ଶ୍ରୀଦୁର୍ଗାରୁ ‘ଯେତେ କିଣିବେ ସେତେ ଜିତିବେ’

ଭୁବନେଶ୍ୱର,୨୦।୯: ରାଜ୍ୟର ସର୍ବବୃହତ୍‌ ଶାଢ଼ି ଏବଂ ଗାର୍ମେଣ୍ଟ୍‌ସ ଷ୍ଟୋର ‘ଶ୍ରୀଦୁର୍ଗା’ରୁ ଚଳିତ ବର୍ଷ ପାର୍ବଣ ଉପଲକ୍ଷେ ଏକ ଅଭିନବ ଅଫର‘ଯେତେ କିଣିବେ ସେତେ ଜିତିବେ’ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଉକ୍ତ ଫାମିଲି ଷ୍ଟୋରରୁ ଗ୍ରାହକ ଯେତେ ସାମଗ୍ରୀ କ୍ରୟ କରିବେ ସେତେ ପରିମାଣର ପୁରସ୍କାର ମଧ୍ୟ ପାଇବାର ସୁଯୋଗ ରହିଛି। ଚଳିତ ପୂଜାରେ ଗ୍ରାହକମାନଙ୍କୁ ଅଧିକ ଆକର୍ଷଣ କରିବା ଲକ୍ଷ୍ୟରେ ଷ୍ଟୋରରେ ସମସ୍ତ ପ୍ରକାର ମନୋଲୋଭା ଶାଢ଼ି, ବ୍ରାଣ୍ଡେଡ ପୋଷାକ, ମହିଳା ଓ ପୁରୁଷଙ୍କ ନିମନ୍ତେ ଡିଜାଇନର ପରିଧାନ ଉପଲବ୍ଧ ରହିଛି। ସେହିଭଳି ଲକି ଡ୍ର ମାଧ୍ୟମରେ ବିଭିନ୍ନ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ଜିତିବାର ଏକ ଅଭୂତପୂର୍ବ ସୁଯୋଗ ମଧ୍ୟ ରହିଛି। ଏହି ଅଫର୍‌ ଜରିଆରେ ପ୍ରତ୍ୟେକ ୯୯୯ ଟଙ୍କାର କ୍ରୟ ଉପରେ ଲକି ଡ୍ର’ କୁପନ ରହିଛି। ଏପରିକି ସାପ୍ତାହିକ ଲକି ଡ୍ର’ ଏବଂ ମେଗା ଲକି ଡ୍ର’ରେ ଗ୍ରାହକଙ୍କ ପାଇଁ ସୁଜୁକି ଆକ୍ସେସ୍‌, ବ୍ରାଣ୍ଡେଡ୍‌ ରେଫ୍ରିଜରେଟର, ୱାଶିଂ ମେଶିିନ, ଇଣ୍ଡକ୍ସନ ଚୁଲା, ୱେଟ୍‌ ଗ୍ରାଇଣ୍ଡର୍‌ ଭଳି ପୁରସ୍କାର ରହିଛି। ଏତଦ୍‌ବ୍ୟତୀତ ଷ୍ଟୋରରେ ଆହୁରି ଅନେକ ଆକର୍ଷଣୀୟ ଅଫର ୩,୪୯୯ ଟଙ୍କାର କ୍ରୟ ଉପରେ ଅଧିକ ୪୯ଟଙ୍କା ଦେଲେ ଗ୍ରାହକ ପାଇବେ ୪୨୨ଟଙ୍କାର ହଟ୍‌ପଟ୍‌ । ସେହିଭଳି ୮,୯୯୯ ଟଙ୍କାର କ୍ରୟ ଉପରେ ଅଧିକ ୯୯ ଟଙ୍କା ଦେଲେ ୧୨୯୯ ଟଙ୍କାର କିଙ୍ଗ୍‌ ସାଇଜ୍‌ ବେଡ୍‌ସିଟ୍‌, ୧୩,୯୯୯ ଟଙ୍କାର କ୍ରୟ ଉପରେ ୯୯ ଟଙ୍କା ଦେଲେ ୧୪୭୫ ଟଙ୍କାର ମବ୍‌ (ଘରପୋଛା), ୨୧,୯୯୯ ଟଙ୍କାର କ୍ରୟ ଉପରେ ୯୯ଟଙ୍କା ଦେଲେ ୩୪୯୫ ଟଙ୍କାର ମିକ୍ସର ଗ୍ରାଇଣ୍ଡରର ଅଫର୍‌ ରହିଛି । ଏହି ଅଫର୍‌ ଅକ୍ଟୋବର ୧୦ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରସ୍ଥିତ ଅଶୋକନଗର ଏବଂ ପାତ୍ରପଡ଼ା ସମେତ ବ୍ରହ୍ମପୁର ବିଗ୍‌ବଜାର ଷ୍ଟୋରରୁମରେ ମଧ୍ୟ ଉପଲବ୍ଧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri