ଅଂଶୁଘାତ ମୁକାବିଲାରେ ମୋବାଇଲ ଆପ୍‌ କରିବ ସଚେତନ

ଛତ୍ରପୁର,୨୮ା୨(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗ୍ରୀଷ୍ମର ପ୍ରକୋପ ଧୀରେ ଧୀରେ ବଢ଼ି ଚାଲିଥିବା ବେଳେ ଗ୍ରୀଷ୍ମ ପ୍ରବାହର ଉପଯୁକ୍ତ ମୁକାବିଲା ଓ ପରିଚାଳନା ନିମନ୍ତେ ଆଜି ଗଞ୍ଜାମ ଜିଲାରେ ଓଡ଼ିଶା ବିପର୍ଯୟ ପରିଚାଳନା କର୍ତ୍ତୃପକ୍ଷଙ୍କ ସହାୟତାରେ ଏକ ଜିଲାସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଦିବ୍ୟଜୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଜଳାଭାବ ଅଞ୍ଚଳ ଚିହ୍ନଟକରଣ କରି ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ସେହିପରି ଗ୍ରୀଷ୍ମପ୍ରବାହ ମୁକାବିଲା ସମ୍ପର୍କରେ ସୂଚନା ପ୍ରଦାନ ନିମନ୍ତେ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ କରାଯାଇଥିବା ସତର୍କ ମୋବାଇଲ ଆପ୍‌ ସମ୍ବଦ୍ଧରେ କିଭଳି ଅଧିକରୁ ଅଧିକ ଲୋକ ଜାଣିପାରିବେ ସେ ନେଇ ବୈଠକରେ ଆଲୋଚନା ହୋଇଥିଲା। ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମରେ ଏହା ଉପରେ ବ୍ୟାପକ ସଚେତନତା ସୃଷ୍ଟି କରିବାକୁ ଗୁରୁତ୍ୱ ଦିଆଯାଇଥିଲା ଗ୍ରୀଷ୍ମପ୍ରବାହ ଯୋଗୁ ମନୁଷ୍ୟ ଶରୀରରେ ବିଭିନ୍ନ ସ୍ବାସ୍ଥ୍ୟଗତ ସମସ୍ୟା ଦେଖା ଦେବା ସହିତ ଗୃହପାଳିତ ପଶୁ ଏବଂ ଚାଷବାସ ଉପରେ ମଧ୍ୟ ଏହାର କୁପ୍ରଭାବ ପଡ଼ିଥାଏ। ଅଂଶୁଘାତରେ ଜୀବନହାନି ମଧ୍ୟ ହୋଇଥାଏ, ତେଣୁ ଏହାର ସଠିକ ମୁକାବିଲା ଏବଂ ଅଂଶୁଘାତରୁ ରକ୍ଷା ପାଇବାର ଉପାୟ ସମ୍ପର୍କରେ ଆଜିର ଅଧିକାରୀମାନଙ୍କୁ ବିସ୍ତୃତ ଭାବେ ବୁଝାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri