Categories: ଫୁରସତ

ଗୋଡ଼ ଉପରକୁ ଟେକି ଦୌଡ଼ିଲା ମାଙ୍କଡ଼, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଏକ ମାଙ୍କଡ଼କୁ ଦେଖିବାକୁ ମିଳୁଛି। ମାଙ୍କଡ଼ଟି ଦୁଇ ଗୋଡ଼କୁ ଉପରକୁ କରି। ଲାଞ୍ଜ ତଳକୁ କରି ଦୌଡ଼ୁଛି। ଭିଡ଼ିଓଟିକୁ ଦେଖିଲେ ଯେ କେହିବି ହସିକି ରହି ପାରିବ ନାହିଁ। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 

Share