ରିଲିଜ୍‌ ହେଲା ବହୁ ପ୍ରତୀକ୍ଷିତ ଫିଲ୍ମ ‘ଗଦର-୨’

ମୁମ୍ବାଇ: ବହୁ ପ୍ରତୀକ୍ଷିତ ଫିଲ୍ମ ‘ଗଦର-୨’ ଶୁକ୍ରବାର ସିନେମା ଘରେ ରିଲିଜ୍‌ ହୋଇଛି। ଅଭିନେତା ସନ୍ନି ଦେଓଲ ଏବଂ ଅମିଷା ପଟେଲ ଷ୍ଟାରର ଫିଲ୍ମ ଦେଖିବାକୁ ଦର୍ଶକ ବହୁ ଦିନ ଧରି ଅପେକ୍ଷା କରିଥିଲେ। ତାହା ଆଜି ଅନ୍ତ ହୋଇଛି।
ଅନିଲ ଶର୍ମାଙ୍କ ନିର୍ଦ୍ଦେଶିତ ‘ଗଦର-୨’ ହେଉଛି ୨୦୦୧ ମୂଳ ଚଳଚ୍ଚିତ୍ର ଗଦର ଏକ ପ୍ରେମ କଥାର ଏକ ସିକ୍ୱେଲ। ଏଥିରେ ସନି ଦେଓଲ, ତାରା ସିଂ ଏବଂ ଅମିଷା ପଟେଲ ସାକିନା ଭୂମିକାରେ ଅଭିନୟ କରିଥିଲେ। ‘ଗଦର ୨’ରେ ମଧ୍ୟ ଏହି ଯୋଡି ପୁଣି ଥରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଭାରତରେ ମଧ୍ୟାହ୍ନଭୋଜନର ପୌଷ୍ଟିକ ଦିଗକୁ ନେଇ ବହୁସମୟରେ ପ୍ରଶ୍ନ ଉଠୁଛି। ଏଥିପାଇଁ ପ୍ରାୟ ସବୁ ସ୍କୁଲରେ ଶିକ୍ଷକମାନେ ଚିନ୍ତାରେ ପଡ଼ୁଛନ୍ତି। ହେଲେ ନାଗାଲାଣ୍ଡ କୋହିମା ଜିଲାର ବିଶ୍ୱେମାର୍‌…

ସୁଖ ପରିଭାଷା

ଡାକ୍ତରୀ ପଢ଼ିବାକୁ ମନା କରିବା ଦ୍ବାରା ମା’ବାପାଙ୍କର ସ୍ବପ୍ନକୁ ଧୂଳିସାତ କରିଦେଇଥିଲେ ମଧ୍ୟ ନିଜ ପସନ୍ଦରେ ଫିଜିକ୍ସ ଅନର୍ସ ରଖି ପଢ଼ିବାର ସୁଯୋଗ ହାସଲ କରିପାରିଥିବାରୁ ବାପୁନ…

କଲରାରେ ଭରି ରହିଛି ଏସବୁ ଉପକାରୀ ଗୁଣ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗ ଦ୍ୱାରା ଆକ୍ରାନ୍ତ ହେବାର ଆଶଙ୍କା ଅଧିକ ରହିଛି। ତେବେ…

ଘରେ ଶୋଇଥିବାବେଳେ ଭୁଶୁଡ଼ିଲା କାନ୍ଥ, ଚାଲିଗଲା ଆଈ-ନାତିଙ୍କ ଜୀବନ, ଶବ୍ଦ ଶୁଣି…

ଜଳେଶ୍ୱର,୧୭ା୮(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନେତୁଆ ପଞ୍ଚାୟତର କପାସଦା ଗ୍ରାମରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ଘଟିଚି। ଘରେ ଶୋଇଥିବା ଅବସ୍ଥାରେ ହଠାତ୍‌…

ତଳକୁ ଚାହିଁବା ହେଉ

ଭାରତରେ ଗଣତନ୍ତ୍ରର ଅର୍ଥ ଓ ବାସ୍ତବତା ମଧ୍ୟରେ ଥିବା ବ୍ୟବଧାନ ସାଧାରଣ ଜନତାଙ୍କୁ ବିସ୍ମିତ କରିଛି । ମୁଷ୍ଟିମେୟ ଶାସକ ଗୋଷ୍ଠୀ ପାଇଁ ଗଣତନ୍ତ୍ର ଆଜି ପାଲଟିଛି…

୧୩ ଲକ୍ଷ ଫଲୋଅର୍ସ ଥିବା TikTok ଷ୍ଟାରଙ୍କୁ ସର୍ବସାଧାରଣରେ ଗୁଳି କରି ହତ୍ୟା

ଇସଲାମାବାଦ,୧୭।୮: ପାକିସ୍ତାନର ଜଣେ ଲୋକପ୍ରିୟ ଟିକଟକ ଷ୍ଟାର ଶାମସୁ ବିବି (ଉରଫ ଆୟେଶା ଗିଲାମାନା)ଙ୍କୁ ତକ୍ଷଶିଳାରେ ଅଜ୍ଞାତ ବନ୍ଧୁକଧାରୀ ମୋଟରସାଇକେଲରେ ଆସି ଗୁଳି କରି ହତ୍ୟା କରିଛନ୍ତି।…

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri