ମେଡିକାଲ ବାଥରୁମ୍‌ରେ ଶିଶୁ କନ୍ୟାଙ୍କୁ ଛାଡି ଚମ୍ପଟ ମାରିଲେ ମା’

ଭଦ୍ରକ, ୧୯।୧(ସନାତନ ରାଉତ): ମେଡିକାଲ ବାଥରୁମ୍‌ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଫେରାର । ନବଜାତ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଏମିତି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ସୂଚନା ଅନୁଯାୟୀ, ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାର ମହିଳା ୱାର୍ଡର ଜରା ରୋଗୀ ୱାର୍ଡରେ କେହି ଜଣେ ମହିଳା ବାଥରୁମ୍‌ରେ ଶିଶୁ ଜନ୍ମ କରି ଛାଡ଼ି ପଳାଇଯାଇଛନ୍ତି। ଅନ୍ୟ ରୋଗୀଙ୍କ ସମ୍ପର୍କୀୟ ବାଥରୁମ୍‌ ଯାଇଥିବା ବେଳେ ନବଜାତ ଶିଶୁକୁ ଦେଖି ମେଡିକାଲ କର୍ମଚାରୀଙ୍କୁ ଅବଗତ କରିଥିଲେ । ପରେ ଏହି ଶିଶୁଟି ଶିଶୁ କନ୍ୟା ବୋଲି ଜଣାପଡ଼ିଥିବା ବେଳେ ମୃତ୍ୟୁ ହୋଇଯାଇଛି। ତେବେ ଶିଶୁର ମା’ଙ୍କୁ ଠାବ କରାଯାଇନଥିବା ବେଳେ ଡ୍ୟୁଟିରେ ଥିବା କର୍ମଚାରୀ ମଧ୍ୟ କୌଣସି ପ୍ରତିକ୍ରିୟା ଦେଇନାହାନ୍ତି । ତେବେ କିଏ କେଉଁ ପରିସ୍ଥିତିରେ ନବଜାତକୁ ଛାଡି ପଳାଇଛନ୍ତି, ସେ ନେଇ ମେଡିକାଲ କତ୍ତୃପକ୍ଷ ଖୋଳତାଡ଼ ଆରମ୍ଭ କରିଛି ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ…

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

ଯୁଦ୍ଧବିରତି ବୃଦ୍ଧି ଘୋଷଣା କଲେ ଟ୍ରମ୍ପ, ମୁନିର-ଶେହବାଜଙ୍କ ଅନୁରୋଧ ପରେ ନେଲେ ଏହି ନିଷ୍ପତ୍ତି

ଓ୍ବାଶିଂଟନ୍‌,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି ଘୋଷଣା କରିଛନ୍ତି। ବର୍ତ୍ତମାନର ଯୁଦ୍ଧବିରତି ଶେଷ ହେବାର କିଛି ଘଣ୍ଟା ପୂର୍ବରୁ ପାକିସ୍ତାନର ଅନୁରୋଧରେ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ…

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri