ଶାବକ ଜନ୍ମ କରି ଛାଡ଼ି ପଳାଇଲା ମା’ ହାତୀ

ଢ଼େଙ୍କାନାଳ ଅଫିସ,୧୨।୬: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ରାସୋଳ ଥାନା କୁନୁଆ ଶବର ସାହିରେ ଶନିବାର ଏକ ମାଈ ହାତୀ ଶାବକ ଜନ୍ମ କରି ନିକଟସ୍ଥ ଜଙ୍ଗଲକୁ ପଳାଇଛି। ଖବରପାଇ ବନ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ହାତୀ ଶାବକର ଚିକିତ୍ସା କରୁଛନ୍ତି । ହାତୀ ଛୁଆଟି ଦୁର୍ବଳ ଥିବା ଜଣାପଡିଛି। ପ୍ରାଣୀ ଚିକିତ୍ସକଙ୍କ ପକ୍ଷରୁ ହାତୀ ଛୁଆକୁ ୮ଟି ଇଞ୍ଜେକଶନ ଓ ସାଲାଇନ୍‌ ଦିଆଯାଉଛି । ରବିବାର ସକାଳେ ହାତୀ ଛୁଆଟି ଛିଡା ହୋଇଛି। ରାତି ସୁଦ୍ଧା ମା ହାତୀ ଆସି ଛୁଆ ହାତୀକୁ ନ ନେଲେ ତାକୁ କପିଳାସ ପ୍ରାଣୀ ଉଦ୍ୟାନ ପରିସର ଥିବା ଏଲିଫ୍ୟାଣ୍ଟ ରେସ୍କୁ ସେଣ୍ଟରକୁ ଅଣାଯିବା ବୋଲି ଜିଲା ବନଖଣ୍ଡ ଅଧିକାରୀ ଡ. ପ୍ରକାଶ ଚାନ୍ଦ ଗୋଗିନେନି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀ କୌଶଲ୍ୟାଙ୍କୁ ସହାୟତାର ହାତ ବଢାଇଲେ ଡାକ୍ତର  

ମନମୁଣ୍ଡା,୨୫।୫ (ଡି.ଏନ.ଏ)-ମନମୁଣ୍ଡା ଥାନା ଅଧୀନ ଗୁଡଭଙ୍ଗାର କୌଶଲ୍ୟା ସାହୁ ା ବୟସ ୩୫ ା ୫ଟି ସନ୍ତାନର ଜନନୀ ା ଏବେ ସେ ପୁଣି ୭...

ଛେଣ୍ଡିପଦାରେ ବିଭିନ୍ନ ପ୍ରକଳ୍ପର ତଦାରଖ

ଛେଣ୍ଡିପଦା, ୧୦ା୧୨(ସ୍ବ.ପ୍ର.)- ଅନୁଗୋଳ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଗୁରୁବାର ଛେଣ୍ଡିପଦା ବ୍ଲକର ବିଭିନ୍ନ ପଞ୍ଚାୟତ ଗସ୍ତରେ ଯାଇ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜିଲାପାଳ...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା କଲେ ଚମ୍ପୁଆ ଡାକ୍ତର

ଚମ୍ପୁଆ, ୨।୫(ଡି.ଏନ.ଏ.)- କରୋନା ମହାମାରୀର ମୁକାବିଲାପାଇଁ ରାଜ୍ୟସରକାର ବହୁବିଧି ପଦକ୍ଷେପ ନେଇଥିବାରୁ ଦେଶରେ ଓଡିଶାର ସମ୍ମାନ ବୃଦ୍ଧି କରିଥିବା ବେଳେ କରୋନା ଯୋଦ୍ଧା ଭାବରେ ସେବା...

ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଲୁଟ୍‌: ସ୍ତ୍ରୀଙ୍କ ବେକରେ ମାରଣାସ୍ତ୍ର ଲଗାଇ ନେଲେ ୧୨ ଭରି ସୁନା ଅଳଙ୍କାର, ଦେଢ଼ ଲକ୍ଷ ଟଙ୍କା

ବ୍ରହ୍ମପୁର ଅଫିସ,୩୦।୮: ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ ଶଟ୍‌ଡାଉନ୍‌ ଜାରିରହିଛି । ପୋଲିସ ପାଟ୍ରୋଲିଂକୁ ମଧ୍ୟ କଡାକଡି କରାଯାଇଛି। ଏହାସତ୍ତ୍ୱେ ଡକାୟତ ଗ୍ୟାଙ୍ଗ ସକ୍ରିୟ ରହିଛନ୍ତି।...

ବିଜ୍ଞାପନ ପ୍ରକାଶ ନ ପାଇ ଟିଜିଟି ବିଜ୍ଞାନ ଶିକ୍ଷକ ନିଯୁକ୍ତି

ନବରଙ୍ଗପୁର,୧୮ା୧୨(ବି.ପ୍ର.): ନିଯୁକ୍ତି ପାଇଁ ଶିକ୍ଷିତ ଯୁବତୀ ଯୁବକ ଚାହିଁ ବସିଛନ୍ତି। ଜିଲାଭିତ୍ତିକ ନିଯୁକ୍ତି ନ ଥିବାରୁ ରାଜ୍ୟ ବାହାରକୁ ଶ୍ରମିକ ଭାବେ କାମ କରିବାକୁ ଯାଉଛନ୍ତି।...

ଏଣିକି ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ ୧୦ ଟଙ୍କାରୁ ଅଧିକ ହେବ ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୩(ବ୍ୟୁରୋ): ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ (ଟିକେଟ) ୧୦ ଟଙ୍କାରୁ ଅଧିକ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶା କଳାର ଭୂମି।...

ବିଜ୍ଞାନ ମେଳା ପାଇଁ ବେଆଇନ ଅର୍ଥ ସଂଗ୍ରହ

ବଲାଙ୍ଗୀର ଅଫିସ, ୧୪ା୧୧ – ଶିକ୍ଷା ବିଭାଗର କୌଣସି ସର୍କୁଲାର ନଥିବା ସତ୍ତ୍ୱେ ସରକାରୀ ସ୍କୁଲଗୁଡିକରେ ବିଜ୍ଞାନ ମେଳା ଆୟୋଜନ କରାଯିବା ନେଇ ବଲାଙ୍ଗୀର ଜିଲା...

୩ଥର ଚମ୍ପଟ ମାରିଥିବା ବିଚାରାଧୀନ କଏଦୀ ଗିରଫ

ଭାପୁର,୧୪।୮(ଡି.ଏନ.ଏ): ଜେଲ ହାଜତରେ ବିଚାରାଧୀନ କଏଦୀ ଭାବେ ଥିବା ଜଣେ ଯୁବକ ୩ ମାସ ମଧ୍ୟରେ ୩ ଥର ଚମ୍ପଟ ମାରିଥିଲେ। ଏହା ଜେଲ କର୍ମଚାରୀ...

Advertisement
Archives

Model This Week