Posted inରାଜ୍ୟ

ଚଳନ୍ତା ବସ୍‌ରେ ଲାଗିଲା ନିଆଁ , ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ହାଟଡିହୀ,୯l୩(ଡି.ଏନ.ଏ.) :

ଆନନ୍ଦପୁର-ଭଦ୍ରକ ୫୩ନଂ ରାଜ୍ୟ ରାଜପଥର କେନ୍ଦୁଝର ଜିଲା ହାଟଡିହୀ ତହସିଲ ଛକ ନିକଟରେ ମଙ୍ଗଳବାର ଏକ ଘରୋଇ ବସ୍‌ରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଅପରାହ୍ନ ପ୍ରାୟ ୧ଟାରେ ପାଖାପାଖି ୫୦ ଯାତ୍ରୀ ଧରି ଭଦ୍ରକରୁ ଆନନ୍ଦପୁର ଅଭିମୁଖେ ଶ୍ରୀଲକ୍ଷ୍ମୀ ନାମକ ଏକ ବସ୍‌ ଆସୁଥିଲା। ହାଟଡିହୀ ତହସିଲ ଛକ ନିକଟରେ ହଠାତ ଧୂଆଁ ବାହାରିବାରୁ ଯାତ୍ରୀ ମାନେ ଭୟଭୀତ ହୋଇ ତଳକୁ ଓହ୍ଲାଇ ପଡିଥିଲେ। ଏହି ଘଟଣାରେ କେହି ଆହତ ହୋଇନାହାନ୍ତି। ଭୟରେ ଡ୍ରାଇଭର, କଣ୍ଡକ୍ଟର, ହେଲପର୍‌ ଗାଡି ଛାଡି ପଳାଇଥିଲେ। ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ଯାତ୍ରୀମାନେ ବସ୍‌ରେ ପାଣି ପକାଇ ନିଆଁ ଲିଭାଇଥିଲେ। ତେବେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଏଭଳି ଘଟିଥିବା ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦରେ ଛନ୍ଦି ହୋଇପଡ଼ିଛି ବିଭିନ୍ନ ପ୍ରକଳ୍ପ

ଭଦ୍ରକ ଅଫିସ, ୧୫।୧୨- ଭଦ୍ରକ ଜିଲାରେ ଫୁଡ୍‌ ଓ ଟେକ୍ସଟାଇଲ ପାର୍କ ଭଳି ସରକାରୀ ଶିଳ୍ପ ପ୍ରକଳ୍ପ ବିବାଦୀୟ ପରିସ୍ଥିତି ଯୋଗୁ କାର୍ଯ୍ୟକାରୀ ହୋଇପାରୁ ନାହିଁ।...

ରାଜ୍ୟରୁ ଆଉ ୪୫୨ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ଆଉ ୪୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୩,୧୨,୯୦୧ ଜଣ ସୁସ୍ଥ ହୋଇସାରିଲେଣି।...

ଯୁବତୀଙ୍କୁ ବଳାତ୍କାର କରି ଗିରଫ ହେଲେ ବନପାଳ

ମାଲକାନଗିରି,୪।୭: ମାଲକାନଗିରି ଜିଲା ଓର୍କେଲ ଥାନା ଅଞ୍ଚଳର ଜଣେ ଯୁବତୀ ବଳାତ୍କାର ଅଭିଯୋଗ ଆଣିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ମାଲକାନଗିରି ବନପାଳ ମୁରଲୀଧର ଅନୁଗୁଳିଆଙ୍କୁ...

ଓଏଫ୍‌ଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଓଏଫ୍‌ଏସ୍‌ ସ୍ତରରେ ଅଦଳବଦଳ କରାଯାଇଛି। ଜଙ୍ଗଲ ଓ ପରିବେଶ ବିଭାଗର ସ୍ବତନ୍ତ୍ର ସଚିବ ବରିଷ୍ଠ ଓଏଫ୍‌ଏସ୍‌ ଅଧିକାରୀ ଲାବଣ୍ୟ ଶବର...

ପିଏସ୍‌ ବିରଞ୍ଚି ସାହୁ ନିଲମ୍ବିତ

ଭୁବନେଶ୍ୱର,୨।୮(ବ୍ୟୁରୋ): ବିପୁଳ ପରିମାଣର ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ପିଏସ ବିରଞ୍ଚି ସାହୁଙ୍କୁ ନିଲମ୍ବନ କରାଯାଇଛି। ତାଙ୍କୁ ଷ୍ଟାଫ ସିଲେକ୍ସନ କମିଶନ ନିଲମ୍ବନ...

ପୁଣି ୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩।୯(ବ୍ୟୁରୋ): ରାଜ୍ୟରେ କରୋନା ଯୋଗୁ ପୁଣି ୮ଜଣଙ୍କ ମୃତ୍ୟୁ ହୋଇଥିବା ସ୍ବାସ୍ଥ୍ୟ ଏବଂ କରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୃତ...

ଆଜି ରାଜ୍ୟରେ ୨୧୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୫।୯(ବ୍ୟୁରୋ): ରାଜ୍ୟରେ ରବିବାର ୨୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୨୬ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ...

ନଗଦ ୩୩ ଲକ୍ଷ ଦେଇ କାର୍‌ କିଣିଥିଲେ ଅର୍ଚ୍ଚନା

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ବହୁଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ବିଜ୍‌ନେସ୍‌ ପାର୍ଟନର ଖଗେଶ୍ୱର ପାତ୍ରଙ୍କୁ ଗତ ୧୧ ତାରିଖରୁ ୧୦ ଦିନିଆ ରିମାଣ୍ଡରେ ଆଣି ମାରାଥନ ଜେରା...

Advertisement
Archives

Model This Week