ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଶାନ୍ତିପୂର୍ଣ୍ଣ

ଭଦ୍ରକ ଅଫିସ, ୧୫।୩: ଭଦ୍ରକ ଜିଲାର ବିଭିନ୍ନ ସ୍ଥାନରେ ଡ୍ରାଇଭରମାନେ ବୁଧବାର ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ ଆରମ୍ଭ କରିଛନ୍ତି। ପୁରୁଣା ପେନସନ ଲାଗୁ କରିବା, ଖାଲି ପଦବୀ ପୂରଣ କରିବା, ଠିକା କର୍ମଚାରୀ ମାନଙ୍କୁ ସ୍ଥାୟୀ କରିବା, ଘରୋଇ କରଣ ବନ୍ଦ କରିବା, ଅଷ୍ଟମ ବେତନ କମିଶନ ଗଠନ କରିବା, ବକେୟା ମହଙ୍ଗା ଭତ୍ତା ପ୍ରଦାନ କରିବା ଆଦି ୭ ଦଫା ଦାବି ରେ ଭଦ୍ରକ ସହରର ବାଇପାସଠାରେ ଡ୍ରାଇଭରମାନେ ଆନ୍ଦୋଳନ କରିଛନ୍ତି। ଜିଲାର ସମସ୍ତ ମୁଖ୍ୟ ରାସ୍ତାରେ ଗାଡ଼ି ଅଟକାଇବା ସହ ପ୍ରତିବାଦ କରିଥିଲେ। ଘରୋଇ ବସ୍‌ ସେବା ବନ୍ଦ ରହିଥିବାରୁ ଯାତ୍ରୀମାନେ ବହୁ ଅସୁବିଧା ଭୋଗୁଥିବା ବେଳେ କମର୍ସିଆଲ ଗାଡ଼ି ଚଳାଚଳ ବ୍ୟାହତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri