ଶିଶୁ କନ୍ୟାଙ୍କୁ ବୋରୱେଲରେ ଫୋପାଡ଼ିଥିବା ମା’ଙ୍କ ପରିଚୟ ମିଳିଲା

ସମ୍ବଲପୁର,୨।୧: ସମ୍ବଲପୁର ଜିଲା ରେଙ୍ଗାଲି ନିକଟ ଲରିପାଲିର ଏକ ପରିତ୍ୟକ୍ତ ବୋରୱେଲରୁ ଗତ ଡିସେମ୍ବର ୧୨ ତାରିଖରେ ଏକ ଶିଶୁ କନ୍ୟାଙ୍କୁ ଉଦ୍ଧାର କରାଯାଇଥିଲା।
ତେବେ ଉଦ୍ଧାର ହୋଇଥିବା ଶିଶୁ କନ୍ୟାଙ୍କ ମା’ଙ୍କ ପରିଚୟ ମିଳିଛି। ସମ୍ବଲପୁର ଏସ୍‌ପି ଏହି ସୂଚନା ଦେଇଛନ୍ତି।
ଏସ୍‌ପିଙ୍କ ସୂଚନା ଅନୁଯାୟୀ, ଘଟଣାର ତଦନ୍ତ ବେଳେ ଉକ୍ତ ମହିଳାଙ୍କୁ ଠାବ କରାଯାଇଥିଲା। ମହିଳା ଜଣଙ୍କ ସ୍ଥାନୀୟ ଅଞ୍ଚଳର। ତାଙ୍କର ମାନସିକ ଅବସ୍ଥା ଭଲ ନାହିଁ। ମାନସିକ ଅବସ୍ଥା ଭଲ ନଥିବାରୁ ପୋଲିସ ପ୍ରଥମେ ତାଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଛି। ସେ ଧୀରେ ଧୀରେ ସୁସ୍ଥ ହେଉଛନ୍ତି। ସେ ପୂରା ସୁସ୍ଥ ହେଲା ପରେ ପୋଲିସ ତାଙ୍କୁ ପଚରାଉଚରା କରିବ। ତେବେ ଶିଶୁକନ୍ୟାଙ୍କୁ ସେ ବୋରୱେଲରେ ଫିଙ୍ଗିଥିବା ପୋଲିସ ସ୍ବୀକାର କରିଥିବା ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?