Posted inଫୁରସତ

ଗାତରେ ପଡ଼ିଯାଇ ବିକଳରେ ଚାହିଁଥିଲା ମାଙ୍କଡ: ପାଖରେ ପହଞ୍ଚିଲା କୁକୁର.. ଆଉ ତାପରେ ଘଟିଲା ଏମିତି

କୁହାଯାଏ ‘କୁକୁର ମାଙ୍କଡ଼ ଅହନ୍ତା’। ଏହି ଦୁଇଜଣଙ୍କ ପରସ୍ପର ପ୍ରତି ଅଧିକ ରାଗଥାଏ। ଉଭୟ ପରସ୍ପରକୁ ଦେଖିଲେ କାମୁଡ଼ି ଗୋଡ଼ାନ୍ତି। ମାତ୍ର ଏହି କଥାକୁ ଭୁଲ୍‌ ପ୍ରମାଣିତ କରିଦେଇଛି ଏକ ଭିଡିଓ। ସାଧାରଣତଃ ପଶୁପକ୍ଷୀଙ୍କୁ ନେଇ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହୋଇଥାଏ। ବର୍ତ୍ତମାନ କୁକୁର ଓ ମାଙ୍କଡର ଏହି ଭିଡିଓ ଭାଇରାଲ ହେଉଛି। ଭିଡିଓରେ କଙ୍କ୍ରିଟ୍‌ ପାଚେରି ଭିତରେ ସୃଷ୍ଟି ହୋଇଥିବା ଗାତରେ ମାଙ୍କଡ ଛୁଆଟି ପଶି ଯାଇଛି। ବାହାରିବାକୁ ବହୁତ ଚେଷ୍ଟା କରୁଥିଲେ ସୁଦ୍ଧା ସେ ପାରୁନି। ଶେଷରେ ଏକ କୁକୁର ପହଞ୍ଚି ମାଙ୍କଡକୁ ଗାତରୁ ବାହାରିବାକୁ ଉଦ୍ୟମ କରୁଛି। ପରେ ମାଙ୍କଡକୁ କାମୁଡିକି ବାହାର କରୁଛି। ମାଙ୍କଡ ଗଛକୁ ଯିବା ପରେ ପରସ୍ପର ଉଭୟକୁ ଚାହୁଁଛନ୍ତି। ଏହି ଭିଡିଓକୁ ଭାରତୀୟ ବନ ସେବା ଅଧିକାରୀ ସୁଶାନ୍ତ ନନ୍ଦା ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। କ୍ୟାପଶନରେ ସେ ଲେଖିଛନ୍ତି, ‘ଫ୍ରେଣ୍ଡର୍ସ ଲଭ୍‌’। ଏହି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।

https://twitter.com/susantananda3/status/1292748615899783171


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri