Posted inଫୁରସତ

ଟାଙ୍କି ଭିତରେ ପଶି ମାଙ୍କଡ଼ କରୁଛି ଏପରି, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ବିଲେଇ ଛୁଆକୁ ଦେଖିବାକୁ ମିଳୁଛି। ବିଲେଇ ଛୁଆଟି ଏକ ଟାଙ୍କିରେ ପଡ଼ି ଯାଇଥିବା ବେଳେ ମାଙ୍କଡ଼ ତାକୁ ଉଦ୍ଧାର କରିବାକୁ ଚେଷ୍ଟା କରୁଛି। ପରେ ବହୁ ଚେଷ୍ଟା କରିବାରୁ ଏକ କୁନି ଝିଅ ଆସି ଦେଖି ବିଲେଇଟିକୁ ଉଦ୍ଧାର କରୁଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହୋଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri