ସେଠୀ ଓ ଦେବାଶିଷ ମିଶ୍ର, ଛତ୍ରପୁର ଉପଜିଲାପାଳ ନୀଳମାଧବ ଭୋଇ, ଏନ୍‌ଏସି ନିର୍ବାହୀ ଅଧିକାରୀ ଏନ୍‌. ଗଣେଶବାବୁ, ପ୍ରଦୋଷ କୁମାର ବେହେରା, କେ. ଚନ୍ଦ୍ରଶେଖର ରେଡ୍ଡୀ ପ୍ରମୁଖ ସାମିଲ ହୋଇଥିଲେ। ପ୍ରତି ସୋମବାର ଜିଲାର ସମସ୍ତ ସହରାଞ୍ଚଳରେ ଜଳ ସ୍ବଚ୍ଛତା ଦିବସ ପାଳିତ ହେଉଛି ଏବଂ ପୋଖରୀ ସଫେଇ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ହଜିଯାଇଥିବା ମନି ପର୍ସକୁ ଫେରାଇଲେ ଫରେଷ୍ଟ ଗାର୍ଡ

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପେଟ୍ରୋଲ ପମ୍ପଠାରେ ପେଟ୍ରୋଲ ପକାଇବାକୁ ଯାଉଥିବା ବେଳେ ସେଠାରୁ ଫରେଷ୍ଟ ଗାର୍ଡ ପ୍ରଶାନ୍ତ ନାୟକଙ୍କୁ ଏକ...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri