କାଦୁଅରେ ଉବୁଟୁବୁ ମେଡୁବାଡ଼ିଠାରୁ ତଜଡ଼ବାଡ଼ି ରାସ୍ତା

ଦାରିଙ୍ଗବାଡ଼ି,୧୦।୭(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର କିରିକୁଟି ପଞ୍ଚାୟତ ତଜଡ଼ବାଡ଼ି ଗ୍ରାମକୁ ସବୁଦିନିଆ ରାସ୍ତାଟିଏ ନଥିବା ବେଳେ ଏବେ ସେହି ପାଦଚଲା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି ା ଗ୍ରାମବାସୀ କର୍ଦ୍ଦମାତ୍ର ରାସ୍ତାରେ ଯାତାୟାତ କରୁଛନ୍ତି। ଏ ନେଇ ଅଞ୍ଚଳବାସୀ ବାରମ୍ବାର ପ୍ରଶାସନକୁ ଜଣାଇଥିଲେ ସୁଦ୍ଧା ଗାଁକୁ ଭଲ ରାସ୍ତାଟିଏ ହୋଇପାରିଲା ନାହିଁ ବୋଲି ଅଞ୍ଚଳର ମୋହନ ପ୍ରଧାନ କହିଛନ୍ତି। ଶୀଘ୍ର ଉକ୍ତ ଗ୍ରାମକୁ ସବୁଦିନିଆ ଭଲରାସ୍ତାଟିଏ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ପ୍ରବଳ ବର୍ଷା ଯୋଗୁ ଏବେ ଗ୍ରାମବାସୀ ନିଜ ପଞ୍ଚାୟତରେ ପହଞ୍ଚି ସାଧାରଣ ବଣ୍ଟନ ସାମଗ୍ରୀ ନେବା କଷ୍ଟକର ହୋଇପଡ଼ିଥିବା ବେଳେ ବୃଦ୍ଧାବୃଦ୍ଧ ଏବଂ ଦିବ୍ୟାଙ୍ଗମାନେ ନିଜ ଭତ୍ତାଟଙ୍କା ନେବାକୁ ଗାଁରୁ ବାହାରି ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚିବା ସମ୍ଭବ ହୋଇ ପାରୁନଥିବା ଜଣାପଡ଼ିଛି ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?