ବରଗଡ଼ରେ ଡାକ୍ତର ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼ ଅଫିସ,୨୫।୭: ବରଗଡ଼ ଜିଲାରେ କାର୍ଯ୍ୟରତ ୩ ଡାକ୍ତରଙ୍କୁ ଜିଲା ବାହାରକୁ ବଦଳି ଆଦେଶ ନେଇ ବୁଧବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଜିଲା ମୁଖ୍ୟ ଡାକ୍ତରଖାନା ସମେତ ଅନ୍ୟ ଡାକ୍ତରଖାନାରେ ଡାକ୍ତର ପଦବୀ ଖାଲି ପଡ଼ିଛି। ତାକୁ ପୂରଣ କରିବା ବଦଳରେ ଏଠାରେ କାର୍ଯ୍ୟରତ ଡାକ୍ତରଙ୍କୁ ଅନ୍ୟତ୍ର ବଦଳି ଘଟଣାକୁ ଜିଲାବାସୀ ସହଜରେ ଗ୍ରହଣ କରିପାରୁ ନାହାନ୍ତି। ଏହାକୁ ନେଇ ଆନ୍ଦୋଳନ ମୁଣ୍ଡ ଟେକିଥିବା ବେଳେ ଶନିବାର ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ଡାକ୍ତରଙ୍କ ବଦଳି ଆଦେଶକୁ ବାତିଲ କରିବା ସହିତ ସେ ପୂର୍ବରୁ ଦେଇଥିବା ଚିଠି ମୁତାବକ ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଧିକ ଡାକ୍ତର ଏବଂ ପାରା ମେଡିକାଲ କର୍ମଚାରୀ ନିଯୁକ୍ତି ଦେବାକୁ ବିଧାୟକ ଆଚାର୍ଯ୍ୟ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗରୋଧ କେନ୍ଦ୍ରରେ ପ୍ରେମୀଯୁଗଳଙ୍କ ବିବାହ

କୋକସରା,୨୨।୬(ଡି.ଏନ.ଏ)-କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ବାଞ୍ଜିବାହାଲ ଗାଁର ଯୁବକ ରାଜାରାମ ଠାକୁର (୨୫) ଓ ସେହି ଗାଁର ଜଣେ ଯୁବତୀ ଦୁତିଆ ହରିଜନ (୨୪) ସଙ୍ଗରୋଧ...

‘ମାନବିକତା ଉପରେ ଗଣମାଧ୍ୟମ ଗୁରୁତ୍ୱ ଦେଉ’

ଭୁବନେଶ୍ୱର,୧୪।୨(ବ୍ୟୁରୋ): ମାନବିକତା ଉପରେ ଗଣମାଧ୍ୟମ ଅଧିକ ଗୁରୁତ୍ୱ ଦେବା ଆବଶ୍ୟକ। ବାଧ୍ୟବାଧକତା କି ଚାପରେ ନୁହେଁ, ବରଂ ସବୁ ଖବରକୁ ସମାନ ଢଙ୍ଗରେ ଦେଖିବା ହିଁ...

ଜୁଲାଇ ମାସରେ ହୋଇଥାନ୍ତା ବାହାଘର: ରିପୋର୍ଟ ଆସିଲା ପଜିଟିଭ୍‌

ସିଂହପୁର,୨୫।୬-ବିଞ୍ଝାରପୁର ବ୍ଲକ ଜରୀ ପଞ୍ଚାୟତରେ ଗୁରୁବାର ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ଦିଲ୍ଲୀ ଫେରନ୍ତା ୩୨ ବର୍ଷିୟ...

CORONAVIRUS UPDATE: ରାଜ୍ୟରେ ପୁଣି ୧୩୮୫ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ପ୍ରକୋପ ଜାରି ରହିଛି। ଗୁରୁବାର ରାଜ୍ୟରେ ପୁଣି ୧୩୮୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ...

ଖାଦ୍ୟ ତାଲିକା ଜାରିକଲେ ଗଞ୍ଜାମ ଜିଲାପାଳ: କ୍ୱାରାଣ୍ଟାଇନ କେନ୍ଦ୍ରରେ ସପ୍ତାହରେ ୪ଦିନ ମିଳିବ ଆମିଷ, ଶିଶୁଙ୍କୁ ହର୍‌ଲିକ୍ସ, କ୍ଷୀର

ଛତ୍ରପୁର, ୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକର ୨ଟି କ୍ୱାରାଣ୍ଟାଇନ ସେଣ୍ଟରରେ କିଛି ଦିନ ତଳେ ଖାଦ୍ୟ ଅଭାବ ନେଇ ଗଣ୍ଡଗୋଳ କରି ସୁରଟ ଫେରନ୍ତାମାନେ...

ଜାତୀୟ ଷ୍ଟ୍ରିଟ୍‌ ଫୁଡ୍‌ ଫେଷ୍ଟିଭାଲରେ ବାବୁଲା ଦହିବରା ପୁରସ୍କୃତ

କଟକ ଅଫିସ,୧୮ା୧: ନୂଆଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ୧୧ତମ ଜାତୀୟ ଷ୍ଟ୍ରିଟ୍‌ ଫୁଡ୍‌ ଫେଷ୍ଟିଭାଲ ଅନୁଷ୍ଠିତ ହୋଇଯାଇଛି। ଏଥିରେ କଟକ ଦେଉଳସାହିର ପ୍ରଦୀପ୍ତ କୁମାର ସାହୁ...

CORONAVIRUS UPDATE: ରାଜ୍ୟରେ ୫୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା; ୩୦ ଜିଲାରୁ ୧୮୭୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ବୁଧବାର ୩୦ ଜିଲାରୁ ୧୮୭୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର...

ହାରିବା ପରେ ସଫଳତା

ଜୟପୁର, ୮।୩ (ଡି.ଏନ.ଏ ) ଜୀବନ ଯୁଦ୍ଧରେ ହାରି ଯାଇନାହାନ୍ତି ସେ ା ବରଂ ବାରମ୍ବାର ହାରି ବି ସାମ୍ନା କରିବା ଶିଖିଛନ୍ତି ଜୀବନ ଯୁଦ୍ଧକୁ...

Play 250+ Trending Games
Archives

Model This Week

Why Dharitri