Posted inଫୁରସତ

ଗୁମ୍ଫା ଭିତରେ ରହସ୍ୟମୟ ସେତୁ

ମାଡ୍ରିଡ୍‌: ସ୍ପେନ୍‌ର ମାଲୋର୍କା ଦ୍ୱୀପରେ ଥିବା ଜେନୋଭେସା ଗୁମ୍ଫାର ଗଭୀରରେ ପୋତି ହୋଇ ରହିଥିବା ଏକ ପ୍ରାଚୀନ ସେତୁକୁ ନେଇ ଜର୍ନାଲ କମ୍ୟୁନିକେଶନ ଆର୍ଥ୍‌ ଆଣ୍ଡ୍‌ ଏନ୍‌ଭାଇରନ୍‌ମେଣ୍ଟ ପତ୍ରିକାରେ ଗୋଟିଏ ନୂତନ ଅଧ୍ୟୟନ ପ୍ରକାଶିତ ହୋଇଛି। ଉକ୍ତ ଅଧ୍ୟୟନରୁ ପଶ୍ଚିମ ଭୂମଧ୍ୟସାଗର ଅଞ୍ଚଳରେ ମାନବ ବସତିର ସମୟକୁ ନେଇ ବିସ୍ତୃତ ଅନୁସନ୍ଧାନ ମିଳିପାରିଛି।
ରେକର୍ଡର ଅଭାବ ଏବଂ ସୀମିତ ପ୍ରତ୍ନତାତ୍ତ୍ୱିକ ପ୍ରମାଣ ଯୋଗୁ ମଣିଷ ପ୍ରଥମେ କେତେବେଳେ ଭୂମଧ୍ୟସାଗରୀୟ ଦ୍ୱୀପପୁଞ୍ଜରେ ବସବାସ କରୁଥିଲା ସେ ନେଇ ନିର୍ଣ୍ଣୟ କରିବା ବୈଜ୍ଞାନିକଙ୍କ ପାଇଁ କଷ୍ଟକର ହୋଇପଡୁଥିଲା। ତେବେ ବର୍ତ୍ତମାନ ବୁଡ଼ି ଯାଇଥିବା ଉକ୍ତ ପ୍ରାଚୀନ ସେତୁରୁ ମାଲୋର୍କା ଦ୍ୱୀପପୁଞ୍ଜରେ ମାନବ ସଭ୍ୟତା କେଉଁ ସମୟରେ ବସବାସ କରୁଥିଲେ ତାହା ଜଣାପଡ଼ିଛି। ଅଧ୍ୟୟନ ଅନୁଯାୟୀ, ପ୍ରାଚୀନ ସେତୁରୁ ମିଳିଥିବା ଖଣିଜ ଗଠନରୁ ଏହି ସଂରଚନା ପ୍ରାୟ ୬,୦୦୦ ବର୍ଷ ପୂର୍ବେ ନିର୍ମିତ ହୋଇଥିଲା ବୋଲି ଅଧ୍ୟୟନରେ କୁହାଯାଇଛି। ଅଧ୍ୟୟନ ଅନୁଯାୟୀ, ଏହି ପ୍ରାଚୀନ ସେତୁ ବଡ଼ ଏବଂ ଭାରୀ ଚୂନପଥର ଖଣ୍ଡରେ ନିର୍ମିତ ହୋଇଥିବାବେଳେ ଏହାର ପ୍ରସ୍ଥ ୪.୨ ଫୁଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଟଙ୍କାର ବେଲୁନ ବି ନେଇପାରେ ଜୀବନ!

ପ୍ରୟାଗରାଜ,୪।୧୦: ପ୍ରୟାଗରାଜର ସରାଇ ଇନାୟତ ପୋଲିସ ଷ୍ଟେଶନ ଅଞ୍ଚଳର ଫତୁହାଁ ଗ୍ରାମରେ ଏକ ମାମଲା ସାମ୍ନାକୁ ଆସିଛି, ଯାହା ଶୁଣି ଲୋକମାନେ କେବଳ ଆଶ୍ଚର୍ଯ୍ୟ ହୋଇନାହାଁନ୍ତି,...

ଏମିତି ଏକ ଗାଁ ଯେଉଁଠି କାହାରି ଘରେ ହୁଏ ନାହିଁ ରୋଷେଇ

ଗାନ୍ଧିନଗର: ଗୁଜୁରାଟରେ ଦେଶର ଏକ ଅନନ୍ୟ ଗ୍ରାମ ଅଛି। ଏହି ଗାଁର କୌଣସି ଘରେ ଖାଦ୍ୟ ରନ୍ଧାଯାଏ ନାହିଁ। ବିଶେଷ କଥା ହେଉଛି ଏହି ଗାଁରେ...

କାହିଁକି ଭାରତୀୟ ନୋଟ୍‌ରେ ରହିଥାଏ ଗାନ୍ଧୀଙ୍କ ଫଟୋ? ଜାଣନ୍ତୁ ଏହାର ରହସ୍ୟ…

ଆପଣ ପ୍ରତି ଭାରତୀୟ ନୋଟ୍‌ରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଫଟୋ ଦେଖିଥିବେ। ସେଇଟା ୧୦ଟଙ୍କିଆ ହେଉ କି ୫୦୦ ସବୁଥିରେ ଗାନ୍ଧୀଙ୍କ ଫଟୋ ଥିବା...

ପରିବାରରେ ୭୦୦ ସଦସ୍ୟ

କାମ୍ପାଲା : ପୁରାତନ କାଳରେ ପ୍ରାୟ ସମସ୍ତଙ୍କର ପରିବାର ବଡ଼ ଥିଲା ଏବଂ ପରିବାରରେ ସମସ୍ତେ ମିଳିମିଶି ରହୁଥିଲେ। ସେତେବେଳେ ଘରର ବିଭିନ୍ନ କାର୍ଯ୍ୟକୁ ପରିବାର ସମସ୍ତ...

ବୟସ୍କଙ୍କୁ ମର୍ଯ୍ୟାଦା

ବୟସ୍କ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ, କଲ୍ୟାଣ ଏବଂ ଅଧିକାର ବିଷୟରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ୧ ଅକ୍ଟୋବରରେ ‘ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ’ ପାଳନ...

ଏଠାରେ ପ୍ରତିଦିନ ସ୍ବାମୀ ବଦଳାନ୍ତି ମହିଳା, ଗର୍ଭବତୀ ହେଲେ…

ମହାଭାରତରେ ଦ୍ରୋପଦୀ ପାଣ୍ଡବଙ୍କୁ ବିବାହ କରିଥିଲେ। ଭୁଲ ବୁଝାମଣା ହେତୁ ଦ୍ରୋପଦୀଙ୍କୁ ୫ ସ୍ବାମୀ ମିଳିଥିଲେ। କିନ୍ତୁ ଆପଣ ଜାଣନ୍ତି କି ଆଜି ବି ଭାରତରେ...

ନର୍ସଙ୍କ ଚିତ୍ର ଆଙ୍କିଲେ ରୋଗୀ

ନୂଆଦିଲ୍ଲୀ: ପ୍ରାଞ୍ଜଳୀ ଚଭନ ନାମ୍ନୀ ଜଣେ ଡିଜିଟାଲ ଆର୍ଟିଷ୍ଟ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଯୋଗୁ ଏକ ହସ୍ପିଟାଲରେ କିଛି ଦିନ ପାଇଁ ଭର୍ତ୍ତି ହୋଇଥିଲେ। ସେ ଏହି...

୧୨ ବର୍ଷରେ ଥରେ ଫୁଟୁଛି ଦୁର୍ଲଭ ଫୁଲ

ଚେନ୍ନାଇ: ତାମିଲନାଡ଼ୁ କ୍ୟାଡର୍‌ ଆଇଏଏସ୍‌ ତଥା ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସୁପ୍ରିୟା ସାହୁ ତାଙ୍କ ଏକ୍ସ’ ଆଇଡିରେ କିଛି ଦୁର୍ଲଭ ପ୍ରଜାତିର ଫୁଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri