ଆଜି ପ୍ରକାଶ ପାଇବ ନାକ୍‌ ରିପୋର୍ଟ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ):ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁଙ୍କ ଦ୍ୱାରା ସୋମବାର ନାକ ରିପୋର୍ଟ ପ୍ରକାଶ ପାଇବ। ରାଜ୍ୟରେ ମୋଟ ୧୧୦୦ କଲେଜ ଏବଂ ବିଶ୍ୱବିଦ୍ୟାଳୟ ଥିବାବେଳେ ସେଥିରୁ ୨୮୦ଟି ନାକ୍‌ ସ୍ବୀକୃତିପ୍ରାପ୍ତ ଅଛି। ଉକ୍ତ କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକର ଏକ ରିପୋର୍ଟ ପ୍ରସ୍ତୁତ ହୋଇଛି। କରୋନା ମହାମାରୀ ଯୋଗୁ ବିଳମ୍ବରେ ଏହି ରିପୋର୍ଟ ପ୍ରକାଶ ପାଇବ। ନାକ୍‌ ଅଧୀନରେ ରହିଥିବା ସରକାରୀ ଏବଂ ବେସରକାରୀ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ କେଉଁଥିରେ କିଏ ଶିକ୍ଷାଦାନ, ଶିକ୍ଷାଗ୍ରହଣ ନେଇ ର଼୍ୟାଙ୍କିଙ୍ଗ୍‌ ପ୍ରସ୍ତୁତ ହୋଇଛି। ଏନେଇ ଏକ ପୁସ୍ତକ ପ୍ରସ୍ତୁତ କରାଯାଇଛି। ଏଥିରେ ଓଡିଶାର ଇତିହାସ ନେଇ ବିଭିନ୍ନ ବିଷୟବସ୍ତୁ ଥିବାବେଳେ ଶିକ୍ଷାଦାନ ଓ ଶିକ୍ଷାଗ୍ରହଣ କ୍ଷେତ୍ରରେ ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ କେଉଁଠି ଭୁଲ୍‌ ରହିଛି ତା’ଉପରେ ତଥ୍ୟ ସଂଗୃହିତ କରି ରଖାଯାଇଛି। ମୁଖ୍ୟତଃ ୭ଟି ବିଷୟ ଉପରେ ଆଧାରିତ ପଏଣ୍ଟକୁ ନେଇ ର଼୍ୟାଙ୍କିଙ୍ଗ୍‌ ଦିଆଯାଏ। ଏନେଇ ବାହାରୁ ନାକ୍‌ର ଦୁଇଜଣ ଅଧିକାରୀ ଓଡିଶା ଆସିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପରୀକ୍ଷା ପେ ଚର୍ଚ୍ଚା’: ଛାତ୍ରୀଛାତ୍ରଙ୍କୁ ଟିପ୍ସ ଦେଲେ ମୋଦି

ନୂଆଦିଲ୍ଲୀ,୬।୨: ‘ପରୀକ୍ଷା ପେ ଚର୍ଚ୍ଚା’ର ୯ମ ସଂସ୍କରଣ ଆରମ୍ଭ ହୋଇଛି। ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ଛାତ୍ରୀଛାତ୍ର, ଶିକ୍ଷକ ଏବଂ ଅଭିଭାବକଙ୍କ ସହ…

ସ୍କୁଲ ଯାଇ ନିଖୋଜ ଥିଲେ ଦଶମ ଶ୍ରେଣୀ ଛାତ୍ରୀ: ଜଙ୍ଗଲରୁ ମିଳିଲା…

ରାଉରକେଲା,୬।୨(ଦୀନେଶ କୁମାର ମିଶ୍ର): ସୁନ୍ଦରଗଡ଼ ଜିଲା ବିସ୍ରା ଥାନା ଅନ୍ତର୍ଗତ ଜାମ୍ବେର୍ନା ଗ୍ରାମରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ଏ ଘଟଣା…

ଆପଣଙ୍କ ଇମେଲ୍ ଏବଂ ତଥ୍ୟ ସୁରକ୍ଷିତ ତ? ଏମିତି କରନ୍ତୁ ଯାଞ୍ଚ

ଭୁବନେଶ୍ୱର,୬।୨: ବର୍ତ୍ତମାନର ଡିଜିଟାଲ ଯୁଗରେ ତଥ୍ୟ ଚୋରି ବା ‘ଡାଟା ବ୍ରିଚ୍’ ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ଆପଣଙ୍କ ବ୍ୟକ୍ତିଗତ ଇମେଲ୍ ଆଇଡି (Email…

ଆଉ ରହିବ ନାହିଁ ଘର ଭଡ଼ା ଟେନସନ: ଭଡ଼ାରେ ଘର ଦେବେ ସରକାର

ଭୁବନେଶ୍ୱର,୬।୨: ଗରିବ ଲୋକଙ୍କ ପାଇଁ ନୂଆ ନୂଆ ଯୋଜନା ଆଣୁଛନ୍ତି ମୋହନ ସରକାର। ଏଣିକି ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଟେନସନ। ଏଣିକି ସହରୀ…

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର: ବଢିଲା ଟଙ୍କା ଫେରସ୍ତ ପ୍ରକ୍ରିୟା ଅବଧି

ଭୁବନେଶ୍ୱର,୬।୨: ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର। ପୁଣି ଟଙ୍କା ଫେରସ୍ତ ପାଇଁ ସମୟ ଦେଲେ ରାଜ୍ୟ ସରକାର। ଫଳରେ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଟଙ୍କା…

ବରଗଡରେ ଚାଞ୍ଚଲ୍ୟ: ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି, ଚାଲିଗଲା ୨ ଯୁବକଙ୍କ ଜୀବନ

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ):ବରଗଡ ହାଟପଦା ସାଇ ମନ୍ଦିର ପାଖରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ୨ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ, ସ୍ଥାନୀୟ କଲେଜ ରୋଡ ବାସିନ୍ଦା ପ୍ରଦୀପ…

ଶିକ୍ଷା ବ୍ୟବସ୍ଥା ପ୍ରଶ୍ନକୁ ଏଡାଇ ଚାଲିଗଲେ ଜିଲାପାଳ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ନୀତି ଆୟୋଗଙ୍କ ‘ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ’ (Aspirational Blocks Programme) ଅଧୀନରେ…

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri