ଲେମ୍ବୁରେ ସଜେଇ ହୋଇଛନ୍ତି ମା’ ମଝିଘରିଆଣୀ, ମଧ୍ୟରାତ୍ରିରେ ସରିଛି ମହାନବମୀ ପୂଜା

ରାୟଗଡ଼ା ଅଫିସ, ୧୪।୧୦: ଆରାଧ୍ୟା ଠାକୁରାଣୀ ମା’ ମଝିଘରିଆଣୀଙ୍କ ମହାନବମୀ ପୂଜା ବୁଧବାର ବିଳମ୍ବିତ ରାତ୍ରିରେ ଶେଷ ହୋଇଛି। ତହସିଲ ପ୍ରାଙ୍ଗଣରେ କରାଯାଇଥିବା ଅସ୍ଥାୟୀ ମଣ୍ଡପରେ ବିଧିବଦ୍ଧ ଭାବେ ଚଣ୍ଡୀପାଠ ସହ ସନ୍ଧିପୂଜା କରାଯାଇଛି। ଗୁରୁବାର ସକାଳୁ ମା’ଙ୍କୁ ଲେମ୍ବୁମାଳରେ ସଜ୍ଜିତ କରାଯାଇଛି। ମନ୍ଦିରରେ ମା’ଙ୍କ ଦର୍ଶନ ପାଇଁ ଏବେ ଭକ୍ତଙ୍କ ଭିଡ଼ ଜମୁଛି। ସାରେ ମା’ଙ୍କୁ ସପୁରିରେ ସଜ୍ଜା ଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri