ଖବରକାଗଜ ବିତରକଙ୍କ ଉପରକୁ ଡେଇଁଲା ମାଙ୍କଡ଼: ଆଉ ତା’ପରେ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ସଦରମହାକୁମା ଛତ୍ରପୁରରେ ମାଙ୍କଡ଼ ମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଜଣେ ଖବରକାଗଜ ବିତରକ ଏହାର ଏହାର ଶିକାର ହୋଇଛନ୍ତି। ସ୍ଥାନୀୟ ବଡ଼ ଷ୍ଟେଶନ ନିକଟ ରାସ୍ତାରେ କେ. ପୁରୁଷୋତ୍ତମ ପାତ୍ର ନାମକ ଜଣେ ଖବର କାଗଜ ବିତରକ ଖବରକାଗଜ ନିମନ୍ତେ ଯାଉଥିବାବେଳେ ହଠାତ ଏକ ମାଙ୍କଡ ତାଙ୍କ ଉପରେ ଡେଇଁ ଆକ୍ରମଣ କରିଥିଲେ। ଫଳରେ ସେ ଆହତ ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଛତ୍ରପୁର ମେଡିକାଲରେ ଭର୍ତି କରାଯାଇଥିଲା। ପରବର୍ତ୍ତୀ ସମୟରେ ଘରକୁ ଫେରିଥିଲେ। ସେ ଗରିବ ଶ୍ରେଣୀର ହୋଇଥିବାରୁ ତାଙ୍କୁ ସହାୟତା ପ୍ରଦାନ ନିମନ୍ତେ ଛତ୍ରପୁର ଖବର କାଗଜ ବିତରକ ସଂଘ ପକ୍ଷରୁ ଅନୁରୋଧ କରାଯାଇଛି।
ସୂଚନାଯୋଗ୍ୟ, ମାଙ୍କଡ଼ମାନଙ୍କ ଉପଦ୍ରବ ଯୋଗୁ ପୂର୍ବରୁ ବହୁ ଲୋକ ଆହତ ହେବା ସହିତ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏନେଇ ବହୁ ସଂଗଠନ ପକ୍ଷରୁ ବିଭିନ୍ନ ଅଧିକାରୀମାନଙ୍କୁ ଭେଟି ସମସ୍ୟା ସମ୍ପର୍କରେ କୁହାଯାଇଥିଲେ ମଧ୍ୟ କୋଣସି କାର୍ଯ୍ୟକାରୀ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri