ରିଲିଜ୍‌ ହେଲା ବହୁ ପ୍ରତୀକ୍ଷିତ ଫିଲ୍ମ‘ଗଡଫାଦର’

ବହୁ ପ୍ରତୀକ୍ଷିତ ଫିଲ୍ମ ‘ଗଡଫାଦର’ ବୁଧବାର ରିଲିଜ୍‌ ହୋଇଯାଇଛି। ଫିଲ୍ମରେ ମେଗାଷ୍ଟାର୍‌ ଚିରଞ୍ଜୀବୀ ଏବଂ ସଲମାନ ଖାନ୍‌ ପ୍ରଥମ ଥର ପାଇଁ ସ୍କ୍ରିନ୍‌ ଶେୟାର କରିଛନ୍ତି। ଦୁହିଁଙ୍କ କେମେଷ୍ଟ୍ରିକୁ ଦେଖିବା ପାଇଁ ଦର୍ଶକଙ୍କ ଭିତରେ ଉତ୍ସାହ ଦେଖିବାକୁ ମିଳିଛି। ‘ଗଡଫାଦର’ ଏକ ଆକ୍ସନ ମୁଭି। ଯାହାକୁ ନିର୍ଦ୍ଦେଶନା ଦେଇଛନ୍ତି ମୋହନ ରାଜ। ନିକଟରେ ଏହାର ଟ୍ରେଲର ରିଲିଜ୍‌ ହୋଇଥିଲା। ଦର୍ଶକ ବେଶ୍‌ ପସନ୍ଦ ମଧ୍ୟ କରିଥିଲେ। ଚିରଞ୍ଜୀବୀ-ସଲମାନଙ୍କ ବ୍ୟତିତ ନୟନତାରା, ସତ୍ୟଦେବ, ବିଜୁ ମେନନ, ଏବଂ ମୁରଲୀ ମୋହନ ମୁଖ୍ୟ ଚରିତ୍ରରେ ଅଛନ୍ତି। ‘ଗଡଫାଦର’ ଫିଲ୍ମଟି ସଲମାନଙ୍କ ପ୍ରଥମ ତେଲୁଗୁ ଫିଲ୍ମ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସ୍ତୁତି ପଥେ ‘ଗୁଲାବୋ ସିତାବୋ’

ଲକ୍ଷ୍ନୌ: ଅଭିନେତା ଆୟୁଷ୍ମାନ୍‌ ଖୁରାନା ତାଙ୍କର ପରବର୍ତ୍ତୀ ଫିଲ୍ମ ‘ଗୁଲାବୋ ସିତାବୋ’ ଶୁଟିଂ ପାଇଁ ପ୍ରସ୍ତୁତ ହେଉଛନ୍ତି। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଅମିତାଭ ବଚ୍ଚନ ଅଭିନୟ...

ଫିଲ୍ମ ‘ସୂର୍ଯ୍ୟବଂଶୀ’ରେ ଏହି ଚରିତ୍ରରେ ନଜର ଆସିବେ କ୍ୟାଟ୍ରିନା

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର ଓ ବଲିଉଡ୍‌ ଦିବା କ୍ର଼୍ୟାଟ୍ରିନା କୈଫ ପୁଣି ଥରେ ଏକାଠି ସ୍କ୍ରିନ୍‌ ଶେୟାର କରିବାକୁ ଯାଉଛନ୍ତି। ରୋହିତ...

ଡ୍ରଗ୍ସ ମାଫିଆଙ୍କ ସହ ରିୟା ଚକ୍ରବର୍ତ୍ତୀଙ୍କ ସମ୍ପର୍କ ଥିବା ପ୍ରମାଣିତ ହୋଇଛି: ବିହାର ଡିଜିପି

ପାଟଣା,୮।୯-ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସର ସଂଯୋଗ ସମ୍ପର୍କରେ ଅନୁସନ୍ଧାନ କରୁଥିବା ନାକୋର୍ର୍ଟିକ କଣ୍ଟ୍ରୋଲ ଅଫ ବ୍ୟୁରୋ (ଏନ୍‌ସିବି) ମଙ୍ଗଳବାର ଅଭିନେତ୍ରୀ...

ଛେଳି ଚରାଉଛନ୍ତି ସାରା

ବଲିଉଡ ଅଭିନେତ୍ରୀ ସାରା ଅଲି ଖାନ ଫିଲ୍ମ ଜଗତରେ ତଥା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ସେ ପ୍ରାୟତଃ ସୋସିଆଲ ମିଡିଆରେ ନିଜର ଭିଡିଓ ଏବଂ...

ନିକଙ୍କ ଜେରକ୍ସ କପି ହେଉଛନ୍ତି ମାଳତି

ମୁମ୍ବାଇ: ଆମ ଆଦମୀ ପାର୍ଟିର ବିଧାୟକ ରାଘବ ଚଢା ଓ ବଲିଉଡ ଅଭିନେତ୍ରୀ ପରିଣିତି ଚୋପ୍ରାଙ୍କ ବିବାହ ଖବର ମଧ୍ୟରେ ଭାରତ ପହଞ୍ଚିଛନ୍ତି ବଲିଉଡ ଦେଶୀ...

ବଲିଉଡ୍‌ ପାଇଁ…

ରାଧିକା ମଦନ ଯେତେବେଳେ ବଲିଉଡ୍‌ରେ ଏଣ୍ଟ୍ରି ପାଇଁ ମନ ବଳାଇଲେ, ସେତେବେଳେ ତାଙ୍କୁ ଦୁଇଟି ଜିନିଷ ମଧ୍ୟରୁ ଗୋଟିଏକୁ ଚଏସ୍‌ କରିବାକୁ ପଡିଥିଲା। କାରଣ ସେତେବେଳେ...

ପିଲାଦିନ ଫଟୋ ଶେୟାର କଲେ ଏହି ଲୋକପ୍ରିୟ ଅଭିନେତ୍ରୀ, ଖୁବ୍‌ ଶ୍ରୀଘ୍ର ଅଭିଷେକଙ୍କ ସହ ଆସିବେ ନଜର

ବଲିଉଡ ଅଭିନେତ୍ରୀ ଇଲିଆନା ଡିକ୍ରୁଜ ସେହି ତାରକାଙ୍କ ମଧ୍ୟରୁ ଜଣେ ଯିଏ, ସୋସିଆଲ ମିଡିଆରେ ବହୁତ ସକ୍ରିୟ ଅଟନ୍ତି। ଇଲିଆନା ସୋସିଆଲ ମିଡିଆରେ ନିଜର ବାସ୍ତବ...

୨୯ ବର୍ଷ ପୂର୍ବେ ମୁସଲମାନ ଯୁବତୀଙ୍କ ହାତ ଧରିଥିଲେ ସୁନିଲ ସେଟ୍ଟୀ; ପରିବାରକୁ ବୁଝାଇବାକୁ ଲାଗିଥିଲା ନଅ ବର୍ଷ

ବମ୍ବେ: ବଲିଉଡ୍‌ରେ ଡେବ୍ୟୁ କରିବା ପୂର୍ବରୁ ହାତକୁ ଦୁଇ ହାତ ହୋଇସାରିଥିଲେ ଅଭିନେତା ସୁନିଲ ସେଟ୍ଟୀ। ୧୯୯୧ରେ ମାନାଙ୍କୁ ପ୍ରେମ ବିବାହ କରିଥିଲେ ସୁନିଲ। କୋନେପିୟନ...

Advertisement
Archives

Model This Week