ଦେଶର ସବୁଠାରୁ ମହଙ୍ଗା ଗୀତିକାର, ଗୋଟିଏ ଗୀତ ଲେଖିବାକୁ ନେଉଛନ୍ତି ୨୦ ଲକ୍ଷ ଟଙ୍କା!

ମୁମ୍ବାଇ: ସେହି ଦିନ ସବୁ ଅତିତ ହେଲାଣି ଯେଉଁ ଦିନ କେବଳ ଅଭିନେତା ଏବଂ ଅଭିନେତ୍ରୀମାନେ ଚଳଚ୍ଚିତ୍ରରେ କାମ କରିବା ପାଇଁ ବିପୁଳ ଫି ଆଦାୟ କରୁଥିଲେ। ସଂଗୀତକାର ଏବଂ ଗୀତିକାରମାନେ ମଧ୍ୟ ଭାରତୀୟ ସିନେମାର ଉନ୍ନତିରୁ ବହୁ ଉପକୃତ ହୋଇଛନ୍ତି। ସେମାନେ ମଧ୍ୟ ସେମାନଙ୍କ କାର୍ଯ୍ୟ ପାଇଁ ଅଧିକ ଫି ଆଦାୟ କଲେଣି। ଏପରିକି ନୂତନ ଗୀତିକାରମାନେ ଯେଉଁମାନେ ଅଳ୍ପ କିଛି ଗୀତ ସହିତ ପ୍ରସିଦ୍ଧ ହୋଇଥିଲେ, ସେମାନେ ବର୍ତ୍ତମାନ ପ୍ରତ୍ୟେକ ଗୀତ ଲେଖିବା ପାଇଁ ଲକ୍ଷ ଲକ୍ଷ ଟଙ୍କା ନେଉଛନ୍ତି।
ଭାରତର ସବୁଠାରୁ ଦାମୀ ଗୀତିକାର ହେଉଛନ୍ତି ସମ୍ପୁର୍ଣ୍ଣ ସିଂ କାଲର, ଯିଏ ଗୁଲଜାର ନାମରେ ସାରା ଦେଶରେ ପ୍ରସିଦ୍ଧ। ସେ ହେଉଛନ୍ତି ଭାରତର ଅନ୍ୟତମ ସୃଜନଶୀଳ ତଥା ସମ୍ମାନିତ ଗୀତିକାର, ଯିଏକି ଗତ ୬ଦଶନ୍ଧି ଧରି ହିନ୍ଦୀ ସିନେମା ପାଇଁ ଗୀତ ଲେଖୁଥିଲେ। ସେ ଚଳଚ୍ଚିତ୍ର ଲେଖିଛନ୍ତି ଏବଂ ନିର୍ମାଣ କରିଛନ୍ତି। ୮୮ ବର୍ଷ ବୟସରେ ମଧ୍ୟ ସେ ଏକ ଗୀତ ଲେଖିବା ପାଇଁ ୨୦ ଲକ୍ଷ ଟଙ୍କା ଆଦାୟ କରୁଛନ୍ତି, ଯାହାକି ଅନ୍ୟ ଗୀତିକାରଙ୍କ ଦେୟଠାରୁ ଯଥେଷ୍ଟ ଅଧିକ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

‘ଗୋଟିଏ ଦିନ ଖେଳ ଛାଡିଦେବି’, ବିରାଟ କୋହଲିଙ୍କ ଭାବପ୍ରବଣ ବୟାନକୁ ନେଇ ହଇଚଇ

ଯେତେବେଳେ ବିରାଟ କୋହଲି ମନ୍ତବ୍ୟ ଦେଇଥିଲେ ଯେ “ଗୋଟିଏ ଦିନ ଏସବୁ ଶେଷ ହେବ,” ତାଙ୍କର ଅର୍ଥ ଥିଲା ଯେ ଭବିଷ୍ୟତରେ ଏପରି ଏକ ସମୟ ଆସିବ…

୧୯ ଦଫା ଦାବି ନେଇ ଜିଲାପାଳଙ୍କଠାରେ ଫେରାଦ ହେଲେ ଗ୍ରାମବାସୀ

ଛତ୍ରପୁର,୧୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବଣିଆବସା ଗ୍ରାମବାସୀ ବିଭିନ୍ନ ଦାବି ନେଇ ଜିଲାପାଳଙ୍କ ନିକଟରେ ଦ୍ୱାରସ୍ଥ ହୋଇଛନ୍ତି। ଓଭର ହେଡ୍‌ ଟାଙ୍କି ମରାମତି ଓ…

ସରକାରଙ୍କ କଠୋର ନିଷ୍ପତ୍ତି, ଫିଟନେସ୍ ପ୍ରମାଣପତ୍ର ବିନା ଦିଆଯାଇପାରିବନି ପଶୁ ବଳି

କୋଲକାତା,୧୪ା୫: ଇଦ୍-ଉଲ-ଜୁହା ପୂର୍ବରୁ, ପଶ୍ଚିମବଙ୍ଗର ଭାଜପା ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ପଶୁବଳି ଉପରେ ନିଷେଧ ଲଗାଇବା ପାଇଁ ଏକ…

କେତେ ଧନୀ ନୂଆ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ, ରାହୁଲ ଗାନ୍ଧୀ ତାଙ୍କୁ କାହିଁକି ପସନ୍ଦ କରନ୍ତି? ଜାଣନ୍ତୁ…

ଥିରୁଭାନନ୍ତପୁରମ,୧୪।୫: କେରଳମ୍‌ର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଭି.ଡି. ସତିସନ। କଂଗ୍ରେସ ଦଳ ଗୁରୁବାର (୧୪ ମଇ) ତାଙ୍କ ନାମ ଘୋଷଣା କରିଛି। ୧୦ ବର୍ଷ ପରେ କେରଳରେ…

କେରଳମ୍‌ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କଲା କଂଗ୍ରେସ: ଏହି ବ୍ୟକ୍ତିଙ୍କ ମୁଣ୍ଡରେ ସୁନାକଳସ

ନୂଆଦିଲ୍ଲୀ,୧୪।୫: କେରଳମ୍‌ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବାର ପ୍ରାୟ ୧୦ ଦିନ ପରେ ଆଜି କଂଗ୍ରେସ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା କରିଛି। ଭିଡି ସତିସନ କେରଳର…

ସୁନା ସମ୍ପର୍କରେ କ୍ୟାବିନେଟ ବୈଠକରେ ମନ୍ତ୍ରୀମାନଙ୍କୁ ମୋଦିଙ୍କ କଡ଼ା ବାର୍ତ୍ତା

ନୂଆଦିଲ୍ଲୀ,୧୪।୫: କ୍ୟାବିନେଟ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀ ଏବଂ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ ସରଳତାକୁ ଗ୍ରହଣ କରିବା ଏବଂ ସମ୍ବଳର ବିଚାରବନ୍ତ ବ୍ୟବହାର କରିବାକୁ ପରାମର୍ଶ ଦେଇଥିଲେ।…

୪୮ଘଣ୍ଟାରେ ମହଙ୍ଗା ମାଡ଼: ଏବେ ପେଟ୍ରୋଲ-ଗ୍ୟାସ୍‌ର ପାଳି, ପେଟ୍ରୋଲିୟମ ମନ୍ତ୍ରୀ ଦେଲେ ବଡ଼ ସୂଚନା…

ନୂଆଦିଲ୍ଲୀ,୧୪।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ବିଶ୍ୱ ତୈଳ ବଜାରରେ ବୃଦ୍ଧି ପାଉଥିବା ଅନିଶ୍ଚିତତା ମଧ୍ୟରେ, ଭାରତ ସରକାର ଗତ 48 ଘଣ୍ଟା ମଧ୍ୟରେ ତିନୋଟି…

ରାଜଧାନୀରେ ଲଜ୍ଜା: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣବଳାତ୍କାର, ପୀଡ଼ିତା କହିଲେ ୨ ଘଣ୍ଟା ଧରି…

ନୂଆଦିଲ୍ଲୀ,୧୪ା୫: ରାଜଧାନୀ ଦିଲ୍ଲୀର ରାଣୀବାଗ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଚଳନ୍ତା ସ୍ଲିପର ବସ୍‌ରେ ଜଣେ ୩୦ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର କରାଯାଇଛି। ପୀଡ଼ିତା ପୋଲିସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri