ରିଲିଜ୍‌ ହେଲା ବହୁ ପ୍ରତୀକ୍ଷିତ ଫିଲ୍ମ’ସୂର୍ଯ୍ୟବଂଶୀ’

ମୁମ୍ବାଇ: ଅଭିନେତା ଅକ୍ଷୟ କୁମାରଙ୍କ ଅଭିନୀତ ବହୁ ପ୍ରତୀକ୍ଷିତ ଫିଲ୍ମ’ସୂର୍ଯ୍ୟବଂଶୀ’ ଶୁକ୍ରବାର ରିଲିଜ୍‌ ହୋଇଯାଇଛି। । ତେବେ ଦର୍ଶକଙ୍କ ଅପେକ୍ଷାର ଅନ୍ତ ଘଟିଛି। ଅନେକ ଦିନ ପରେ ଅକ୍ଷୟ-କାଟ୍ରିନାଙ୍କ ଏହି ଫିଲ୍ମ ରିଲିଜ୍‌ ହୋଇଥିବାରୁ ଦର୍ଶକ ଉତ୍ସାହିତ ଅଛନ୍ତି। ତାଙ୍କ ଦୁଇ ଜଣଙ୍କ ଯୋଡିକୁ ଦର୍ଶକ ବେଶ୍‌ ପସନ୍ଦ କରନ୍ତି।

ଏହି ଫିଲ୍ମରେ ଦମଦାର ଆକ୍ସନ ସହ କମେଡିର ତଡକା ଜୋରଦାର ରହିଛି । ଦେଶର ତିନି ହଜାରରୁ ଅଧିକ ଓ ବିଦେଶରେ ୧୩୦୦ ସ୍କିିନରେ ରିଲିଜ୍‌ ହୋଇଛି ଏହି ଫିଲ୍ମ । ଅନେକ ଜାଗାରେ ଫାଷ୍ଟ ଡେ’ ଫାଷ୍ଟ ଶୋ’ରେ ପ୍ରବଳ ଭିଡ ମଧ୍ୟ ଲାଗି ରହିଛି ।
ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି ରୋହିତ୍‌ ଶେଟ୍ଟୀ । ତେବେ ଏହାର ଗୀତ ରିଲିଜ ହେବା ପରେ ଦର୍ଶକ ପସନ୍ଦ ମଧ୍ୟ କରିଛନ୍ତି। ।


Enter your email to get our daily news in your inbox.

All Right Reserved By Dharitri.Com

ସଚିନଙ୍କ ଭଳି ହେବେ ବୈଭବ! BCCIର ୫ ପ୍ଲାନ୍‌ରେ ବଦଳିବ ଯୁବ ତାରକାଙ୍କ ଭବିଷ୍ୟତ

ନୂଆଦିଲ୍ଲୀ,୪।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ଚର୍ଚ୍ଚା ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ ସ୍ବପ୍ନ ଦେଖୁଛି ବିସିସିଆଇ। ଭାରତୀୟ କ୍ରିକେଟ୍ର ମହାନ…

ରାତିଅଧରେ ଫାର୍ମ ହାଉସକୁ ଡାକିନେଇ ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ: ମରିଗଲା ଭାବି…

ଦିଗପହଣ୍ଡି,୪|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟିର ପ୍ରମୁଖ ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ପାକିସ୍ତାନର ବୟାନବାଜି: ‘ବଞ୍ଚିବା ପାଇଁ ଭାରତର ସାହାରା ନେବାକୁ ପଡୁଛି’, ଜାଣନ୍ତୁ କିଏ କହିଲେ ଏମିତି ଯାହା ହେଉଛି ଭାଇରାଲ

ଇସଲାମାବାଦ,୪।୯: ମୋହସିନ ନକଭି ପାକିସ୍ତାନ କ୍ରିକେଟ ବୋର୍ଡର ଅଧ୍ୟକ୍ଷ ହେବା ପରଠାରୁ, ପାକିସ୍ତାନ କ୍ରିକେଟ ନିମ୍ନଗାମୀ ହୋଇ ପଡ଼ିଛି, ରାସ୍ତାରେ ଗମ୍ଭୀର ଅଭିଯୋଗର ସମ୍ମୁଖୀନ ହେଉଛି। ଦଳ…

୧ ଅକ୍ଟୋବରରୁ SBIର ନୂଆ ନିୟମ: ସାଲାରି ଆକାଉଣ୍ଟଧାରୀଙ୍କ ପାଇଁ ଲାଗିବ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୪।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ନିଜ ସାଲାରି ପ୍ୟାକେଜ ଆକାଉଣ୍ଟ ହୋଲ୍ଡରଙ୍କ ପାଇଁ ATM ଟ୍ରାଞ୍ଜାକ୍ସନ ନିୟମରେ…

ମଣିଷ ଭଳି ଭାବିବ AI! OpenAI ଲଞ୍ଚ କଲା GPT-6 Astra

ନୂଆଦିଲ୍ଲୀ,୪।୯: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ ନେଇଛି OpenAI । କମ୍ପାନୀ ନିଜର ନୂଆ AI ମଡେଲ୍ GPT-6 Astraର ରୋଲ୍‌ଆଉଟ୍ ଆରମ୍ଭ…

Vaibhav Sooryavanshi ଖେଳିବେ ନା ନାହିଁ? ନିଷ୍ପତ୍ତି ଗୌତମ ଗମ୍ଭୀରଙ୍କ ଉପରେ ନିର୍ଭର କରେ

ନୂଆଦିଲ୍ଲୀ,୪।୯: ଦକ୍ଷିଣ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ଫାଇନାଲ ସେପ୍ଟେମ୍ବର 6 ରୁ ଚେନ୍ନାଇରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚରେ Vaibhav…

ମେଲୋନିଙ୍କୁ ଖାସ୍‌ ମେସେଜ୍‌ ପଠାଇଲେ ମୋଦି, କହିଲେ ଡିୟର…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୪।୯: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନୂଆ ରାଜନୈତିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଉପଲବ୍ଧି ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଅଭିନନ୍ଦନ…

ସିଏମ୍‌ କିଷାନ ମେଳାରେ ଚାଷୀଙ୍କ ବିକ୍ଷୋଭ: ଅତିଥି ଭାଷଣ ଦେବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକରେ ଶୁକ୍ରବାର ଅନୁଷ୍ଠିତ ସିଏମ୍‌ କିଷାନ ମେଳାରେ ଚାଷୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ, ଜିଲା ମୁଖ୍ୟ କୃଷି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri