ବ୍ରାହ୍ମଣୀ ନଦୀକୂଳରେ ପଡ଼ିଛି ଯୁବତୀଙ୍କ ନଗ୍ନ ମୃତଦେହ

ଯାଜପୁର ଅଫିସ/ବରୀ,୧୮ା୨(ଡି.ଏନ୍‌.ଏ.): ବ୍ରାହ୍ମଣୀ ନଦୀର ବାମ ପାର୍ଶ୍ୱ ଅନ୍ୟାସୀପୁର ଠାରେ ଶୁକ୍ରବାର ଜଣେ ଯୁବତୀଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଯୁବତୀଙ୍କ ବୟସ ୨୦/୨୧ ହେବ ବୋଲି ଅନୁମାନ କରାଯାଉଛି। ପାରିପାର୍ଶ୍ୱିକ ଅବସ୍ଥା ଓ ମୃତ ଯୁବତୀଙ୍କ ଶରୀରର ବିଭିନ୍ନ ସ୍ଥାନରେ ଆଘାତ କରାଯାଇଥିବା ସ୍ପଷ୍ଟ ଭାବେ ଜଣା ପଡ଼ୁଥିବାରୁ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି। ଅଦ୍ୟାବଧି ପରିବାର ପକ୍ଷରୁ ବରୀ ରାମଚନ୍ଦ୍ରପୁର ଥାନାରେ କୌଣସି ଲିଖିତ ଅଭିଯୋଗ କରାଯାଇ ନାହିଁ। ସୂଚନା ମୁତାବକ ମୃତ ଯୁବତୀ ଜଣଙ୍କ ସ୍ଥାନୀୟ ଅନ୍ୟାସୀପୁର ଅକ୍ଷୟ ରଣାଙ୍କ ଝିଅ।


Enter your email to get our daily news in your inbox.

All Right Reserved By Dharitri.Com

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri