ପୁଅକୁ ଧରି ନଈକୁ ଡେଇଁଲେ ମା’: ପୁଅ ମୃତ, ମହିଳାଙ୍କ ପତ୍ତା ମିଳୁନି

ନିଶ୍ଚିନ୍ତକୋଇଲି,୧୪ା୮(ଅଶୋକ କୁମାର ମହାପାତ୍ର): କଟକ ଜିଲା ନେମାଳ ଥାନା ଅଧୀନ ଚିତ୍ରୋତ୍ପଳା ବ୍ରିଜ୍‌ ଉପରୁ ପୁଅକୁ ଧରି ନଈକୁ ଡେଇଁପଡ଼ିଲେ ମା’। ତେବେ ନାବାଳକଙ୍କ ପୁଅଙ୍କ ଜୀବନ ଚାଲି ଯାଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ମା’ଙ୍କ ପତ୍ତା ମିଳିନାହିଁ।

କଟକ ଜିଲା ନେମାଳ ଅଞ୍ଚଳର ସୁହାନ ପରବିନ୍‌ ନାମକ ଜଣେ ମହିଳା ନାବାଳକ ପୁଅଙ୍କୁ ଧରି ଚିତ୍ରୋତ୍ପଳା ନଈକୁ ଡେଇଁ ପଡ଼ିଥିଲେ। ପ୍ରଥମେ ପୁଅକୁ ନଦୀକୁ ଫିଙ୍ଗିବା ପରେ ସେ ନିଜେ ନଦୀକୁ ଡେଇଁ ପଡ଼ିଥିବା ନାବାଳିକା ଝିଅ କହିଛନ୍ତି। ମୃତ ନାବାଳକଙ୍କ ନାଁ ସେକ ତାୟର ଉଦ୍ଦିନ(୧୦)। ତେବେ ଗ୍ରୁପ୍‌ ଲୋନ କରିବା ହେତୁ ସେ ଚିନ୍ତିତ ଥିଲେ। ସେଥିପାଇଁ ଡେଇଁ ପଡ଼ିଥିବା ନାବାଳିକା ଝିଅ ଓ ସମ୍ପର୍କୀୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍ଟର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ : ମୃତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି

ଲାଞ୍ଜିଗଡ଼,୨୨।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଘଟଣା ଘଟିଛି। ନିଜେ ଚଳାଉଥିବା ଟ୍ରାକ୍ଟର ଚକରେ ଚାପିହୋଇ ଡ୍ରାଇଭରଙ୍କ…

ନାବାଳିକାଙ୍କୁ ବ୍ଲାକମେଲ କରି ଦୀର୍ଘଦିନ ଧରି ଶୋଷଣ କରୁଥିଲେ ନାବାଳକ, ଅଭିଯୋଗ ପରେ ନାବାଳକଙ୍କୁ …

ପାରଳାଖେମୁଣ୍ଡି, ୨୨।୬(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଜଣେ ନାବାଳିକାଙ୍କ ଅଭିଯୋଗକୁ ଆଧାର କରି ପୋକ୍ସୋ ଆଇନ ଅନୁଯାୟୀ ଏକ ମାମଲା ରୁଜୁ…

ଅତର ବ୍ୟବସାୟୀଙ୍କୁ ଠକେଇ, ଅସଲି ନେଇ ନକଲି ଦେଇଦେଲେ, ଠକିନେଲେ ଏତେ କୋଟି ଟଙ୍କା

ଛତ୍ରପୁର, ୨୨।୬( ଦିଲ୍ଲୀପ ସାମଲ): ଅତି ଚତୁରତା ସହ ବ୍ଲୁ ପ୍ରିଣ୍ଟ କରି ଫିଲ୍ମ ଷ୍ଟାଇଲରେ ହୋଇଛି କିଆ ଅତର ଠକେଇ । ଲକ୍ଷ କି ଦୁଇ…

ମହିଳା ଆଇନଜୀବୀଙ୍କ ଆକସ୍ମିକ ବିୟୋଗ: ଚାରିଆଡ଼େ ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି, ୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଓକିଲ ସଂଘର ବରିଷ୍ଠ ସଦସ୍ୟା ଆଇନଜୀବି ରମା ସୁବୁଦ୍ଧିଙ୍କ ସୋମବାର ଆକସ୍ମିକ ପରଲୋକ ହୋଇଯାଇଛି। ଗତ ୧୯୫୨…

ଲଭ,ସେକ୍ସ, ଧୋକ୍କା: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଜେଲଗଲେ ଅଭିଯୁକ୍ତ ଡାକ୍ତର

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଡେଙ୍ଗାଓସ୍ତା ଗ୍ରାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅବିନାଶ ମହାନ୍ତିଙ୍କୁ ପୋଲିସ…

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିବ…

ଗଞ୍ଜାମ ,୨୨।୬(ବିଦ୍ୟାଧର ସାହୁ ) : ଅଜଣା ଗାଡି ଧକ୍କାରେ ଶନିବାର ଗଞ୍ଜାମ ଅଞ୍ଚଳର ଅନିଲ ମହାପାତ୍ର ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା । କୌଣସି…

ପେଟ୍ରୋଲ ପକାଇବାକୁ ଯାଉଥିବାବେଳେ ବାଇକ ଆଗକୁ ଚାଲିଆସିଲା ଷଣ୍ଢ, ଆଉ ତା’ପରେ …

ଭଞ୍ଜନଗର,୨୨।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାର ଅଗଝୋଳ ପେଟ୍ରୋଲ ପମ୍ପ ନିକଟରେ ସୋମବାର ସାରେ ହଠାତ୍‌ ବାଇକ ଆଗକୁ ଏକ ଷଣ୍ଢ ଚାଲିଆସିଲା…

ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା କାର୍ଡ ବଣ୍ଟନ କଲେ ବିଧାୟକ ସିଦ୍ଧାନ୍ତ: ହିତାଧିକାରୀ ପାଇବେ ଅତିରିକ୍ତ ଚାଉଳ, ତାଲିକାରେ ଏମାନେ…

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକର ସିଦ୍ଧେଶ୍ୱର , କୋଟିନଡା , କୁଶପଡା ଓ ବାସୁଦେବପୁର ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ଆୟୋଜିତ ସତନ୍ତ୍ର କାର୍ଯ୍ୟକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri