ଏହି ସବୁ ଜିଲାକୁ ଛୁଇଁଲା ମୌସୁମୀ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଆଜି ଓଡ଼ିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲାକୁ ମୋସୁମୀ ବାୟୁ ସମ୍ପୂର୍ଣ ଭାବେ ଅଗ୍ରସର ହୋଇଥିବା ବେଳେ ନୂଆପଡା,କଳାହାଣ୍ଡି ଏବଂ ରାୟଗଡା ଜିଲାକୁ ଆଂଶିକ ଭାବେ ଅଗ୍ରସର ହୋଇଛି। ଏ ନେଇ ଭାରତୀୟ ପାଣିପାଗ କେନ୍ଦ୍ର (ଆଇଏମ୍‌ଡି)ର ବରିଷ୍ଠ ବୈଜ୍ଞାନିକ ରାଜେନ୍ଦ୍ର ଜେନାମଣି ସୂଚନା ଦେଇଛନ୍ତି।
ସୂଚନାନୁସାରେ, ମାଲକାନଗିରି ଜିଲାରେ ୨୪ରୁ ୨୮ ମିଲିମିଟର, କୋରାପୁଟରେ ୪୬.୬ ମିଲିମିଟର, ନବରଙ୍ଗପୁରରେ ୪୬.୦ ମିଲିମିଟର, ନୂଆପଡ଼ାରେ ୩୯ ମିଲିମିଟର ଓ ରାୟଗଡ଼ାରେ ୩୦ରୁ ୪୦ ମିଲିମିଟର ବର୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri