ଛତ୍ରପୁର ଏନ୍‌ଏସି ଉପାଧ୍ୟକ୍ଷ ହେଲେ ଜି. ପାପା ରାଓ

ଛତ୍ରପୁର,୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି ଉପାଧ୍ୟକ୍ଷ ଭାବେ ୪ ନମ୍ବର ଓ୍ବାର୍ଡ ବିଜେଡି କାଉନସିଲର ଜି. ପାପା ରାଓ ଗୁରୁବାର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଉପାଧ୍ୟକ୍ଷ ପଦବୀ ଲାଗି ପାପା ନାମାଙ୍କନପତ୍ର ଦାଖଲ କରିଥିଲେ। ବିଜେଡି ପକ୍ଷରୁ ଏଜେଣ୍ଟ ଭାବେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଉପସ୍ଥିତ ଥିଲେ। ସମସ୍ତ ଦଳୀୟ କାଉନସିଲର ଉପସ୍ଥିତ ହେବାକୁ ରାଜ୍ୟ ବିଜେଡି ସଭାପତି ନବୀନ ପଟ୍ଟନାୟକ ହୁଇପ ଜାରି କରିଥିଲେ। ନିର୍ବାଚନ ଅଧିକାରୀ ଭାବେ ଛତ୍ରପୁର ତହସିଲଦାର ପ୍ରକାଶ ଚନ୍ଦ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?