ଠିକାସଂସ୍ଥା ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଥାନାର ଦ୍ୱାରସ୍ଥ ହେଲେ ଏମ୍‌ପି

ଢେଙ୍କାନାଳ ଅଫିସ,୨୧ା୭: ୫୫ ନମ୍ବର ଜାତୀୟ ରାଜପଥ ସଂପ୍ରସାରଣ କାର୍ଯ୍ୟ ଅଧାପନ୍ତରିଆ ହୋଇ ପଡ଼ିରହିଥିବା ଏବଂ ବାରମ୍ବାର ଦୃଷ୍ଟି ଆକର୍ଷଣ କରିବା ପରେ କାର୍ଯ୍ୟକାରୀ ନ ହେବାରୁ ରାଜପଥ ମରଣଯନ୍ତାରେ ପରିଣତ ହୋଇଛି। ଏହାକୁ ନେଇ ଏମ୍‌ପି ମହେଶ ସାହୁ ଗୁରୁବାର ପୂର୍ବାହ୍ନରେ ନିଜ ସମର୍ଥକଙ୍କ ସହ ଢେଙ୍କାନାଳ ଟାଉନ ଥାନାକୁ ଆସି ଢେଙ୍କାନାଳସ୍ଥିତ ଜାତୀୟ ରାଜପଥ ପ୍ରାଧିକରଣ ପ୍ରକଳ୍ପ ନିର୍ଦ୍ଦେଶକ ଓ ଠିକାସଂସ୍ଥା ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଏକ ମାମଲା ରୁଜୁ କରିଛନ୍ତି। ଶୁକ୍ରବାର ଏହି ପରିପ୍ରେକ୍ଷୀରେ ଢେଙ୍କାନାଳ ବନ୍ଦକୁ ତାଙ୍କର ସମ୍ପୂର୍ଣ୍ଣ ସମର୍ଥନ ରହିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଟନଦୀରେ ମାଛ ମରିବା ଘଟଣା: ନଦୀପଥ ଅବରୋଧ, ପ୍ରଦୂଷଣ ଯୋଗୁ ଏପରି ଘଟୁଛି

ପାରାଦୀପ,୨ା୨(ସ୍ବ.ପ୍ର.): ପାରାଦୀପର ବାଲିଝରା ବସ୍ତି ନିକଟସ୍ଥ ବଟନଦୀରେ ୨୦୨୨ ଡିସେମ୍ବର ୩୧ରେ ବହୁ ମାଛ ମରି ଭାସିଥିଲେ। ଶୀତ ଋତୁରେ ଏପରି ମାଛ ମଡ଼କ ପ୍ରଥମ...

ଡାଟୁମ୍‌ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନିର୍ଦ୍ଦେଶ

ବ୍ରହ୍ମପୁର ଅଫିସ,୫ା୧୧-ଗଞ୍ଜାମ ଜିଲା ଉପଭୋକ୍ତା ବିକାଶ ସମାଧାନ ମଞ୍ଚ ପକ୍ଷରୁ ୬ ଜଣ ଜମାକାରୀଙ୍କୁ ତାଙ୍କ ଟଙ୍କା ଫେରସ୍ତ ପାଇଁ ଡାଟୁମ ଚିଟ୍‌ଫଣ୍ଡ ସଂସ୍ଥାକୁ ନିର୍ଦ୍ଦେଶ...

‘ମୋ ସ୍ବାମୀଙ୍କୁ ବଞ୍ଚାଇ ଦିଅ’

ଧାମନଗର, ୨୬।୬(ସ୍ବ.ପ୍ର.): ସ୍ବାମୀ କାମଳ ରୋଗରେ ଆକ୍ରାନ୍ତ ହୋଇ ଲିଭର ଓ କିଡ୍‌ନୀ ନଷ୍ଟ ହୋଇଯାଇଛି। ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି।...

ବ୍ଲକିଂ କରି ଅଧରାତିରେ ଗାଡ଼ି ତଲାସି

ଅନୁଗୋଳ ଅଫିସ, ୨୩।୪ଭୋଟ୍‌ ପାଇଁ ଜିଲାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ ସୋମବାର ରାତିରେ ଅନୁଗୋଳ ସହର ସହ ଜିଲାର ବିଭିନ୍ନ ସ୍ଥାନରେ...

ଇଭିଏମ୍‌ ଅଚଳ, ବନ୍ଦ ରହିଛି ମତଦାନ

ତିହିଡ଼ି,୨୯।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ନିର୍ବାଚନ ମଣ୍ତଳୀ ଅଧୀନ ତିହଡ଼ି ବ୍ଲକ କୋହ୍ଲ ପଞ୍ଚାୟତର ମୂଷାଙ୍ଗ ପ୍ରାଥମିକ ସ୍କୁଲ ୨୧୯ନଂ ବୁଥ୍‌ରେ ଇଭିଏମ୍‌ ଅଚଳ ଯୋଗୁ...

ଧାନ ଉଠାଣରେ ଶିଥିଳତା: ଆନ୍ଦୋଳନ ଚେତାବନୀ ଦେଲା କଂଗ୍ରେସ

ବରଗଡ଼ ଅଫିସ,୧୨।୬: ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ତେବେ ଜିଲାର ବିଭିନ୍ନ ମଣ୍ଡିରେ ଏହି ପ୍ରକ୍ରିୟା ଏବେ ମଧ୍ୟ ଅବ୍ୟବସ୍ଥିତ ହୋଇ...

ସୋସିଆଲ ମିଡିଆରେ ମହାପ୍ରଭୁଙ୍କ ଗୁପ୍ତ ବିଧି

ପୁରୀ ଅଫିସ,୨୯ା୭:ବିଶ୍ୱନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥ। ଦେଶ ବିଦେଶର ବିଭିନ୍ନ ସ୍ଥାନରେ ଶ୍ରୀଜଗନ୍ନାଥ ମନ୍ଦିର ରହିଛି। ସେଠାରେ ଶ୍ରଦ୍ଧାଳୁମାନେ ଠାକୁରମାନଙ୍କୁ ଉପାସନା କରୁଛନ୍ତି। ଏମିତି କି ଅନେକ...

କରୋନା ସହାୟତା ପାଇଁ ୨.0୩ କୋଟି ଦେଲେ ଆସିକା ଏମ୍‌ପି

ଆସିକା,୧ା୪(ଡି.ଏନ୍‌.ଏ.)- ଆସିକା ଏମ୍‌ପି ପ୍ରମିଳା ବିଷୋୟୀ କରୋନା ମୁକାବିଲା ପାଇଁ ୨କୋଟି ୩ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିଛନ୍ତି। ଏମ୍‌ପି ବିଷୋୟୀ ୩ଲକ୍ଷ ଟଙ୍କାର ଏକ...

Advertisement
Archives

Model This Week