କାଦୁଅରେ ଉବୁଟୁବୁ ମେଡୁବାଡ଼ିଠାରୁ ତଜଡ଼ବାଡ଼ି ରାସ୍ତା

ଦାରିଙ୍ଗବାଡ଼ି,୧୦।୭(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର କିରିକୁଟି ପଞ୍ଚାୟତ ତଜଡ଼ବାଡ଼ି ଗ୍ରାମକୁ ସବୁଦିନିଆ ରାସ୍ତାଟିଏ ନଥିବା ବେଳେ ଏବେ ସେହି ପାଦଚଲା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି ା ଗ୍ରାମବାସୀ କର୍ଦ୍ଦମାତ୍ର ରାସ୍ତାରେ ଯାତାୟାତ କରୁଛନ୍ତି। ଏ ନେଇ ଅଞ୍ଚଳବାସୀ ବାରମ୍ବାର ପ୍ରଶାସନକୁ ଜଣାଇଥିଲେ ସୁଦ୍ଧା ଗାଁକୁ ଭଲ ରାସ୍ତାଟିଏ ହୋଇପାରିଲା ନାହିଁ ବୋଲି ଅଞ୍ଚଳର ମୋହନ ପ୍ରଧାନ କହିଛନ୍ତି। ଶୀଘ୍ର ଉକ୍ତ ଗ୍ରାମକୁ ସବୁଦିନିଆ ଭଲରାସ୍ତାଟିଏ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ପ୍ରବଳ ବର୍ଷା ଯୋଗୁ ଏବେ ଗ୍ରାମବାସୀ ନିଜ ପଞ୍ଚାୟତରେ ପହଞ୍ଚି ସାଧାରଣ ବଣ୍ଟନ ସାମଗ୍ରୀ ନେବା କଷ୍ଟକର ହୋଇପଡ଼ିଥିବା ବେଳେ ବୃଦ୍ଧାବୃଦ୍ଧ ଏବଂ ଦିବ୍ୟାଙ୍ଗମାନେ ନିଜ ଭତ୍ତାଟଙ୍କା ନେବାକୁ ଗାଁରୁ ବାହାରି ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚିବା ସମ୍ଭବ ହୋଇ ପାରୁନଥିବା ଜଣାପଡ଼ିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri