Posted inଫୁରସତ

ମାଙ୍କଡ଼ କରୁଛନ୍ତି ଏପରି କାର୍ଯ୍ୟ : ଦେଖିଲେ ମନେପଡ଼ିବ ପିଲାଦିନ

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ଦେଖିଲେ ପିଲାବେଳ ମନେ ପଡ଼ିବ। ଗ୍ରୀଷ୍ମ ଦିନେ ଯେପରି ପିଲାମାନେ ଗଛର ଅଗକୁ ଯାଇ ଜଳାଶୟକୁ ଡେଇଁ ତାହାର ମଜା ନିଅନ୍ତି। ମାଙ୍କଡ ମାନେ ଠିକ୍‌ ସେହିପରି କରୁଛନ୍ତି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ରିଟୁଇଟ କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ଆସିଲେ ବଦଳିଯାଏ ଏହି ମନ୍ଦିର କୁଣ୍ଡପାଣିର ରଙ୍ଗ

ଦେଶରେ ଅନେକ ଦେବଦେବୀଙ୍କ ମନ୍ଦିର ରହିଛି। ପ୍ରତ୍ୟେକ ମନ୍ଦିରର କିଛି ନା କିଛି ବିଶେଷତ୍ୱ ରହିଛି। ସେହିପରି କଶ୍ମୀରର ଶ୍ରୀନଗର ତୁଲମୁଲାରେ ଏମିତି ଏକ ମନ୍ଦିର...

ପ୍ରେମିକାଙ୍କୁ ଭେଟିବା ପାଇଁ ନବବିବାହିତାଙ୍କ ବେଶରେ ପହଞ୍ଚିଲେ ପ୍ରେମିକ; ପରେ ଘଟିଲା କିଛି …

ନୂଆ ନୂଆ ପ୍ରେମରେ ପଡ଼ିଥିବା ବ୍ୟକ୍ତି ସାଥୀଙ୍କୁ ଭେଟିବାକୁ ଆତୁର ହୋଇପଡ଼ନ୍ତି। ହେଲେ ଅନେକ ସମୟରେ ଏହା ମହଙ୍ଗା ପଡ଼ିପାରେ। ଏଭଳି ଏକ ଘଟଣା ଘଟିଛି...

ବିବାହ ବାର୍ଷିକୀରେ ସ୍ତ୍ରୀଙ୍କ ପାଇଁ ଜହ୍ନରେ ଜାଗା କିଣିଲେ ଧର୍ମେନ୍ଦ୍ର

ସାଧାରଣତଃ ଯେଉଁମାନେ ପ୍ରେମରେ ପଡ଼ନ୍ତି ସେମାନେ ଅନେକ ସ୍ବପ୍ନ ଦେଖିଥାନ୍ତି। ଏପରିକି ପ୍ରେମିକଟିଏ ପ୍ରେମିକାଙ୍କ ପାଇଁ ଜହ୍ନରେ ଜାଗା କିଣିଦେବା କିମ୍ବା ତାରାଫୁଲରେ ଘର ସଜାଇବାକୁ...

ମଣ୍ଡପରେ ଏମିତି ଏଣ୍ଟ୍ରି କଲେ କନ୍ୟା: ଭିଡିଓ ଦେଖି ହେବେ ଆଶ୍ଚର୍ଯ୍ୟ

ଭାରତରେ ବିବାହ ରୁତୁ ଚାଲିଛି। ବିବାହର ବିଭିନ୍ନ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍‌ ହେଉଛି। ବିବାହ ଦିନ ଉଭୟ ବର ଏବଂ କନ୍ୟାଙ୍କ ପାଇଁ ସ୍ବତନ୍ତ୍ର,...

ପ୍ରଥମ ରୋଜଗାର ଟଙ୍କା ବୋଉ ହାତରେ ଦେଇଥିଲି: ପ୍ରକୃତିବନ୍ଧୁ ରାଜକିଶୋର ପାଣିଗ୍ରାହୀ

ରାଜ୍ୟପାଳ ପୁରସ୍କୃତ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରକୃତିବନ୍ଧୁ ରାଜକିଶୋର ପାଣିଗ୍ରାହୀ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି… ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅନ୍ତର୍ଗତ...

ଆକାଶରେ ଉଡ଼ୁଛି ସୁନେଲି କଇଁଛ!

କଇଁଛ ପରି ଦେଖାଯାଉଥିବା ଏକ ଛୋଟିଆ ପୋକ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହାକୁ ଦେଖିବା ପରେ ଲୋକମାନେ ଆଶ୍ଚର୍ଯ୍ୟ ମଧ୍ୟ ହୋଇଯାଉଛନ୍ତି।...

ହୋଲିକୁ କେମିତି କରିବେ ଖାସ୍‌

ରଙ୍ଗ ତଥା ଖୁସିର ପର୍ବ ହେଉଛି ହୋଲି। ଏହି ବିଶେଷ ଅବସରରେ ବାସ୍ତୁର କିଛି ଜରୁରୀ ଟିପ୍ସକୁ ଆପଣାଇ ହୋଲିର ଖୁସିକୁ ଦ୍ବିଗୁଣିତ କରିପାରିବେ… *ବାସ୍ତୁଶାସ୍ତ୍ର...

କାର୍‌ ସାମ୍ନାକୁ ଚାଲିଆସି ଥିଲା ବାଘ, ଆଉ ତା’ ପରେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

Advertisement
Archives

Model This Week