Posted inଫୁରସତ

ଜୀବନକୁ ବାଜି ଲଗାଇ ପାଣି ଟାଙ୍କିରୁ ଛୁଆକୁ ଉଦ୍ଧାର କଲା ମା’ ମାଙ୍କଡ: ଦେଖନ୍ତୁ ଭିଡିଓ…

ମାଟିରୁ ଆକାଶ ଯାଏ ଯିଏ ପରିବ୍ୟାପ୍ତ ସେ ହେଉଛି ମା’। ମା’ର ପଣତ ତଳେ ଛୁଆ ଥାଏ ସବୁଠୁ ବେଶି ସୁରକ୍ଷିତ। ଆଉ ଯେତେବେଳେ ନିଜର ସନ୍ତାନ ପ୍ରତି ବିପଦ ଆସେ ନିଜ ଜୀବନକୁ ବାଜି ଲଗାଇ ଦିଏ ମା’। ଏହାର ଏକ ଜ୍ୱଳନ୍ତ ଉଦାହରଣ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଦେଖିବାକୁ ମିଳିଛି। ପାଣି ଟାଙ୍କି ଭିତରେ ପଡିଯାଇଥିବା ଏକ ମାଙ୍କଡ ଛୁଆକୁ ତାର ମା’ ଉଦ୍ଧାର କରିଛି।
ଭିଡିଓରେ ଦେଖାଯାଇଛି, ମା’ ଓ ଛୁଆ ପାଣି ଟାଙ୍କି ଉପରେ ବସିଥିବା ସମୟରେ ହଠାତ ଛୁଆଟି ଟାଙ୍କି ଭିତରକୁ ପଡିଯାଇଥିଲା। ପରେ ଛୁଆ ମାଙ୍କଡଟି ଚିତ୍କାର କରୁଥିଲା। ଏହାପରେ ମା’ ମାଙ୍କଡଟି ଗୋଟିଏ ହାତରେ ଟାଙ୍କିର ବାଡରେ ଝୁଲି ରହି ଅନ୍ୟ ହାତରେ ଛୁଆକୁ ଉଦ୍ଧାର କରିଥିଲା। ଏହି ଭିଡିଓଟିକୁ ଆଇଏଫଏସ୍‌ ଅଧିକାରୀ ସୁଶାନ୍ତ ନନ୍ଦ ନିଜ ଟୁଇଟର ହ୍ୟାଣ୍ଡେଲରେ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୂଷାର ଗଞ୍ଜେଇ ନିଶା, ଶେଷରେ ଘଟିଲା ଏମିତି…

ସାଧାରଣତଃ ମଣିଷମାନେ ନିଶାଦ୍ରବ୍ୟ ସେବନ କରିଥାନ୍ତି। ମାତ୍ର ପଶୁପକ୍ଷୀ ଯେ, ନିଶା ପାଇଁ ପାଗଳ ଏକଥା ଜାଣିଲେ ଆଶ୍ଚର୍ଯ୍ୟ ଲାଗେ। ମାତ୍ର ଏହା ସତ। ଏପରି...

୧୦୫ ବର୍ଷରେ ପରୀକ୍ଷା ପାସ୍‌ କଲେ ବୃଦ୍ଧା

ଥିରୁଭାନନ୍ତପୁରମ,୬।୧: କେରଳର ୧୦୫ ବର୍ଷର ଜଣେ ବୃଦ୍ଧା ଚତୁର୍ଥ ଶ୍ରେଣୀ ପାସ୍‌ କରିଛନ୍ତି। ଭଗୀରଥି ଆମ୍ମା ନାମ୍ନୀ ଏହି ବୃଦ୍ଧା ଜଣଙ୍କ ଭାରତର ସବୁଠୁ ବୟସ୍କ...

ଉଡ଼ି ଉଡ଼ି ପାର ହେଲେ ଇଂଲିଶ ଚ୍ୟାନେଲ

ଆଟଲାଣ୍ଟିକ ମହାସାଗରର ଏକ ଶାଖା ହେଉଛି ଇଂଲିଶ ଚ୍ୟାନେଲ୍‌। ଏହା ଦକ୍ଷିଣ ଇଂଲଣ୍ଡକୁ ଉତ୍ତର ଫ୍ରାନ୍ସଠାରୁ ପୃଥକ୍‌ କରିଥାଏ। ଏହି ଇଂଲିଶ ଚ୍ୟାନେଲ୍‌କୁ ପାର ହେବା...

ବିନା ଦ୍ୱିଧାରେ ମୂଷା ଦେଉଛି ବିଲେଇକୁ ଚୁମ୍ବନ, ନ ଦେଖିଲେ ହେବ ନାହିଁ ବିଶ୍ୱାସ

ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ବର୍ତ୍ତମାନ ସେଭଳି ଏକ ଭିଡିଓ ଭାଇରାଲ ହେଉଛି ଯାହାକୁ ଦେଖିଲେ ଆପଣ ମଧ୍ୟ...

୨୦୧୯ରେ ସବୁଠୁ ବେଶି ବଦଳିଛି ପାଗ

ନୂଆଦିଲ୍ଲୀ: ଭାରତରେ ବିଶ୍ୱତାପନ(ଗ୍ଲୋବାଲ୍‌ ଓ୍ବାର୍ମିଂ)ର ପ୍ରଭାବ ସ୍ପଷ୍ଟ ଅନୁଭୂତ। ୧୯୦୧ ମସିହା ପରେ ୨୦୧୯ ଭାରତରେ ସପ୍ତମ ଉତ୍ତପ୍ତ ବର୍ଷ ଥିଲା। ଭାରତୀୟ ପାଣିପାଗ ବିଜ୍ଞାନ...

ପର୍ଯ୍ୟଟନସ୍ଥଳୀ: ପ୍ରାକୃତିକ ସୌନ୍ଦର୍ଯ୍ୟଭରା ସହର ହୋସ୍ପେଟ୍‌, ସାଇତି ରଖିଛି ପ୍ରାଚୀନ ଯୁଗର ସ୍ମାରକୀ

କର୍ନାଟକର ବେଲ୍ଲାରି ଜିଲା ଅନ୍ତର୍ଗତ ଏକ ସୁନ୍ଦର ପର୍ଯ୍ୟଟନସ୍ଥଳୀ ହେଉଛି ହୋସ୍ପେଟ୍‌, ଯାହା ନିଜର ଐତିହାସିକ ତଥା ପ୍ରାକୃତିକ ମହତ୍ତ୍ୱ ପାଇଁ ବେଶ୍‌ ପ୍ରସିଦ୍ଧ। ତୁଙ୍ଗଭଦ୍ରା...

ପର୍ଯ୍ୟଟନସ୍ଥଳୀ: ଭୀମବନ୍ଧ ବନ୍ୟପ୍ରାଣୀ ଅଭୟାରଣ୍ୟ; କେବେ ଯିବେ, କେମିତି ଯିବେ, କ’ଣ ଦେଖିବେ

ବିହାରର ମୁଙ୍ଗେର ଜିଲାରେ ଅବସ୍ଥିତ ଭୀମବନ୍ଧ ବନ୍ୟପ୍ରାଣୀ ଅଭୟାରଣ୍ୟ ହେଉଛି ସ୍ଥାନୀୟ ଏକ ଲୋକପ୍ରିୟ ପର୍ଯ୍ୟଟନସ୍ଥଳୀ। ଏହା ମୁଖ୍ୟତଃ ବିଭିନ୍ନ ପ୍ରକାର ଔଷଧୀୟ ବୃକ୍ଷ ତଥା...

ମାତ୍ର ୫୦ ଟଙ୍କାରେ କିଡ଼ନୀ ରୋଗୀଙ୍କ ଡାଏଲିସିିସ୍‌ କରୁଛନ୍ତି ଏହି ଡାକ୍ତର

କରୋନା ଯୋଗୁ ଅନ୍ୟାନ୍ୟ ସାଂଘାତିକ ରୋଗରେ ପୀଡିତ ରୋଗୀଙ୍କୁ ଚିକିତ୍ସାରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଏହି ସମୟରେ କୋଲକାତାର ଜଣେ ଡାକ୍ତର ମାତ୍ର ୫୦...

Coronavirus Update


Archives

Model This Week

Why Dharitri