ଶେଷ ହେଲା ମୌସୁମୀ ଅଧିବେଶନ

ଭୁବନେଶ୍ୱର, ୧୦ା୯ (ବ୍ୟୁରୋ): ଷୋଡ଼ଶ ବିଧାନସଭାର ସପ୍ତମ ଅଧିବେଶନ ଗୁରୁବାର ଶେଷ ହୋଇଛି। ଏହି ଅଧିବେଶନ ସେପ୍ଟେମ୍ବର ୧ ତାରିଖରୁ ଆରମ୍ଭ ହୋଇଥିଲା। ଏଥିରେ ମୋଟ୍‌ ୮ଟି କାର୍ଯ୍ୟ ଦିବସ ମଧ୍ୟରୁ ୭ଟି ସରକାରୀ ଓ ଗୋଟିଏ ବେସରକାରୀ ଦିବସ ରହିଥିଲା। ଏହି ସ୍ବଳ୍ପକାଳୀନ ଅଧିବେଶନରେ ୧୩ଟି ବିଲ୍‌ ପାରିତ ହୋଇଥିବାବେଳେ ୩ଟି ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା। ଏଥିସହିତ ୧୦ଟି ବାର୍ଷିକ ରିପୋର୍ଟ, ୩ଟି କମିଟି ରିପୋର୍ଟ, ଗୋଟିଏ ଅଧ୍ୟାଦେଶ, ୪ଟି ସିଏଜି ରିପୋର୍ଟ, ୨ଟି ସରକାରୀ ସଂକଳ୍ପ ଉପରେ ଆଲୋଚନା ହୋଇଥିଲା। ଏହି ଅଧିବେଶନ ସ୍ବଳ୍ପ ସମୟ ଧରି ଚାଲିଥିଲେ ମଧ୍ୟ ବେଶ୍‌ ସରଗରମ ରହିଥିଲା। ବିରୋଧୀ ସଦସ୍ୟମାନେ ମରୁଡ଼ି, ଖଣି ଦୁର୍ନୀତି, ଷ୍ଟାଫ୍‌ ସିଲେକ୍ସନ କମିଶନରେ ଦୁର୍ନୀତି, ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ସରକାରଙ୍କୁ ଅଡ଼ୁଆରେ ପକାଇଥିଲେ। ଏହି ଅଧିବେଶନରେ ୧୩ଟି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଗୃହରେ ଅନୁମୋଦନ ଲାଭ କରିଛି। ବିରୋଧୀଙ୍କ ଅନୁପସ୍ଥିତିରେ ବିଲ୍‌ଗୁଡ଼ିକୁ ସରକାର ଏକପାଖିଆ ପାରିତ କରିନେଇଛନ୍ତି। ତେବେ ପୌର ବିଧି (ସଂଶୋଧନ) ବିଲ୍‌-୨୦୨୧ ଏବଂ ପଞ୍ଚାୟତ ବିଧି (ସଂଶୋଧନ) ବିଲ୍‌-୨୦୨୧ ପାରିତ କରି ସରକାର ପୌର ଓ ପଞ୍ଚାୟତ ନିର୍ବାଚନ ଲାଗି ଥିବା ସଂରକ୍ଷଣ ଦ୍ୱନ୍ଦ୍ୱକୁ ଦୂର କରିଛନ୍ତି। ଉକ୍ତ ଦୁଇଟି ବିଲ୍‌ ବିଧାନସଭାର ଅନୁମୋଦନ ଲାଭ କରିବା ଦ୍ୱାରା ସ୍ଥାନ ସଂରକ୍ଷଣ ସୀମା ୫୦ ପ୍ରତିଶତରେ ସୀମିତ ରହିଛି। ଫଳରେ ଦୀର୍ଘ ୩ ବର୍ଷ ଧରି ବନ୍ଦ ରହିଥିବା ପୌର ନିର୍ବାଚନ ସକାଶେ ପଥ ପରିଷ୍କାର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri