ମୁଡ୍‌ ରହିବ ଠିକ୍‌…

କରୋନା କଟକଣାରେ ମହିଳାମାନେ ଘରେ ରହି ବିଭିନ୍ନ ପ୍ରକାରର
କାମର ଚାପରେ ଚିନ୍ତିତ ହୋଇ ପଡୁଛନ୍ତି। ଫଳରେ ଧୀରେ ଧୀରେ ଅନେକଙ୍କ ଶରୀର ମଧ୍ୟ ଅସୁସ୍ଥ ହେଉଛି। ହେଲେ ଏ ପରିସ୍ଥିତିରେ କିଛି ଖାଦ୍ୟ
ଷ୍ଟ୍ରେସ୍‌ ଦୂର କରିବାରେ ସାହାଯ୍ୟ କରିବ…
ଫଳ: କମଳା, ମୈସମ୍ବି ଭଳି କେତେକ ଫଳରେ ଭିଟାମିନ୍‌-ସି ଓ ଆଣ୍ଟି ଅକ୍ସିଡାଣ୍ଟ ରହିଥାଏ। ତେଣୁ ଏହି ପ୍ରକାରର ଖାଦ୍ୟ ଷ୍ଟ୍ରେସ୍‌ ଦୂର କରିବାରେ ସକ୍ଷମ ହୋଇଥାଏ।
ଡାର୍କ ଚକୋଲେଟ୍‌: ମୁଡ୍‌ ଠିକ୍‌ କରିବା ପାଇଁ ଚକୋଲେଟ୍‌ ଏକ ଭଲ ବିକଳ୍ପ। ଚକୋଲେଟ୍‌ ଖାଇବା ଫଳରେ ଶରୀରରେ ଏକ ପ୍ରକାରର ଉପାଦାନ ବୃଦ୍ଧି ପାଇଥାଏ, ଯାହା ଷ୍ଟ୍ରେସ୍‌ ଦୂର କରିବାରେ ସାହାଯ୍ୟ କରିଥାଏ।
କଦଳୀ: କଦଳୀରେ ମହଜୁଦ ଥିବା ପୋଟାସିୟମ ବ୍ଲଡ ପ୍ରେସର କମ୍‌ କରିବାରେ ସାହାଯ୍ୟ କରେ। ଏଥିରେ ପ୍ରାକୃତିକ ଶର୍କରା ଥିବାରୁ ଫୁର୍ତ୍ତି ଲାଗିଥାଏ।
ପିସ୍ତା: ପିସ୍ତାରେ ଜିଙ୍କ୍‌ ଏବଂ ମ୍ୟାଗ୍ନେସିୟମ୍‌ ରହିଛି। ତେଣୁ ଏହାକୁ ଖାଇବା ଦ୍ୱାରା ସ୍ନାୟୁ  ଠିକ୍‌ ରହିଥାଏ। ତେଣୁ ଚିନ୍ତିତ ଥିବା ସମୟରେ ପିସ୍ତା ଖାଇଲେ ରିଲାକ୍ସ ଲାଗିଥାଏ।
ଦହି: ରିସର୍ଚ୍ଚରୁ ଜଣାପଡ଼ିଛି, ପେଟରେ ଥିବା ବ୍ୟାକ୍ଟେରିଆ କାରଣରୁ ଷ୍ଟ୍ରେସ୍‌ ବଢ଼ିଥାଏ। ଦହି ଖାଇଲେ ସେସବୁ ବ୍ୟାକ୍ଟେରିଆ ନଷ୍ଟ ହୋଇଥାଏ। ତା’ଛଡା ଦହିରେ ପାଚନ ଶକ୍ତି ଅଧିକ ଥିବାରୁ ମସ୍ତିସ୍କରେ ଭଲ ପ୍ରଭାବ ପଡ଼ିଥାଏ ଓ ଷ୍ଟ୍ରେସରୁ ମୁକ୍ତି ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri