ଆଜି ରିଲିଜ୍‌ ହେବ ବହୁ ପ୍ରତୀକ୍ଷିତ ଫିଲ୍ମ‘ଆର୍‌ଆର୍‌ଆର୍‌’

ବହୁ ଦିନର ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି। ନିର୍ଦ୍ଦେଶକ ଏସ୍‌ ଏସ୍‌ ରାଜାମୌଲିଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ‘ଆର୍‌ଆର୍‌ଆର୍‌’ ଆଜି ପ୍ରେକ୍ଷାଳୟରେ ରିଲିଜ୍‌ ହେବ। ଦର୍ଶକଙ୍କ ମଧ୍ୟରେ ଫିଲ୍ମକୁ ନେଇ କ୍ରେଜ୍‌ ରହିଛି। ରିଲିଜ୍‌ ହେବା ପୂର୍ବରୁ ସିନେମା ହଲରେ ଟିକେଟ୍‌ ଶେଷ ହୋଇଯାଇଥିବା ଦେଖିବାକୁ ମିଳିଛି। ଏହି ଫିଲ୍ମରେ ଜୁନିୟର ଏନ୍‌ଟିଆର ଏବଂ ରାମ ଚରଣ ନଜର ଆସିବେ। ତେବେ ଫିଲ୍ମରେ ଦୁହିଁଙ୍କ କେମେଷ୍ଟ୍ରି କେମିତି କ’ଣ ରହିଛି ତାହାକୁ ଦେଖିବାକୁ ଦର୍ଶକ ଉତ୍ସାହର ସହ ଅପେକ୍ଷା କରିଛନ୍ତି। ଏହା ବ୍ୟତିତ ଆଲିଆ ଭଟ୍ଟ,ଅଜୟ ଦେବଗନ ନଜର ଆସିବେ। କରୋନା ଯୋଗୁ ଫିଲ୍ମର ରିଲିଜ୍‌ ତାରିଖକୁ ଅନେକ ଥର ସ୍ଥଗିତ ରଖାଯାଇଥିଲା। ଫିଲ୍ମଟି ଅନେକ ଭାଷାରେ ରିଲିଜ୍‌ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡର ପ୍ରସିଦ୍ଧ ହେୟାର ଷ୍ଟାଇଲିଷ୍ଟ୍‌ ସୂରଜ ଗୋଦାମ୍ବେ ଗିରଫ

ମୁମ୍ବାଇ,୧୦।୧୨-ଡ୍ରଗ୍ସ କାରବାର ମାମଲାରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ବଲିଉଡର ନାମିଦାମୀ ହେୟାର ଷ୍ଟାଇଲିଷ୍ଟଙ୍କୁ ଗିରଫ କରିଛି। ସେ ହେଲେ ସୂରଜ ଗୋଦାମ୍ବେ। ଏଥିସହିତ ଆଉ...

ପ୍ରିୟଙ୍କାଙ୍କୁ ଶୁଭେଚ୍ଛା ଜଣାଇଲେ ଅନୁଷ୍କା, ଲେଖିଲେ ଏମିତି କିଛି…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା- ସ୍ବାମୀ ନିକ୍‌ ଜୋନାସଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଅଭିନେତ୍ରୀ ଅନୁଷ୍କା ଶର୍ମା। ପ୍ରିୟଙ୍କା ଏବଂ ନିକ୍‌ ସରୋଗେସି ମାଧ୍ୟମରେ ନିକଟରେ...

‘ବେଲା ହେଡିଡ୍‌’ ବିଶ୍ୱର ସବୁଠୁ ସୁନ୍ଦରୀ

ନୂଆଦିଲ୍ଲୀ: ଗ୍ରୀକ୍‌ ଗଣନା ଅନୁସାରେ ୨୩ ବର୍ଷୀୟା ସୁପର୍‌ ମଡେଲ୍‌ ବେଲା ହେଡିଡ୍‌ ହେଉଛନ୍ତି ବିଶ୍ୱର ସବୁଠାରୁ ସୁନ୍ଦରୀ ମହିଳା। ‘ଗୋଲ୍‌ଡେନ୍‌ ରେସିଓ ଅଫ୍‌ ବିଉଟି...

ଦ୍ୱିତୀୟ ବିବାହ କଲେ ନୀନା ଗୁପ୍ତାଙ୍କ ଝିଅ ମସାବା

ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ବଲିଉଡ୍‌ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଝିଅ ମସାବା। ଦୀର୍ଘଦିନର ପ୍ରେମିକ ସତ୍ୟଦୀପ ମିଶ୍ରାଙ୍କ ହାତ ଧରିଛନ୍ତି ସେ। ବେଶ...

ପରିବର୍ତ୍ତନ ହେବ ଶାହାରୁଖଙ୍କ ଫିଲ୍ମର ଟାଇଟଲ!

ମୁମ୍ବାଇ: ବଲିଉଡ କିଙ୍ଗ ଖାଁ ଶାହାରୁଖ ଖାଁ ଓ ଦୀପିକା ପାଦୁକୋନଙ୍କ ଫିଲ୍ମ ‘ପଠାନ’ ୨୫ ଜାନୁୟାରୀରେ ରିଲିଜ ହେବାକୁ ପ୍ରସ୍ତୁତ ହୋଇଗଲାଣି । ହେଲେ...

ଫେବୃୟାରୀରେ ରିଲିଜ୍ ହେବ ‘ଶେହଜାଦା’

ମୁମ୍ବାଇ: କାର୍ତ୍ତିକ ଆର୍ଯ୍ୟନ ଓ କ୍ରିତି ସାନନଙ୍କ ମୋଷ୍ଟ ଆୱେଟେଡ ମୁଭି ‘ଶେହଜାଦା’କୁ ନେଇ ଦର୍ଶକଙ୍କ ମଧ୍ୟରେ ଉତ୍ସାହ ବଢି ଯାଇଛି । ଗୁରୁବାର ମୁମ୍ବାଇର...

ରୁଖସାନା ଭୂମିକାରେ ନଜର ଆସିବେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ ବାୟୋପିକ ଟ୍ରେଣ୍ଡରେ ଏବେ ଆଉ ଜଣଙ୍କ ନାଁ ସାମିଲ ହେବାକୁ ଯାଉଛି । ୮ ଅଗଷ୍ଟ ୨୦୧୯ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆର୍ଟିକଲ...

ବର୍ଷକ ମଧ୍ୟରେ ଦ୍ୱିତୀୟଥର ମା’ ହେଲେ ଦେବିନା

ଟେଲି ଅଭିନେତ୍ରୀ ଦେବିନା ବାନାର୍ଜୀ ପୁଣି ଥରେ ମା’ ହୋଇଛନ୍ତି। ଦେବିନା ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଛନ୍ତି। ଅଭିନେତା ତଥା ଦେବିନାଙ୍କ ସ୍ବାମୀ ଗୁରୁମିତ...

Advertisement
Archives

Model This Week