Posted inଫୁରସତ

ମାଙ୍କଡ଼ କରୁଛନ୍ତି ଏପରି କାର୍ଯ୍ୟ : ଦେଖିଲେ ମନେପଡ଼ିବ ପିଲାଦିନ

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ଦେଖିଲେ ପିଲାବେଳ ମନେ ପଡ଼ିବ। ଗ୍ରୀଷ୍ମ ଦିନେ ଯେପରି ପିଲାମାନେ ଗଛର ଅଗକୁ ଯାଇ ଜଳାଶୟକୁ ଡେଇଁ ତାହାର ମଜା ନିଅନ୍ତି। ମାଙ୍କଡ ମାନେ ଠିକ୍‌ ସେହିପରି କରୁଛନ୍ତି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ରିଟୁଇଟ କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେଲିବ୍ରିଟି ଦନ୍ତା

କଲମ୍ବୋ: କିଛିଦିନ ତଳେ ଜାତୀୟ ତଥା ଅନ୍ତର୍ଜାତୀୟ ଗଣମାଧ୍ୟମର ଶିରୋନାମା ପାଲଟିଥିଲା ‘ଟିକାରି’। କୁପୋଷଣର ଶିକାର ହୋଇଥିବା ହାତୀର କଙ୍କାଳସାର ଶରୀର ଭାଇରାଲ ହୋଇଥିଲା ସୋସିଆଲ...

ଏପରି କିଛି ବିପଦସଙ୍କୁଳ ହ୍ରଦ: ଯେଉଁଠିକୁ ଯିବା ମୃତ୍ୟୁକୁ ଆଲିଙ୍ଗନ କରିବା ସହ ସମାନ

ଦୁନିଆରେ ଏପରି କିଛି ସ୍ଥାନ ରହିଛି, ଯେଉଁ ସ୍ଥାନକୁ ଯିବା ବ୍ୟକ୍ତିଙ୍କ ପାଇଁ ବିପଦ ହୋଇଥାଏ। କେଉଁଠି ପାହାଡ଼ ତ କେଉଁଠି ଜଙ୍ଗଲ ବିପଦସଙ୍କୁଳ ସ୍ଥାନ...

ଲଭ୍‌ ଟ୍ରେନ୍‌: ରହିଛି ଦୁଇ ଦିନ, ଗୋଟିଏ ରାତି ଯାତ୍ରା କରିବା ସୁବିଧା

ଚାଇନାରେ ଏବେ ୨୦୦ ମିଲିୟନ ଅବିବାହିତ ବ୍ୟକ୍ତି ଅଛନ୍ତି। କାରଣ ଏଠାରେ ଲିଙ୍ଗଗତ ବ୍ୟବଧାନ ଅଧିକ। ଏହି ଏକାକୀ ଜୀବନକୁ ନେଇ ଅନେକେ ଦୁଃଖିତ ମଧ୍ୟ।...

ମୂଷା ଖାଇଗଲେ ୫୮୧ କିଲୋଗ୍ରାମ୍‌ ଗଞ୍ଜେଇ…

ମଥୁରା,୨୪।୧୧ : ଉତ୍ତରପ୍ରଦେଶରେ ମଥୁରା ପୋଲିସର ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ସାମ୍ନାକୁ ଆସିଛି। ଏପରିକି ପୋଲିସର ଏହି ରିପୋର୍ଟକୁ ବିଶ୍ୱାସ କରିବା କଷ୍ଟକର ହୋଇପଡିଛି। ପୋଲିସ...

ଆପଣଙ୍କ ହ୍ବାଟ୍ସଆପ୍‌ ମେସେଜ୍‌ କେହି ଲୁଚି କି ପଢୁଛନ୍ତି କି, ଏମିତି ଲଗାନ୍ତୁ ପତ୍ତା

ଆପଣଙ୍କ ହ୍ବାଟ୍ସଆପରୁ କେହି ମେସେଜ କେହି ଲୁଚି ଲୁଚି ପଢୁଛନ୍ତି କି? ତେବେ ଏମିତି କିଛି ଉପାୟ ଆପଣାନ୍ତୁ ସହଜରେ ଜାଣି ପାରିବେ କିଏ ଆପଣଙ୍କ...

ଭାଲେଣ୍ଟାଇନ୍‌ @ ୭୪

ପ୍ରେମୀଯୁଗଳଙ୍କ ପାଇଁ ଉଦାହରଣ ପାଲଟିଛନ୍ତି କଟକର ବାଳକୃଷ୍ଣ ମାଝୀ ଓ ଆଲୋଚନା ଦେବୀ। ବିବାହର ୭୪ ବର୍ଷ ପରେ ମଧ୍ୟ ଉଭୟଙ୍କ ପରସ୍ପର ପ୍ରତି ଭଲପାଇବା...

ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରି ପ୍ରେମିକାଙ୍କ ପାଇଁ ତିଆରି କଲେ ଲଭ୍‌ ଆଇଲାଣ୍ଡ, ହେଲେ ସେ…

ଚାଇନାର ଜଣେ ଯୁବକ ତାଙ୍କ ଏକ୍ସ ଗର୍ଲଫ୍ରେଣ୍ଡ ବା ପ୍ରେମିକାଙ୍କ ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରି ଏକ ଲଭ୍‌ ଆଇଲାଣ୍ଡ ତିଆରି କରିଥିଲେ। ମାତ୍ର...

ଭାରରେ ବୁହା ହୋଇ ହସ୍ପିଟାଲ ଯାଉଥିଲେ ରୋଗୀ, ଅଧା ରାସ୍ତାରେ ଗଲା ଜୀବନ

ଶିମଲା,୨୧।୮: ସ୍ବାଧୀନତାର ଏତେ ବର୍ଷ ପରେ ବି ଏଭଳି ଅଞ୍ଚଳ ଓ ଗାଁ ରହିଛି ଯେଉଁଠି ଲୋକମାନେ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ରହିଛନ୍ତି। ଆଜି...

Advertisement
Archives

Model This Week