ଶନିବାରଠାରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ୱର,୧।୭(ବ୍ୟୁରୋ): ଶନିବାରଠାରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହା ଅଗଷ୍ଟ ୪ ଯାଏ ଚାଲିବ। ତେବେ ୨୪ ଦିନିଆ ଏହି ଅଧିବେଶରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଗୃହରେ ଉଠିବା ସହ ଚଳିତ ବର୍ଷର ବଜେଟ୍‌ ଉପସ୍ଥାପନ ହୋଇପାରେ। ସେହିଭଳି କୋଭିଡ୍‌ କଟକଣା ମଧ୍ୟରେ ଗୃହ ଚାଲିବ। ଏପରିକି ଅଧିବେଶନରେ ଦିନକୁ ୬ ଘଣ୍ଟା ଲେଖାଏ ବିଧାନସଭା କାର୍ଯ୍ୟ ଚାଲିବା ନେଇ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri