ଭୁବନେଶ୍ୱର,୧୦।୬(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ଜୁଲାଇ ୨ରୁ ଆରମ୍ଭ ହେବ। ଏଥର ୨୪ ଦିନ ଧରି ଚାଲିବ ମୌସୁମୀ ଅଧିବେଶନ। ଜୁଲାଇ ୨ରୁ ଆରମ୍ଭ ହୋଇ ଅଗଷ୍ଟ ୪ ଯାଏ ଚାଲିବ। ଅଧିବେଶନ କାଳରେ ଗୃହରେ ପୂର୍ଣ୍ଣାଙ୍ଗ ବଜେଟ୍ କରିବେ ଅର୍ଥମନ୍ତ୍ରୀ। ଜୁଲାଇ ୩୦ରେ ଗୃହରେ ବ୍ୟୟ ମଞ୍ଜୁରୀ ବିଲ ଆଗତ ହେବ ।
ଭୁବନେଶ୍ୱର,୧୦।୬(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ଜୁଲାଇ ୨ରୁ ଆରମ୍ଭ ହେବ। ଏଥର ୨୪ ଦିନ ଧରି ଚାଲିବ ମୌସୁମୀ ଅଧିବେଶନ। ଜୁଲାଇ ୨ରୁ ଆରମ୍ଭ ହୋଇ ଅଗଷ୍ଟ ୪ ଯାଏ ଚାଲିବ। ଅଧିବେଶନ କାଳରେ ଗୃହରେ ପୂର୍ଣ୍ଣାଙ୍ଗ ବଜେଟ୍ କରିବେ ଅର୍ଥମନ୍ତ୍ରୀ। ଜୁଲାଇ ୩୦ରେ ଗୃହରେ ବ୍ୟୟ ମଞ୍ଜୁରୀ ବିଲ ଆଗତ ହେବ ।
ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…
ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…
ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…
ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…
ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…
ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …
ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…
ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…