Posted inଫୁରସତ

ଷ୍ଟେଜ୍‌ ଉପରେ କନ୍ୟାଙ୍କୁ ବରମାଳା ପିନ୍ଧାଇବା ବେଳେ ପହଞ୍ଚିଲେ ମା’, ଚପଲ କାଢ଼ି ପୁଅଙ୍କୁ ସେକିଲେ; କାରଣ ଜାଣିଲେ ହେବେ…

ନୂଆଦିଲ୍ଲୀ: ପ୍ରତ୍ୟେକ ବ୍ୟକ୍ତିର ଜୀବନରେ ବିବାହ ସମୟ ବହୁତ ଖାସ୍‌ ହୋଇଥାଏ। ଏହି ଦିନଟି ପାଇଁ ଅନେକ କିଛି ଭାବିଥାନ୍ତି ସେ। ହେଲେ ମା’ଙ୍କୁ ପସନ୍ଦ ନ ଥିବା ସତ୍ତ୍ୱେ ବିବାହ କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ବିବାହ ଦିନ ଷ୍ଟେଜ ଉପରେ ସେ ବଧୂଙ୍କୁ ବରମାଳା ପିନ୍ଧାଇବା ସମୟରେ ମା’ ପହଞ୍ଚିଯାଇ ଚପଲରେ ତାଙ୍କୁ ବାଡାଇଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ହମିରପୁର ଅଞ୍ଚଳରେ। ଏହାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଏକ ବିବାହ ଉତ୍ସବ ଦେଖିବାକୁ ମିଳୁଛି। ବରମାଳା କାର୍ଯ୍ୟକ୍ରମ ପରେ ଜଣେ ମହିଳା ଷ୍ଟେଜ୍‌ ଉପରକୁ ଚଢ଼ି ବରଙ୍କୁ ଜୋତାରେ ପିଟିବାରେ ଲାଗିଛନ୍ତି।

କୁହାଯାଉଛି, ବରଙ୍କ ମା’ ବିବାହକୁ ନେଇ ଖୁସି ନ ଥିଲେ। କାରଣ ପୁଅ ଅନ୍ୟଜାତିର ଝିଅଙ୍କୁ ବିବାହ କରୁଥିଲେ। ପୂର୍ବରୁ ଯୁବତୀଙ୍କ ସହ ପୁଅ କୋର୍ଟରେ ବିବାହ କରିଥିବାରୁ ଏହାକୁ ରୋକିବା ସମ୍ଭବ ନ ଥିଲା। ଝିଅର ବାପା ତାଙ୍କ ପଟରେ ଥିବା ରୀତିନୀତି ଅନୁଯାୟୀ ଆଉ ଥରେ ବିବାହ କରାଇବାକୁ ନିଷ୍ପତ୍ତି ନେଇଥିଲେ। ବିବାହକୁ ପୁଅଘରର ଲୋକମାନଙ୍କୁ ନିମନ୍ତ୍ରଣ ଦିଆଯାଇଥିଲା। ତାହା ହେଉଥିଲା। ମାତ୍ର ହଠାତ ପୁଅଙ୍କ ମା’ ମଣ୍ଡପରେ ପହଞ୍ଚି କଟୁ କଥା କହିବା ସହ ଚପଲରେ ତାଙ୍କୁ ପିଟିଥିଲେ। ଏହା ଅନ୍ୟମାନଙ୍କୁ ଚକିତ କରିଦେଇଥିଲା। ଘଟଣାଟି ଏବେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?