Posted inଫୁରସତ

କାଚ କାନ୍ଥକୁ ଫଟାଇବାକୁ ଚାହୁଁଥିଲା ମାଙ୍କଡ: ତା ସହ ଘଟିଲା କିଛି ଏମିତି

ବର୍ତ୍ତମାନ ମାଙ୍କଡ ଛୁଆର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓରେ ଏକ ମାଙ୍କଡ ଛୁଆ କାଚ କାନ୍ଥକୁ ଫଟାଇବାକୁ ଚେଷ୍ଟା କରୁଛି। ପ୍ରଥମେ ସେ ଏକ ପଥରକୁ କାନ୍ଥରେ ପିଟୁଛି ମାତ୍ର କିଛି ଲାଭ ହେଉ ନାହିଁ। ଦ୍ୱିତୀୟ ଥର ପିଟିବା ବେଳେ କାଚ ସ୍କାର୍ଚ୍ଚ ହୋଇଯାଉଛି। ପରେ ମାଙ୍କଡ଼ ଏହା ଦେଖି ଡରିଯାଇ ଦୌଡ଼ି ପଳାଉଛି। ଏହାକୁ ଭାରତୀୟ ବନ ସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ସେ ଲେଖିଛନ୍ତି, ‘ପଞ୍ଜୁରୀରୁ ବାହାରିଥିବା ମୁକ୍ତ ପଶୁ, ପକ୍ଷୀ’। ଯାହାକି ଅଧିକ ଭାଇରାଲ ହେବାରେ ଲାଗିଛି।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri